କୋରାପୁଟ

ବେଆଇନ ଔଷଧ କାରବାର: ୪ ଗିରଫ

ଜୟପୁର,୧।୫(ନି.ପ୍ର.): ଜୟପୁର ସହରରେ ଚାଲିଥିବା ବେଆଇନ ପେନ୍‌କିଲର ଔଷଧ କାରବାରର ଖୁଲାସା କରିଛି ଜୟପୁର ପୋଲିସ। ଏହି ଘଟଣାରେ ଜଡ଼ିତ ଥିବା ୪ ଜଣଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଗଞ୍ଜାମର ସୁଶାନ୍ତ ମହାନ୍ତି, ଜୟପୁର ବାପୁଜୀ ନଗରର ନବୀନ…

କରଜଦାତାଙ୍କ ନିର୍ଯାତନା ସହି ନ ପାରି ମହିଳାଙ୍କ ଆତ୍ମହତ୍ୟା

ସୁନାବେଡ଼ା,୨୮ା୪: ଜଣେ ବ୍ୟକ୍ତି କରିଥିବା କରଜ ତାଙ୍କ ପରିବାର ପାଇଁ ଭାରି ପଡିଛି। ଏଥିପାଇଁ ତାଙ୍କ ସ୍ତ୍ରୀଙ୍କୁ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେବାକୁ ପଡିଛି। ପୋଲିସ ପହଞ୍ଚତ୍ ତାଙ୍କ ମୃତଦେହ ଜବତ କରିଛି। କୋରାପୁଟ ଜିଲା ସୁନାବେଡା ଅଞ୍ଚଳରେ ମଙ୍ଗଳବାର…

ନାବାଳକ ପୁଅ ଧକ୍କାରେ ଚାଳିଗଲା ବାପାଙ୍କ ଜୀବନ

କୁନ୍ଦୁରା,୨୨।୪: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଗୁଣ୍ଡାଳ ପଞ୍ଚାୟତ ଅଧୀନ ତଲିଆଗୁଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବୁଧବାର ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁବାର ସକାଳେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ବାପାଙ୍କୁ ହତ୍ୟା କରିଥିବା ନେଇ…

ମାଟି ଅତଡ଼ା ଖସି ୩ ମହିଳାଙ୍କ ମୃତ୍ୟୁ, ଜଣେ ଗୁରୁତର

କୋରାପୁଟ,୧୬।୪(ଡି.ଏନ୍‌.ଏ.): ମାଟି ଅତଡ଼ା ଖସି ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ପୋଡ଼ାଗୁଡ଼ାରେ। ଘର ଲିପିବା ପାଇଁ ୪ ମହିଳା ପଟ୍ଟାଙ୍ଗୀର ମିରିୟାଲିଗୁଡ଼ାକୁ…

ଆନ୍ଧ୍ର ମାନିଲାନି ହାଇକୋର୍ଟ ନିର୍ଦ୍ଦେଶ

କୋରାପୁଟ/ ପଟ୍ଟାଙ୍ଗୀ,୯।୪(ଡି.ଏନ୍‌.ଏ./ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସୀମାନ୍ତ କୋଟିଆ ପଞ୍ଚାୟତର ନେରେଡ଼ିବାଲସା ଗ୍ରାମରେ ଗୁରୁବାର ଆନ୍ଧ୍ର ଜିଲା ପରିଷଦ ଓ ସମିତିସଭ୍ୟ ପଦ ପାଇଁ ନିର୍ବାଚନ କରିଛି। ଆନ୍ଧ୍ର ହାଇକୋର୍ଟଙ୍କ ରହିତାଦେଶକୁ ମାନିନାହିଁ। ଏନେଇ ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ…

କୋଟିଆରେ ସବୁ ଦଳର ନେତା

ପଟ୍ଟାଙ୍ଗୀ,୮ା୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ନେରେଡିବାଲସା ଗ୍ରାମରେ ଆନ୍ଧ୍ର ସରକାର ଜିଲା ପରିଷଦ ଓ ସମିତିସଭ୍ୟ ନିର୍ବାଚନ ଚଳାଇଥିଲେ। ଉକ୍ତ ନିର୍ବାଚନ ଉପରେ ମଙ୍ଗଳବାର ଆନ୍ଧ୍ର ହାଇକୋର୍ଟ ରହିତାଦେଶ ଜାରି କରିଥିଲେ। ଏହି ସୁଯୋଗର ସଦ୍‌ବ୍ୟବହାର କରିବା…

କୋଟିଆର ତିନି ଗ୍ରାମରେ ଆନ୍ଧ୍ର କରିବ ଜିଲା ପରିଷଦ ନିର୍ବାଚନ

ପଟ୍ଟାଙ୍ଗୀ,୫।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ତିନି ଗ୍ରାମ ତଳ ଗଞ୍ଜେଇ ପଦର, ଫଗୁଣସିନେରି ଓ ଫାଟୁସିନେରିରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଗତ ଫେବୃୟାରୀ୧୩ରେ କରିଥିଲା। ଏହାକୁ ନେଇ ଏବେବି ବାଦ ବିବାଦ ଲାଗିରହିଥିବାବେଳେ…

ପ୍ରବଳ ବର୍ଷା ସହ କୁଆପଥର ମାଡ଼

ଦାମନଯୋଡ଼ି,୩ା୪: କୋରାପୁଟ ଜିଲା ଦାମନଯୋଡ଼ି ଅଞ୍ଚଳରେ ଶନିବାର ଅପରାହ୍ନ ୪ଟାରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ସକାଳୁ ଆକାଶ ମେଘାଚ୍ଛନ୍ନ ଥିବାବେଳେ ଗୁଳୁଗୁଳି ଅନୁଭୂତ ହେଉଥିଲା। ତେବେ ଅପରାହ୍ନରେ ବର୍ଷା ହୋଇଥିଲା। ଏହା ଲୋକଙ୍କୁ ଗରମରୁ କିଛି ପରିମାଣରେ…

ହାଲ୍‌ ସହରାଞ୍ଚଳ ଜଙ୍ଗଲରେ ପୁଣି ବ୍ୟାପିଲା

ସୁନାବେଡ଼ା,୨।୪(ସ୍ବ. ପ୍ର.): ସୁନାବେଡ଼ା ହାଲ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଅନେକ ଜଙ୍ଗଲ ରହିଛି। ଏହିସବୁ ଜଙ୍ଗଲରେ ବିଭିନ୍ନ ସମୟରେ ନିଆଁ ଲାଗିବା ଏବେ ପ୍ରଶାସନ ପାଇଁ ଚିନ୍ତାର ବିଷୟ ହୋଇଛି। ବୁଧବାର ହାଲ୍‌ର ଆର୍‌ ଜୋନ୍‌ରେ ଥିବା ଜଙ୍ଗଲରେ ନିଆଁ ଲାଗିଥିବା ବେଳେ…

ଆନ୍ଧ୍ରର ଅନୁପ୍ରବେଶ ରୋକିପାରୁନି ଓଡ଼ିଶା

ପଟ୍ଟାଙ୍ଗ,୩୧ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ଏ ଦିଗରେ ଓଡ଼ିଶା ଜିଲା ପ୍ରଶାସନ ରୋକୋ ଲଗାଇବାକୁ ବିଫଳ ହେଉଥିବାରୁ ଆନ୍ଧ୍ର ଫାଇଦା ଉଠାଉଛି। କୋଟିଆ ପଞ୍ଚାୟତର ତିନି ଗ୍ରାମ ଯଥା ତଳଗଞ୍ଜେଇପଦର, ଫଗୁଣ…

ଗାଧୋଇବାବେଳେ କେନାଲରେ ଭାସିଗଲେ

ଜୟପୁର, ୨୯।୩(ନି.ପ୍ର.) କୋରପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ପଞ୍ଚାୟତ ଦଣ୍ଡସେନାଗୁଡ଼ା ଗ୍ରାମ ନିକଟ କେନାଲରେ ଗାଧୋଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇଛନ୍ତି। ସେ ହେଲେ ଦଣ୍ଡସେନାଗୁଡ଼ାର ସମ୍ବାରୁ ଜାନି (୫୫)। ସୂଚନା ଅନୁଯାୟୀ, ସୋମବାର ସକାଳେ ସମ୍ବାରୁ ଗାଈ ଚରାଇବାକୁ ଯାଇଥିଲେ।…

ଆଧ୍ୟାତ୍ମିକ ବାତାବରଣରେ ପାଳିଲେ ହୋଲି

ସେମିଳିଗୁଡ଼ା, ୨୯।୩(ସ୍ବ.ପ୍ର.): ସେମିଳିଗୁଡ଼ା ଆର୍ଟ ଅଫ୍‌ ଲିଭିଂ ପରିବାର ପକ୍ଷରୁ ଶ୍ରୀ ଶ୍ରୀ ଧ୍ୟାନକେନ୍ଦ୍ରରେ ଆଧ୍ୟାତ୍ମିକ ବାତାବରଣ ମଧ୍ୟରେ ହୋଲି ଉତ୍ସବ ପାଳନ କରାଯାଇଛି। ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇ ସମୂହ ଧ୍ୟାନ କରିବା ସହ ଗୁରୁପୂଜା ଓ ସତ୍‌ସଙ୍ଗରେ ସାମିଲ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?