କୋରାପୁଟ

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ ପୂର୍ବରୁ ସବିନା ବୁଡିଆ, ଟିକାଇ ଗେମେଲ ଓ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ସ୍ବାଧୀନ…

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା। ଏହାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ୍‌ ଖାନୱିଲକର ଓ ବିଚାରପତି ସିଟି ରବି କୁମାରଙ୍କ…

କୋରାପୁଟ: ଯାଞ୍ଚ ବେଳେ ୪୭୬ ପ୍ରାର୍ଥିପତ୍ର ନାକଚ

କୋରାପୁଟ,୨୪।୧(ସ୍ବ.ପ୍ର.) କୋରାପୁଟ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଦାଖଲ ହୋଇଥିବା ନାମାଙ୍କନପତ୍ରଗୁଡିକର ଯାଞ୍ଚ ପ୍ରକ୍ରିୟା ରବିବାର ଶେଷ ହୋଇଛି। ୪୭୬ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ନାକଚ ପ୍ରାର୍ଥତ୍ପତ୍ର ମଧ୍ୟରେ ୱାର୍ଡମେମ୍ବର ୨୭୫, ସରପଞ୍ଚ ୧୫୧, ସମିତିସଭ୍ୟ ୪୦ ଏବଂ…

ବିଭାଗ ନୀରବ, ନିମ୍ନମାନର କାର୍ଯ୍ୟ କରୁଛନ୍ତି ଠିକାଦାର

ଦଶମନ୍ତପୁର, ୨୩ା୧ ( ଡି.ଏନ୍‌.ଏ. ) ଆରମ୍ଭରୁ ନିମ୍ନମାନର ରାସ୍ତା ନିର୍ମାଣ କରୁଛନ୍ତି ଠିକାଦାର। ସରକାରୀ ନିୟମ ଅନୁସାରେ କାମ କରିବାକୁ କହିଲେ ଶୁଣୁନାହାନ୍ତି। ଏଭଳି ଅଭିଯୋଗ କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ।…

ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…

ଉଲ୍ଲଂଘନ ହେଉଛି ନିର୍ବାଚନ ଆଦର୍ଶ ଆଚରଣ ବିଧି

ସେମିଳିଗୁଡା/ସୁନାବେଡ଼ା, ୨୩|୧ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଏବଂ ସୁନାବେଡ଼ା ମ୍ୟୁନିସିପାଲିଟିର କେତେକ ସ୍ଥାନରେ ହୋର୍ଡ଼ିଂ ଲାଗିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇସାରିଛି। ଏହି ହୋର୍ଡିଂଗୁଡିକୁ କାଢିବା ଲାଗି ନିର୍ବାଚନ…

କୋଟିଆରେ ଆନ୍ଧ୍ରର ସାଲୁର ବିଧାୟକ କଲେ ନିର୍ମାଣାଧିନ କାର୍ଯ୍ୟର ତଦାରଖ

ପଟ୍ଟାଙ୍ଗୀ,୨୧ା୧(ଡି.ଏନ.ଏ.): କୋଟିଆ ପଞ୍ଚାୟତରେ ସର୍ବସମ୍ମତି ଭିତ୍ତିରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ଦେବାକୁ କୋରାପୁଟରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏପଟେ ଆନ୍ଧ୍ରର ସାଲୁର ବିଧାୟକ ପିଡିକା ରାଜନା ଦୋରା ନେରିଡିବାଲସା ଗ୍ରାମରେ ଅନୁପ୍ରବେଶ କରି ଆନ୍ଧ୍ର ପକ୍ଷରୁ ଚାଲିଥିବା ବିଭିନ୍ନ…

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…

ନିର୍ବାଚନ ନୁହେଁ, ସହମତିରେ ଚୟନ

କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲା ବିଜେଡି ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ…

ବ୍ୟାଙ୍କ ଶାଖା ପରିଚାଳକ ନିଲମ୍ବିତ

କୋରାପୁଟ,୨୦।୧(ସ୍ବ.ପ୍ର.) ଲକ୍ଷ୍ମୀପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ସୁନା ଚୋରି ଘଟଣାରେ ଅଧିକ ପଚରାଉଚରା ପାଇଁ ଅଭିଯୁକ୍ତ ଶେଖର କୁଲଦିପିଆଙ୍କୁ ପୋଲିସ ରିମାଣ୍ଡରରେ ଆଣିଥିବା ବେଳେ ବୁଧବାର ଶାଖା ପରିଚାଳକ ସୁଧାଂଶୁ ଶେଖର ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ା ନଭେମ୍ବର…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆଦିବାସୀ ମାନ୍ୟତା

ପଟ୍ଟାଙ୍ଗୀ,୨୦।୧(ଡି.ଏନ୍‌.ଏ.) ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୁଧବାର ଆଦିବାସୀ ମାନ୍ୟତା ଦାବି ଉଠାଇଛି ଦୋରା ମହାସଂଘ। ମହାସଂଘ ଜିଲା ସଭାପତି ବୈଦ୍ୟନାଥ ଗେମେଲ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦଳୀୟ ନେତାମାନେ ନିର୍ବାଚନ ସମୟ ଆସିଲେ ଭୋଟ ହାତେଇବା ଲାଗି ପ୍ରତିଶ୍ରୁତି…

ଭୋଟର ତାଲିକାରୁ ପୂର୍ବତନ ସରପଞ୍ଚଙ୍କ ନାମ ଗାଏବ; ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସି ଫେରିଲେ

ଦଶମନ୍ତପୁର,୨୦।୧ ( ଡ଼ି.ଏନ୍‌.ଏ. ) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡା ପଞ୍ଚାୟତ ଭିତରବାଗ୍ରି ଗ୍ରାମର ପୂର୍ବତନ ସରପଞ୍ଚଙ୍କ ନାମ ଭୋଟର ତାଲିକାରେ ନାହିଁ। ଫଳରେ ସେ ଭୋଟ ଦେବାକୁ ଆସି ନିରାଶ ହୋଇ ଫେରିଛନ୍ତି। ସେ ହେଲେ ଲଖେଶ୍ବରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?