OSRTC ବିଭାଗ ଜମିକୁ ଜବରଦଖଲ ଉଚ୍ଛେଦ କଲା ତହସିଲ ପ୍ରଶାସନ, ବଢ଼ିଲା…
ପଟ୍ଟାଙ୍ଗି,୨।୫(ଶରତ କୁମାର ଧଳ): OSRTC ବିଭାଗର ଜମିକୁ ଦୀର୍ଘ ବର୍ଷ ଧରି ଜବର ଦଖଲ କରି ରହିଥିବା ଲୋକଙ୍କ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଆରମ୍ଭ ହୋଇଛି ଉଚ୍ଛେଦ। ଏହି ସମୟରେ ଉକ୍ତ ବିଭାଗର ଜମିକୁ ଜବର ଦଖଲ କରି ରହିଥିବା ଲୋକଙ୍କ…
ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ
ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା ଖସି ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଆହତ ହୋଇଛନ୍ତି।…
ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା: ଭତ୍ତା ପାଇଁ ଦେଶୀଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରା କରୁଛନ୍ତି ହିତାଧିକାରୀ
ନନ୍ଦପୁର,୩୦ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପରଜା ବଡ଼ପଡ଼ା ପଞ୍ଚାୟତର ବୃଦ୍ଧା, ବୃଦ୍ଧ, ବିଧବା, ଅସହାୟମାନଙ୍କୁ ଡିବିଟି ମାଧ୍ୟମରେ ଦିଆଯାଉଥିବା ଭତ୍ତା ଟଙ୍କା ଉଠାଣ ଲାଗି ଜୋଲାପୁଟ ଜଳଭଣ୍ଡାର ପାର ହେବାକୁ ବିପଦସଙ୍କୁଳ ଅବସ୍ଥାରେ ଦେଶୀଡଙ୍ଗା ଯାତ୍ରା କରିବାକୁ ପଡୁଛି।…
ବୁଲିବାକୁ ଯାଉଥିବା ସମୟରେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର
ଜୟପୁର,୨୯।୪ (ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ୨୩ ତାରିଖ ସକାଳେ ଯୁବତୀ ନିକଟସ୍ଥ ଡଙ୍ଗରକୁ ବୁଲିବାକୁ ଯାଉଥିବା ସମୟରେ ପଲକାପୁଟ ଗ୍ରାମର ଜଣେ ଯୁବକ ତାଙ୍କୁ ବଳାତ୍କାର…
ଗାଁ ମୁହାଁ ଭାଜପା ନେତା କର୍ମୀ: ଗାଁ ଚାଲ ଅଭିଯାନରେ…
ନନ୍ଦପୁର/ପାଡୁଆ,୨୮ା୪ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଭାଜପା କର୍ମୀଙ୍କ ପକ୍ଷରୁ ଜୋଲାପୁଟ ଜଳଭଣ୍ଡାରର ଜଳଘେରି ପରିବେଷ୍ଟିତ ପରଜାବଡ଼ପଡ଼ା ପଞ୍ଚାୟତ ସଦର ମହକୁମାରେ ଗାଁ ଚାଲ ଅଭିଯାନ ସୋମବାର ଅନୁଷ୍ଠିତ ହୋଇଛି। ପଞ୍ଚାୟତ ଭାଜପା ସଭାପତି ନନ୍ଦ…
ବୃଦ୍ଧଙ୍କୁ ଗଳା କାଟି ହତ୍ୟା, ଚା’ ପିଇବାକୁ ଯାଇ ଆଉ…
ଜୟପୁର,୨୮।୪(ପବନ ପାଣିଗ୍ରାହୀ): ବୃଦ୍ଧଙ୍କୁ ଗଳା କାଟି ହତ୍ୟା ଅଭିଯୋଗ । ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସଦର ଥାନା ଫାମ୍ପୁଣି ନିକଟସ୍ଥ କୁମୁଲିପୁଟ ଗାଁରେ । ମୃତ ବୃଦ୍ଧଙ୍କ ନାମ ରଘୁନାଥ ଗୌଡ଼ ବୋଲି ଜଣପଡିଛି । ସୂଚନା ଅନୁସାରେ,…
୩ଜଣଙ୍କୁ ଗିରଫ କରିଥିଲା କୋଟିଆ ପୋଲିସ, ବେଲ୍ କରାଇଲେ ଆନ୍ଧ୍ର ଆଇନଜୀବୀ
ପଟ୍ଟାଙ୍ଗି,୨୮।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନ କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମର ତିନି ବ୍ୟକ୍ତିଙ୍କୁ ଓଡ଼ିଶା ପକ୍ଷରୁ କୋଟିଆ ପୋଲିସ ଦ୍ୱାରା ଗିରଫ କରା ଯାଇଥିଲା । ତେବେ ସୋମବାର ଆନ୍ଧ୍ର ରାଜ୍ୟର ଟିଡିପି ଦଳର…
କେୱାଇସି ଆଳରେ ରାଶନ କାର୍ଡ ଅଚଳ ଘଟଣା: ଅସହାୟ ପରିବାରକୁ ମିଳିଲା ରାସନ କାର୍ଡ, ଚାଉଳ
ନନ୍ଦପୁର/ପାଡୁଆ, ୨୭ା୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ପଞ୍ଚାୟତ କଟରାଗୁଡା ଗ୍ରାମରେ ୩ ଦିବ୍ୟାଙ୍ଗ ପୁଅଙ୍କୁ ନେଇ ରହୁଥିବା ଜଣେ ବିଧବା ମହିଳା ରାଧା ଖିଲଙ୍କୁ ରାଶନ କାର୍ଡ ଓ ଚାଉଳ ମିଳିଛି। ଉକ୍ତ ପରିବାରକୁ କଓ୍ବୋଇସି…
ବର୍ଷା ପୂର୍ୱରୁ ରାସ୍ତା ମରାମତି, କଲର୍ଭଟ ନିର୍ମାଣ ଦାବି ତେଜିଲା
ସୁନାବେଡା/ସେମିଳିଗୁଡ଼ା,୨୭ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼)- କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ ଗୁଣ୍ଠାପୁଟ ପଞ୍ଚାୟତରେ ମିଳିତ ଜନ ଅଭିଯୋଗ ଶୁଣାଣି ଓ ସଚେତନତା ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଯସ୍ମିନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୋଟ ୬ ଅଭିଯୋଗର ଶୁଣାଣି ହୋଇଥିଲା। ଅଭିଯୋଗଗୁଡ଼ିକର ତୁରନ୍ତ…
ଜୟପୁର ସହରରରେ ସେକ୍ସ ର଼୍ୟାକେଟ୍: ମାଷ୍ଟର ମାଇଣ୍ଡ ସମେତ ବସ୍ଷ୍ଟାଣ୍ତରୁ ୩ ମହିଳାଙ୍କୁ ଉଠାଇନେଲା…
ଜୟପୁର,୨୭।୪(ପବନ ପାଣିଗ୍ରାହୀ)-ଜୟପୁର ସରକାରୀ ବସଷ୍ଟାଣ୍ତ ନିକଟରୁ ସେକ୍ସ ର଼୍ୟାକେଟ୍ ଅଭିଯୋଗରେ ଟାଉନ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିବା ସହ ୨ ନାବାଳିକାଙ୍କୁ ବାଳସୁଧାର ଗୃହକୁ ପଠାଇଛି। ଅଭିଯୁକ୍ତା ହେଲେ ବେଢ଼ାସାହି ଅଞ୍ଚଳର ଶିଳ୍ପା ପଣ୍ଡା। ଜୟପୁର ସହରର କେତେକ ସ୍ଥାନରେ…
ଆରମ୍ଭ ହେବ ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା, ରଙ୍ଗବେରଙ୍ଗ ଆଲୋକମାଳା ଝଲସୁଛି କୋରାପୁଟ ସହର
କୋରାପୁଟ,୨୭।୪(ଅମିତାଭ ବେହେରା ): ସୋମବାରଠୁ କୋରାପୁଟ ସହରରେ ଆରମ୍ଭ ହେବାକୁ ଯାଉଛି ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା । ତେଣୁ ମା’ଙ୍କ ପୁଚିଲାସାହିସ୍ଥିତ ଅସ୍ଥାୟୀ ମଣ୍ଡପ ସମେତ ବସଷ୍ଟାଣ୍ଡ, ପୋଷ୍ଟ ଅଫିସ ରୋଡ଼ ଆଦି ସାରା ସହର ବିଭିନ୍ନ ସ୍ଥାନରେ ରଙ୍ଗ…
ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ
ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର ୨ଜଣ ବ୍ୟକ୍ତିଙ୍କୁ କୋଟିଆ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କୋଟିଆ…

