କୋରାପୁଟ

ସଙ୍କଟରେ କୁମ୍ଭାକାରଙ୍କ କୌଳିକ ବୃତ୍ତି

ଜୟପୁର, ୭ା୩ (ନି.ପ୍ର) କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମ୍ଭାରପୁଟ କୁମ୍ଭାରଙ୍କ ପାଇଁ ପ୍ରସିଦ୍ଧ। କିନ୍ତୁ ଗ୍ରାମରେ ରହୁଥିବା ୨ ପରିବାରଙ୍କ ଜୀବନ ଜୀବିକା ଏବେ ସଙ୍କଟରେ। ପରିବାରର ସମସ୍ତ ସଦସ୍ୟ ୨୪ ଘଣ୍ଟା କାମ କଲେ ମଧ୍ୟ ପେଟ…

ବିଜୁବାବୁଙ୍କ ଜୟନ୍ତୀରେ ଶପଥପାଠ

ଜୟପୁର,୫।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଅବସରରେ ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଏବଂ କର୍ମୀମାନଙ୍କୁ ନେଇ ଏକ ସଭାର ଆୟୋଜନ କରାଯାଇଛି। ଏହି ଅବସରରେ ଲୋକଙ୍କ ସେବା କରିବା ନେଇ ଏକ ଶପଥ ପାଠ କରାଯାଇଥିଲା।

୩ବର୍ଷରେ କେସିସି ବ୍ୟାଙ୍କରେ ୬ କୋଟିର ଦୁର୍ନୀତି ଅଭିଯୋଗ

ଜୟପୁର,୫ା୩(ଡି.ଏନ୍‌.ଏ.) କୋରାପୁଟ କେନ୍ଦ୍ରିୟ ସମବାୟ ବ୍ୟାଙ୍କ (କେସିସିବି)ରେ ଗତ ତିନିବର୍ଷରେ ୬କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏ ନେଇ ରାଜ୍ୟ ଲୋକାୟୁକ୍ତଙ୍କ ନିକଟରେ ମାମଲା ରହିଥିବା ବେଳେ ବୁଧବାର ଆୟୁ୍‌କ୍ତଙ୍କ ନିକଟରେ ପ୍ରତିପକ୍ଷ ହାଜର ହୋଇ ସମସ୍ତ ତଥ୍ୟ ରଖିବାକୁ ପୂର୍ବରୁ ନୋଟିସ…

ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି

ଦଶମନ୍ତପୁର,୪ା୩(ଡି.ଏନ୍‌.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ ଚିତ୍ର।…

ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର

ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ ଜାତୀୟ ରାଜପଥ କାର୍ଯ୍ୟ ସମୟରେ ଯେଉଁ ନିୟମ ରହିଛି, ତାକୁ ଠିକ ଭାବେ ପାଳନ…

ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା:ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ

ଜୟପୁର, ୩।୩ (ନି.ପ୍ର) ଜୟପୁର ଲେକ ପ୍ଲେସିଡ ସଭାଗୃହଠାରେ କୋରାପୁଟ ସୁନ୍ଦର ସ୍ବାସ୍ଥ୍ୟ ଓ ସୁନ୍ଦର ଶରୀର ସଂଘ ତରଫରୁ ରାଜ୍ୟସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ା ସନ୍ତୋଷ କ୍ଲାସିକ ୨୦୨୦ ନାମରେ ଏହା ଆୟୋଜିତ ହୋଇଥିଲା ା ଏଥିରେ…

ଜୟପୁରରେ କୁକୁଡ଼ା ମଡକ: ଚିନ୍ତାରେ ଚାଷୀ

ଜୟପୁର, ୨।୩(ନି.ପ୍ର.): କୋରାପୁଟ ଜିଲା ଜୟପୁରରେ ଗତ କିଛି ଦିନ ହେବ କୁକୁଡ଼ା ମଡକ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଜୟପୁର ଓ ଏହାର ଆଖପାଖ ଅଞ୍ଚଳରେ ଶହ ଶହ ଦେଶୀ ପ୍ରଜାତିର କୁକୁଡ଼ା ମରୁଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ…

୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ: ୨ ଅଟକ

ଜୟପୁର,୨।୩(ଡି.ଏନ୍‌.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍‌ରୁ ଜୟପୁର ଟାଉନ ପୋଲିସ ଜବତ କରିଛି। ଏନେଇ ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖାଯାଇ ପଚରାଉଚରା…

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର ମନ୍ମଥ ସାସ୍‌ମଲ, ମାଲକାନଗିରି ଜିଲାର ସନ୍ଦୀପ ପୂଜାରୀ ଓ ରମାକାନ୍ତ ପଟ୍ଟନାୟକ। ସମସ୍ତେ ମହାବିଦ୍ୟାଳୟର…

ଦଲାଲଙ୍କ ମସୁଧା

କୋରାପୁଟ ଜିଲାରେ ଚାଷୀଙ୍କ ଉତ୍ପାଦିତ ଖରିଫ ଧାନକିଣା ପାଇଁ ପ୍ରଶାସନ ୪୪ଟି ମଣ୍ଡି ସ୍ଥାପନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ସାଢ଼େ ୧୩ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ ଟାର୍ଗେଟ୍‌ ଥିଲା। ପରବର୍ତ୍ତୀ ୩ଟି ପର୍ଯ୍ୟାୟକୁ ମିଶାଇ ମୋଟ ୨୦ ଲକ୍ଷ ୪୫…

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ, କେହି ବି ସେହି ରାସ୍ତା ଦେଇ ଯିବାକୁ ଇଚ୍ଛା କରୁନାହାନ୍ତି। ୨୦୧୮-୧୯ରେ ଡଙ୍ଗରପାଉଁଶୀ ପଞ୍ଚାୟତ…

କୂଅ ଖୋଳି ବକେୟା ବିଲ୍‌ ପାଉନାହାନ୍ତି ଚାଷୀ

ବୈପାରୀଗୁଡ଼ା,୨୫।୨(ଡି.ଏନ୍‌.ଏ.) ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କୂଅ ଖୋଳି ବିଲ୍‌ ପାଇବା ପାଇଁ ଜଣେ ଚାଷୀଙ୍କ ହନ୍ତସନ୍ତ ହେବାକୁ ପଡ଼ିଛି। ସେ ହେଲେ ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଖଷର୍ଲିଗୁଡ଼ା ଗ୍ରାମର ହରି ଜନମ (୫୦)। ହରି ଜଣେ ପରିବା ଚାଷୀ। ନିଜ ଉଦ୍ୟମରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri