କୋରାପୁଟ

‘କୋରାପୁଟ ଜିଲାର ବିକାଶ ଏବେ ଶୀର୍ଷରେ’

କୋରାପୁଟ,୨୬ା୧: ଭାରତର ସ୍ବାଧୀନତା ଆନ୍ଦୋଳନରେ କୋରାପୁଟ ଜିଲାର ଅବଦାନ ଅତୁଳନୀୟ। କୋରାପୁଟସ୍ଥିତ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହା କହିଛନ୍ତି। ମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ…

ପଦ୍ମଶ୍ରୀ ପାଇବେ ରାୟଗଡ଼ାର ଶାନ୍ତି ଦେବୀ

ରାୟଗଡ଼ା ଅଫିସ/ଗୁଣପୁର୨୫ା୧: ଅବିଭକ୍ତ କୋରାପୁଟ ଜିଲାର ପରିଚିତ ନାମ ଶାନ୍ତି ଦେବୀ। ଦୀର୍ଘ ୭ ଦଶନ୍ଧି ଧରି ସେ ନିଜକୁ ସମାଜସେବା କ୍ଷେତ୍ରରେ ସମର୍ପଣ କରିଛନ୍ତି। ସେ ସମ୍ମାନଜନକ ପଦ୍ମଶ୍ରୀ ଉପାଧି ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୮୭ ବର୍ଷୀୟା ଶାନ୍ତି…

୧୦ମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ

ଜୟପୁର,୨୨ା୧: କୋରାପୁଟ ଜିଲାର ଏକ ସେବାଶ୍ରମ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ,…

ଗଛ ଉପରେ ଭାଲୁ

ବୋରିଗୁମ୍ମା,୨୨ା୧: କ୍ରମାଗତ ଭାବେ ଜଙ୍ଗଲ ନଷ୍ଟ ଏବଂ ଖାଦ୍ୟାଭାବ ଯୋଗୁ ବିଭିନ୍ନ ସମୟରେ ବନ୍ୟଜନ୍ତୁ ଜନବସତି ଆଡକୁ ମୁହାଁଉଛନ୍ତି। ଫଳରେ ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସେପରି ଏକ ପରିବେଶ ଦେଖିବାକୁ ମିଳିଛି କୋରାପୁଟ ଜିଲା…

ଧାନ ଉଠୁନି, ଶୀତ କାକରରେ ଜଗିଛନ୍ତି ଚାଷୀ

କୁନ୍ଦୁରା,୨୨।୧(ଡି.ଏନ.ଏ.): କୋରାପୁଟ ଜିଲାରେ ଚଳିତ ଖରିଫ ଋତୁରେ ଅମଳ ପରେ ୨୫ ପ୍ରତିଶତ ଧାନ ଚାଷୀ ବିକ୍ରି କରିଥିବା ବେଳେ ୭୫ ପ୍ରତିଶତ ଧାନକୁ ଦୀର୍ଘ ଏକ ମାସ ହେବ ମଣ୍ଡିରେ ପଡିରହିଛି। ଚାଷୀ ଅସହ୍ୟ ଥଣ୍ଡାରେ ଧାନ ଜଗିଛି ।…

ପିକ୍‌ନିକ୍‌ କରିବାକୁ ଯାଇଥିଲେ ୩ ସାଙ୍ଗ: ଶହେ ଫୁଟ୍‌ ତଳକୁ ଖସିଲା କାର

ଜୟପୁର,୧୭ା୧: ୩ଜଣ ସାଙ୍ଗ ଏକ କାର ନେଇ କୋରାପୁଟ ଜିଲା ଲମତାପୁଟ ଅଞ୍ଚଳକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଫେରିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। କାରଟି ଭାରସାମ୍ୟ ହରାଇ ଶହେ ଫୁଟ ତଳକୁ କୋଲାବ କେନାଲ ଭିତରେ ଖସିପଡିଥିଲା। ଫଳରେ ଜଣଙ୍କର…

କୋରାପୁଟରେ ପ୍ରଥମେ ଟିକା ନେଲେ ସଫେଇ କର୍ମଚାରୀ ପଦ୍ମନ

କୋରାପୁଟ,୧୬/୧(ସ୍ବ.ପ୍ର) କୋରନା ବିରୋଧରେ ବିଶ୍ୱରେ ଆରମ୍ଭ ହୋଇଛି ସର୍ବ ବୃହତ ଲଢେଇ । ହାରିବ କୋରନା, ଜିତିବ ଜୀବନର ଲକ୍ଷ୍ୟ ନେଇ ଶନିବାରଠାରୁ ସାରା ଦେଶରେ ପ୍ରାଥମିକ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଟିକାକରଣର…

ପିକ୍‌ନିକ୍‌ ସ୍ପଟ୍‌: ପୁଞ୍ଜିସିଲ

ବଣ ପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି କୋରାପୁଟ ଜିଲା। ଏଠାରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ପୁଞ୍ଜିସିଲ ଅନ୍ୟତମ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ଜିଲାର ବିଭିନ୍ନ ଝରଣାର କୁଳୁକୁଳୁ ସ୍ବର। ପାହାଡ଼ ଉପରୁ ପ୍ରବାହିତ ହେଉଥିବା…

କୋରାପୁଟରେ ପହଞ୍ଚିଲା କରୋନା ଟିକା

କୋରାପୁଟ,୧୪।୧(ସ୍ବ.ପ୍ର.): କୋରାପୁଟରେ ଗୁରବାର ପହଞ୍ଚିଛି ୮୩୦୦ ଡୋଜ୍‌ କୋଭିଡ ସିଲ୍‌ଡ ଟିକା। ଏହାକୁ କୋରାପୁଟ ଆଞ୍ଚଳିକ ଟିକା କେନ୍ଦ୍ରଠାରେ ରଖାଯାଇଛି। ଏହି ଟିକା କୋରାପୁଟରେ ପହଞ୍ଚିବା ପରେ ଜିଲାପାଳ ମଧୁସୂଦନ ମିଶ୍ର ଆଞ୍ଚଳିକ ଟିକା କେନ୍ଦ୍ରରେ ପହଞ୍ଚି ଅନୁଧ୍ୟାନ କରିବା ସହିତ…

୬ଶହ ଲୋକଙ୍କୁ ଗୋଟିଏ ନଳକୂପ

କୋରାପୁଟ,୧୨।୧(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାର ପକ୍ଷରୁ ଗ୍ରାମାଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ମାତ୍ର ଏଥିରୁ ସୁଫଳ ଗ୍ରାମବାସୀ ଠିକ ଭାବେ ପାଇପାରୁନାହାନ୍ତି। ସେହିପରି ଅବସ୍ଥା ଦେଖିବାକୁ ମିଳିଛି କୋରାପୁଟ ବ୍ଲକ…

ଅପରକୋଲାବ କେନାଲରେ ୩୦ ଫୁଟ ଘାଇ: ଶତାଧିକ ଏକର ଚାଷଜମିରେ ମାଡ଼ିଗଲା ପାଣି, ମାଟି

ଜୟପୁର, ୧୦।୧(ନି.ପ୍ର.): ଅପର କୋଲାବ ପ୍ରୋଜେକ୍ଟର ଧନପୁର ଶାଖା କେନାଲ ଶୁକ୍ରବାର ରାତିରେ ଭୁଶୁଡ଼ିପଡିଛି। ଫଳରେ ପାଖାପାଖି ୩୦ ଫୁଟ୍‌ ଓସାରରେ ଘାଇ ସୃଷ୍ଟି ହୋଇ ଚାଷଜମିରେ ପାଣି ପଶିଛି। ଶତାଧିକ ଏକର ଚାଷଜମିରେ ପାଣି ପଶି ମାଟି ମାଡ଼ିଯାଇଛି। ମୁଖ୍ୟ…

ମାଲବାହୀ ଟ୍ରେନ ଲାଇନଚ୍ୟୁତ: ତଳକୁ ଖସିଲା ୪ ବଗି

କୋରାପୁଟ,୨୯।୧୨(ସ୍ବ.ପ୍ର.): କୋରାପୁଟ ନିକଟସ୍ଥ ମାଳିଗୁଡ଼ା ଓ ଜରଟି ରେଳ ଷ୍ଟେଶନ ମଧ୍ୟରେ ମଙ୍ଗଳବାର ଭୋରରୁ ଏକ ଲୁହାପଥର ବୋଝେଇ ମାଲବାହି ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୪ଟି ବଗି ରେଳଧାରଣାରୁ ତଳକୁ ଖସିଯାଇଛି । ପରେ ଏହି ରୁଟରେ ସମସ୍ତ ଟ୍ରେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?