ଜୟପୁରରେ ଭାଜପାର ସିଏଏକୁ ସମର୍ଥନ ରାଲି: ଯୋଗ ଦେଲେ ରୂପା ଗାଙ୍ଗୁଲୀ
ଜୟପୁର,୨୨।୧(ଡି.ଏନ୍.ଏ.): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ସଭା ଏମ୍ପି ରୂପା ଗାଙ୍ଗୁଲୀ ବୁଧବାର କୋରାପୁଟ ଜିଲା ଜୟପୁର ଯାତ୍ରା କରିଛନ୍ତି। ସେଠାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ ଲାଗି ଭାଜପା ପକ୍ଷରୁ ଆୟୋଜନ ହୋଇଥିବା ଶୋଭାଯାତ୍ରାରେ ସେ ଯୋଗ…
ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ
କୋରାପୁଟ, ୨୦।୧(ସ୍ବ.ପ୍ର): କୋରାପୁଟ ଜିଲା ସେମିଳିଗୁଡା ପୋଲିସ ଦ୍ୱାରା ସୋମବାର ବିପୁଳ ପରିମାଣରେ ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ଭର୍ତ୍ତି ଟ୍ରକକୁ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏବେ ସୁଦ୍ଧା ଗଞ୍ଜେଇର ପରିମାଣ…
ନାଁ ଧନମତି, ଦାରିଦ୍ର୍ୟ-ଦୁଃଖ ଆଜନ୍ମ
ବୈପାରୀଗୁଡ଼ା,୨୦ା୧(ଡି.ଏନ୍.ଏ.) ନାଁ ତାଙ୍କର ଧନମତି। କିନ୍ତୁ ଦୁଃଖ ଓ ଦାରିଦ୍ର୍ୟ ତାଙ୍କର ଆଜନ୍ମ। ବୈପାରୀଗୁଡ଼ା ବ୍ଲକ ଚେରକା ପଞ୍ଚାୟତ ସିନ୍ଧିଗାଁ ନିକଟସ୍ଥ ଭେଜାପଦର ଗ୍ରାମର ଧନମତି ଗୌଡ଼ (୬୩)ଙ୍କ ଜୀବନ ହେଉଛି ଅତ୍ୟନ୍ତ ଦୁଃଖପୂର୍ଣ୍ଣ ଅଧ୍ୟାୟ। ଦିନ ମଜୁରିଆ ପରିବାରରେ ଜନ୍ମ…
ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ
ଜୟପୁର,୧୮।୧(ଡି.ଏନ୍.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ ଉପରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରୁଥିବା କେନ୍ଦ୍ରୀୟ ରୋଷେଇ ପରିଚାଳନା ସଂସ୍ଥାର ୭୦ ଲକ୍ଷ…
ଅବ୍ୟବସ୍ଥିତ ବ୍ୟାଙ୍କସେବା ପାଇଁ ସୁଫଳ ଦେଉନି ‘କାଳିଆ’
ବୈପାରୀଗୁଡ଼ା,୧୭।୧(ଡି.ଏନ୍.ଏ.) – ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର କାଳିଆ ଯୋଜନା କରିଥିବା ବେଳେ କେନ୍ଦ୍ର ସରକାର ପିଏମ୍ କିଷାନ ଯୋଜନା କରିଛନ୍ତି। କିନ୍ତୁ ଏହି ଦୁଇଟି ଯୋଜନାର ଲାଭ ଚାଷୀ ପାଇପାରୁ ନାହାନ୍ତି। ଯୋଜନା ଓ ସଫଳତା ଭିତରେ…
ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍ଏଚ୍ଜି
ଜୟପୁର,୧୪।୧(ଡି.ଏନ୍.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହେବ। ଆସନ୍ତା ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରଠାରେ ରାଜ୍ୟପାଳ ଏହି…
ପାହାଡ଼, ନଈଘେରରେ କଟୁଛି ବିଚ୍ଛିନ୍ନାଞ୍ଚଳ ଜୀବନ
ଦଶମନ୍ତପୁର,୧୩।୧(ଡି.ଏନ୍.ଏ.) ଚାରିପାଖେ ପାହାଡ଼, ପର୍ବତ ଓ ୩ଟି ନଦୀ। ତାହାରି ଘେର ଭିତରେ ବନ୍ଦୀ ଗୋଟିଏ ଗାଁ। ଯୋଗାଯୋଗ ନାହିଁ। ତେଣୁ ବିକାଶର ଛାଇ ବି ଗାଁ ମାଟି ମାଡ଼ିନାହିଁ। ସରକାରୀ ବାବୁ କି ନେତା ଆସନ୍ତିନି। କେବଳ ନିର୍ବାଚନ ବେଳେ ଥରୁଟେ…
ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ
ପଟ୍ଟାଙ୍ଗି,୧୨ା୧(ଡି.ଏନ୍.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ ଏହି ମାନ୍ୟତା ଦେବାରେ ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବାରୁ ପୁଣିଥରେ ସେହି ଦାବି…
ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଜୟପୁର,୧୧।୧(ଡି.ଏନ୍.ଏ.): କୋରାପୁଟ ଜିଲା ବି.ସିଙ୍ଗପୁର ଥାନା ରାଣିଗଡ଼ ଫାଣ୍ଡି ଅନ୍ତର୍ଗତ ବାଳିପୂଜାରିପୁଟଠାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଶନିବାର ରାସ୍ତା ଅବରୋଧ କରିଛନ୍ତି। ଶୁକ୍ରବାର ରାତିରେ ବାଳିପୂଜାରିପୁଟଠାରେ…
ଜାଲଚାଷୀ ଠାବ ପରେ ଏବେ ଚିହ୍ନଟ ହେବେ ଭାଗଚାଷୀ
ଜୟପୁର,୧୧।୧(ଡି.ଏନ୍.ଏ.): ଜୟପୁର ବ୍ଲକ ଫାମ୍ପୁଣି ପଞ୍ଚାୟତରେ ଜାଲଚାଷୀ ଧରାପଡ଼ିବା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଜିଲାର ସମସ୍ତ ବ୍ଲକରେ ପ୍ରକୃତ ଭାଗଚାଷୀଙ୍କୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଛି ପ୍ରଶାସନ। ଏନେଇ ବ୍ଲକର ଯୋଗାଣ ନିରୀକ୍ଷକ, ରାଜସ୍ବ ନିରୀକ୍ଷକ ଓ କୃଷି…
ଭାରପ୍ରାପ୍ତଙ୍କ ମୁଣ୍ଡରେ ବ୍ଲକ ପ୍ରଶାସନ ଭାର
କୁନ୍ଦୁରା,୧୧ା୧(ଡି.ଏନ୍.ଏ.): କୋରାପୁଟ ଜିଲାର ଉପାନ୍ତ କୁନ୍ଦୁରା ବ୍ଲକରେ ନିଯୁକ୍ତ ପ୍ରଶାସନିକ ଅଧିକାରୀ ବଦଳି ପରେ ବଦଳି ହୋଇ ଯାଉଛନ୍ତି। ସେମାନଙ୍କ ସ୍ଥାନରେ ଭାରପ୍ରାପ୍ତ ଅଧିତ୍କାରୀଙ୍କୁ ଦାୟିତ୍ୱ ଦେଇ ବିଭାଗ କାମ ଚଳାଉଛି ପ୍ରଶାସନ। ବହୁ ବିଭାଗରେ ଭାରପ୍ରାପ୍ତ ଅଧିକାରୀ ହିଁ ଅତିରିକ୍ତ…
ଏୟାରଷ୍ଟ୍ରିପ୍ ସଂପ୍ରସାରଣ: ଦ୍ୱୀତିୟ ପର୍ଯ୍ୟାୟରେ ୪୨ କୋଟିର ଟେଣ୍ଡର ଆହ୍ବାନ
ଜୟପୁର,୧୧ା୧(ଡି.ଏନ୍.ଏ.): କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଉଡାନ ଯୋଜନାରେ ଜୟପୁର ଏୟାରଷ୍ଟ୍ରିପ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଏଥିପାଇଁ ୪୨ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଏନେଇ ଠିକାସଂସ୍ଥା ଟେଣ୍ଡର ଦାଖଲ କରିଥିବା ବେଳେ…
Archives


