କୋରାପୁଟ

ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍‌ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ ୨…

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ ରଖି…

ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍‌ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ

କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା ଅନ୍ତର୍ଗତ…

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା…

ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଅସିଦ୍ଧ

ପଟ୍ଟାଙ୍ଗୀ,୨୨ା୫(ଡି.ଏନ.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ପୁଣି ଲାଗିଛି ଝଟକା। ଆନ୍ଧ୍ର ସରକାର ବିଗତ ଦିନରେ କରିଥିବା ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନ ପାଇଁ…

ସ୍ତ୍ରୀ, ୫ବର୍ଷର ଶିଶୁକୁ ଟାଙ୍ଗିଆରେ ହାଣି ହତ୍ୟା

ବୋରିଗୁମ୍ମା,୧୪ା୫: ସ୍ତ୍ରୀ ଏବଂ ୫ ବର୍ଷର ଶିଶୁପୁତ୍ରକୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ବି.ସିଂହପୁର ଥାନା ଅଧୀନ ହର ଗ୍ରାମରେ। ଗ୍ରାମବାସୀ ହତ୍ୟାକାରୀ ସ୍ବାମୀକୁ ବାନ୍ଧି ବି.ସିଂହପୁର ପୋଲିସ…

୯ ଦିନ ବନ୍ଦ ହେବ ହାଲ୍‌ ମିଗ୍‌ କାରଖାନା

କୋରାପୁଟ/ସୁନାବେଡ଼ା,୧୩।୫: କରୋନା ସଂକ୍ରମଣ ହାର କୋରାପୁଟ ଜିଲାରେ ବଢ଼ିଚାଲିଛି। ଏହାର ମୁକାବିଲା ନେଇ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ଏହା ସତ୍ତ୍ୱେ ସଂକ୍ରମଣ କମିବା ନାଁ ନେଉନି। ସୁନାବେଡ଼ା ହାଲ୍‌ ଟାଉନଶିିପ ଅଞ୍ଚଳରେ ମଧ୍ୟ କରୋନା ସଂକ୍ରମଣର ହାର ବଢ଼ିଚାଲିଛି।…

ଭଉଣୀ ଆଗରେ ବୁଡ଼ି ଗଲା ଭାଇ

ଦଶମନ୍ତପୁର, ୯ା୫: କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତର ଚଣାବାଡ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଭଉଣୀଭାଇ ଦୁହେଁ ଗ୍ରାମ ନିକଟସ୍ଥ ଚେକ୍‌ ଡ୍ୟାମକୁ ଗାଧୋଇବାକୁ ଯାଇ ପାଣିରେ ବୁଡିଯିବାରୁ ଭାଇର ମୃତ୍ୟୁ ହୋଇଛି। ମୃତ ଶିଶୁ…

ଡେପୁଟି କଲେକ୍ଟର ଆଲୋକ ଅନୁଗୁଳିଆଙ୍କୁ ନିଲମ୍ବନ

କୋରାପୁଟ, ୭।୫(ସ୍ବ.ପ୍ର.): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିବା ଆଲୋକ କୁମାର ଅନୁଗୁଳିଆଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ତାଙ୍କୁ ନିଲମ୍ବନ କରିଛନ୍ତି…

କରୋନାର ଭୟଙ୍କର ରୂପ: ଗାଇଡ୍‌ଲାଇନ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କୋରାପୁଟ,୨।୫(ସ୍ବ.ପ୍ର): କରୋନାର ଦ୍ୱିତୀୟ ଲହର ଦେଶସାରା ତାହାର ଭୟଙ୍କର ରୂପ ଦେଖାଉଥିବା ବେଳେ ରାଜ୍ୟରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। କୋରାପୁଟ ଜିଲାରେ ରବିବାର ଦିନକରେ ସର୍ବାଧିକ ୧୨୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜିଲାରେ…

ପରିବା ଗାଡ଼ିରୁ ମିଳିଲା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ

ଜୟପୁର, ୧।୫: ପନିପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ତାହା ଜୟପୁର ସଦର ଥାନା ପୋଲିସ ହାତରେ ଧରାପଡିଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ମହିନ୍ଦ୍ରା ପିକ୍‌ଆପ, ୩ଟି ବାଇକ, ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?