କୋରାପୁଟ

ରାଜ୍ୟ ଓ ଦେଶ ବାହାରୁ ଫେରିଛନ୍ତି ୩ହଜାର ୭ଶହ ଲୋକ: ଜିଲାରେ ଖୋଲିଲା ୧୮ ସଙ୍ଗରୋଧ ଗୃହ, ୨୪୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ଜୟପୁର,୩୦ା୩(ନି.ପ୍ର.): ଭାଇରସ୍‌କୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର  ତତ୍ପରତା ପ୍ରକାଶ କରିଛନ୍ତି। ସେହିପରି ସଂକ୍ରମଣକୁ ରୋକିବା ପାଇଁ ସବୁ ସ୍ତରରେ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର। ତେବେ ବାହାର ରାଜ୍ୟ ଓ ବିଦେଶରୁ…

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ ତୁଳସୀ

ଜୟପୁର,୨୮ା୩(ନି.ପ୍ର.): ଆନ୍ଧ୍ର-ଓଡ଼ିଶା ବର୍ଡର୍‌ ସ୍ପେଶିଆଲ୍‌ ଜୋନାଲ୍‌ କମିଟିର ମହିଳା ମାଓବାଦୀ ତୁଳସୀ ଉଲ୍ଲାକା ଶନିବାର କୋରାପୁଟ ଏସ୍‌ପି ମୁକେଶ୍‌ ଭାମୋଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେ କୋରାପୁଟ ଜିଲା ନାରାୟଣପାଟଣା ଏରିଆ କମିଟି ମେମ୍ବର ଥିଲେ। ତୁଳସୀଙ୍କ ଘର ନାରାୟଣପାଟଣା ଥାନା…

ରାପ୍‌ ସଙ୍ଗ୍‌ ମାଧ୍ୟମରେ ସଚେତନ କରୁଛନ୍ତି ସାର୍ଥକ

ଜୟପୁର,୨୭ା୩(ନି.ପ୍ର.) : ରାପ୍‌ ସଙ୍ଗ୍‌ ମାଧ୍ୟମରେ ଟ୍ରାଫିକ୍‌ ସଚେତନତା ବାର୍ତ୍ତା ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା କୋରାପୁଟ ଜିଲା ଜୟପୁର ସହରର ସାର୍ଥକ ସାହୁ ଏବେ ପୁଣି ଲୋକଙ୍କ ମନ ଜିଣିଛନ୍ତି। କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବାରୁ ସେ ନିଜ…

ଆଳୁ, ପିଆଜ ଦର ବୃଦ୍ଧି କରୁଛନ୍ତି ଅସାଧୁ ବ୍ୟବସାୟୀ, ପ୍ରଶାସନର ଚଢ଼ାଉ

ଜୟପୁର,୨୫।୩(ଡି.ଏନ୍‌.ଏ.): ରାଜ୍ୟର ସମସ୍ତ ଜିଲାରେ ଲକ୍‌ଡାଉନ୍‌ ନେଇ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହାର ସୁଯୋଗ ନେଇ କିଛି ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି କରିଛନ୍ତି। ଏଥିନେଇ କୋରାପୁଟ ଜିଲା ଜୟପୁର ସହରରେ ଆଳୁ କିଲୋପିଛା ୧୦ଟଙ୍କା ଏବଂ…

କୋରାପୁଟର ୪ସ୍ଥାନରେ ଆନ୍ତଃରାଜ୍ୟ ସୀମା ସିଲ

ଜୟପୁର,୨୫।୩ (ନି.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲାକୁ ସଂଯୋଗ କରୁଥିବା ପୋଡଶୀ ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ସମସ୍ତ ରାସ୍ତାକୁ ପୋଲିସ ସିଲ କରଛି। ମଙ୍ଗଳବାର ମଧ୍ୟରାତ୍ରି ୧୨ଟାରୁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାପରେ କୋରାପୁଟ ଏସ୍‌ପି ମୁକେଶ କୁମାର ଭାମୋଙ୍କ ନିର୍ଦ୍ଦେଶକ୍ରମେ ଛତିଶଗଡକୁ…

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା ଭାଇ…

ଜନତା କର୍ଫ୍ୟୁ: ଜୟପୁର ସହର ଶୂନ୍‌ଶାନ୍‌

ଜୟପୁର,୨୨।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଜନତା କର୍ଫ୍ୟୁ ଲାଗି ରବିବାର ପୂର୍ବାହ୍ନ ୭ଟାରୁ ଶୂନ୍‌ଶାନ୍‌ ହୋଇଯାଇଥିଲା। ଦୂରରୁ ଆସିଥିବା ଯାତ୍ରୀବାହୀ ବସ୍‌ଗୁଡ଼ିକ ପହଞ୍ଚିଥିବା ବେଳେ ଏଠାରେ ଗାଡ଼ିମୋଟର ବନ୍ଦ ରହିଛି। ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ପୋଲିସ…

‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’

ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ ଆତ୍ମାକୁ ଏବେ ଶାନ୍ତି ମିଳିଲା, ସେଥିରେ ସେ ଖୁସି। କିନ୍ତୁ ୩ ବର୍ଷ ବିତିବା…

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା କରିଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏକାଠି ନ ବୁଲିବା, ଲୋକଙ୍କ ସଂସ୍ପର୍ଶରେ ନ ଆସିବାକୁ ସଚେତନ…

ଦାଣ୍ଡରେ ବିତୁଛି ପ୍ରତିଷ୍ଠିତ ମିଲ୍‌ ମାଲିକଙ୍କ ଜୀବନ

ଜୟପୁର,୧୮।୩(ନି.ପ୍ର.) – ଜୀବନରେ ଅଭାବ କ’ଣ ଜଣା ନ ଥିଲା। ପାଖରେ ଥିଲା ୨୫ ଏକର ଚାଷଜମି, ଜାତୀୟ ରାଜପଥ କଡ଼ରେ ଅନେକ ଦୋକାନଘର ସାଙ୍ଗକୁ ଧାନ ମିଲ୍‌। ଏସବୁ ସମ୍ପତ୍ତିର ମାଲିକ ଥିବା ଦମ୍ପତି ଏବେ ନିଃସ୍ବ। ଯୋଗାଣ ବିଭାଗର…

ରାସ୍ତାର ସ୍ଥାୟିତ୍ୱ ଖାଉଛି ବାଲିବୋଝେଇ ଭାରିଯାନ

କୁନ୍ଦୁରା,୧୭ା୩(ଡି.ଏନ୍‌.ଏ.) ସଡ଼କ ହେଉଛି ବିକାଶର ମାଧ୍ୟମ। ଗମନାଗମନ ସହଜ ସୁଲଭ କରିବା ପାଇଁ ସରକାର ରାସ୍ତା ନିର୍ମାଣ କରିବା ସହ ତାହାର ରକ୍ଷଣାବେକ୍ଷଣ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ କରୁଛନ୍ତି। କିନ୍ତୁ କ୍ଷମତାଠାରୁ ଅଧିକ ବାଲି, ପଥରବୋଝେଇ ଭାରୀଯାନ ଚଳାଚଳ କରିବା…

ମାତୃ ଓ ଶିଶୁ ସୁରକ୍ଷା ଯୋଜନା ବାଟବଣା: ଟଙ୍କାଟିଏ ପାଉନାହାନ୍ତି ଆଦିବାସୀ ମା’

ଜୟପୁର,୧୫ା୩(ନି.ପ୍ର.) ମାତୃ ଓ ଶିଶୁ ସୁରକ୍ଷା ପାଇଁ ସରକାର ବହୁ ଯୋଜନା ପ୍ରଣୟନ କରୁଥିଲେ ମଧ୍ୟ କୋରାପୁଟ ପରି ଉପାନ୍ତ ଜିଲାରେ ଏହା ଫଳପ୍ରଦ ହୋଇପାରୁ ନାହିଁ। ତାହାର ଏକ ଦୃଷ୍ଟାନ୍ତ ଜିଲାର ଜୟପୁର ବ୍ଲକ ଟାଙ୍କୁଆ ପଞ୍ଚାୟତ ପୋଡ଼ାପଦର ଗ୍ରାମରେ ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri