କୋରାପୁଟ

ଛତୁଚାଷ ପାଇଁ ମଡେଲ ସାଜିଛନ୍ତି କୃଷକ ଦମ୍ପତି

ବୈପାରୀଗୁଡ଼ା,୧୦।୧(ଡି.ଏନ୍‌.ଏ.)- ପାରମ୍ପରିକ ଚାଷ ବଦଳରେ ଛତୁ ଚାଷ ଦ୍ୱାରା ସୀମିତ ଜମିରେ ଖୁବ୍‌ କମ୍‌ ଦିନରେ ଲାଭ ମିଳିଥାଏ ା ବଜାରରେ ଛତୁର ଚାହିଦା ଅଧିକ ଥିବାରୁ ବିକ୍ରି ପାଇଁ ମଧ୍ୟ କୌଣସି ସମସ୍ୟା ନ ଥାଏ। ଏଥିପାଇଁ କେବଳ ବୈଷୟିକ…

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍‌ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ ସୂଚନାନୁଯାୟୀ, ବୁଧବାର ରାତିରେ କୋଟପାଡ଼ ପୋଲିସ ପାଟ୍ରୋଲିଂ କରିବା ସମୟରେ ସୁର୍ଲି ଗ୍ରାମ ନିକଟରେ…

ଅନିୟମିତତା: କୂଅ ଖୋଳା ନାଁରେ ଲକ୍ଷାଧିକ ଟଙ୍କା ଚଳୁ

କୋଟପାଡ଼,୯ା୧(ଡି.ଏନ୍‌.ଏ.) କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତ ମକାପୁଟ ଗ୍ରାମରେ ଗଭୀର କୂପ ଖୋଳା ନ ଯାଇ ହିତାଧିକାରୀଙ୍କ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। ଏପରିକି କେତେକ ହିତାଧିକାରୀଙ୍କ କୂଅ ପାଇଁ ଆବଶ୍ୟକ ଗଭୀରତାର ଗାତ…

ଜୟପୁରରେ ବନ୍ଦ ପାଳନ

ଜୟପୁର,୮।୧(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରରେ ଭାରତ ବନ୍ଦ ଅବସରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ହନ୍ତସନ୍ତ ହେଉଥିବା ଲକ୍ଷ୍ୟ କରାଯାଇଛି।

ସ୍କୁଲରେ ରନ୍ଧାଖାଦ୍ୟ ଦେବ ଏସ୍‌ଏଚ୍‌ଜି

ଜୟପୁର,୮ା୧(ଡି.ଏନ୍‌.ଏ.)- ଏସ୍‌ଏଚ୍‌ଜି ପ୍ରସ୍ତୁତ କରିବେ ସ୍କୁଲ ମଧ୍ୟାହ୍ନଭୋଜନ। କୋରାପୁଟ ଜିଲା ଜୟପୁର ବ୍ଲକର ୬୫ ଓ ପୌରସଂସ୍ଥାର ୨୦ଟି ବିଦ୍ୟାଳୟରେ ସେମାନେ ମଧ୍ୟାହ୍ନଭୋଜନ ଦେବା ପାଇଁ ନିଷ୍ପତ୍ତି ହୋଇଛି। ସ୍ବୟଂ ସହାୟକ ଗୋଷ୍ଠୀ ଏନେଇ ଆବେଦନ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି ଜଙ୍ଗଲରୁ ଏସ୍‌ଡିପିଓଙ୍କ ଉପସ୍ଥିତିରେ ବିସିଂହପୁର ପୋଲିସ ରାଓଙ୍କ ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର କାରଣକୁ…

କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ ଥିବା…

ଜାତୀୟ ଥ୍ରୋବଲ ଟୁର୍ନାମେଣ୍ଟ:ଭିଏସ୍‌ ବିଦ୍ୟାଳୟ ଛାତ୍ରୀ ମନୋନୀତ

ସୁନାବେଡା,୭।୧ଛତିଶଗଡର ଦୁର୍ଗଠାରେ ଜାତୀୟ ଥ୍ରୋବଲ ପ୍ରତିଯୋଗିତା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ା ଏଥିରେ ସୁନାବେଡା ମିଗନଗରୀସ୍ଥିତ ଭିଏସ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଜଳ୍ପନା ମହାନ୍ତି ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଗତ ନଭେମ୍ବର ୬ ତାରିଖରେ…

୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ

ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଶ୍ମଶାନରେ ପୋତି ଦେଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର…

ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରିଥିଲା ଜିଲା ପ୍ରଶାସନ। ଖାଦ୍ୟ ଯୋଗାଣ ବିଭାଗର ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ସ୍ତ୍ରୀ, ସ୍ବାମୀ ମୃତ

ପଟାଙ୍ଗୀ, ୨।୧(ଡି.ଏନ.ଏ.): ସୁନାବେଡା ଥାନା ଅନ୍ତର୍ଗତ ଡିପି କ୍ୟାମ୍ପ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ସ୍ତ୍ରୀ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ସୁଧାକର ବିଶ୍ୱାଳ ନିଜ ଘରେ ଲୁଗା ଶୁଖାଉଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଚିତ୍କାର କରିଥିଲେ। ଏହି…

ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ

ଦଶମନ୍ତପୁର,୩୧ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର ଟିଟିଝୋଲା ନିକଟରୁ ଏହି କଙ୍କାଳ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା ପରେ ପୋତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri