କୋରାପୁଟ

ସ୍ତ୍ରୀ ପଥର ମାଡରେ ସ୍ବାମୀ ଗୁରୁତର

  ଚନ୍ଦାହାଣ୍ଡି,୩୧।୧୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଜମାଦାରପଡା ଗ୍ରାମରେ ଗୁରୁବାର ସ୍ତ୍ରୀର ପଥର ମାଡରେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ମନୁ ଜଗଳ (୫୦)। ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପଥର ମାଡ କରି ରାମବତୀ କୁଆଡେ…

କୋରାପୁଟ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ

ଜୟପୁର,୩୧।୧୨(ଡି.ଏନ.ଏ)ରାଜ୍ୟର ଅନ୍ୟତମ ପୁରାତନ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ ହୋଇଛି ା ଗତ ମଙ୍ଗଳବାର ଦିଲ୍ଲୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ୪୪ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ମୁଖ୍ୟଅତିଥି ଭାବେ…

ଆଦିବାସୀଙ୍କ ସ୍ବପ୍ନରେ ସୀମିତ ରହିଯାଉଛି ଆବାସ

ଦଶମନ୍ତପୁର,୩୦।୧୨(ଡି.ଏନ୍‌.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପରଜା ବେଡ଼ାପଦର ପଞ୍ଚାୟତରେ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ଗୁମର ଧୀରେଧୀରେ ଖୋଲିବାରେ ଲାଗିଛି। ଏହି ଅଞ୍ଚଳର ଆବାସ ଘର ନିର୍ମାଣ କାମ ସଲାସୁତୁରାରେ ଠିକାଦାରଙ୍କ ହାତକୁ ଯାଉଛି। କିନ୍ତୁ କେଉଁଠି ହିତାଧିକାରୀଙ୍କ ଆବାସ…

ପାହାଡ଼ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି

ଜୟପୁର,୩୦।୧୨(ଡି.ଏନ୍‌.ଏ.) ଜୟପୁର ସହର ଉପକଣ୍ଠରୁ ମାତ୍ର ୩ କିମି ଦୂର ବାରିଣିପୁଟ ନିକଟସ୍ଥ ମହୁଲଭଟ୍ଟା ରାସ୍ତାରେ ଥିବା ପାହାଡ଼ରୁ ମୋରମ ଓ ମାଟି ବେଆଇନ ଚାଲାଣ କରାଯାଉଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ପାହାଡ଼ରୁ ମାଟି ଓ ମୋରମ କେବଳ ବିଭାଗୀୟ…

ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ

ଜୟପୁର,୨୯।୧୨(ଡି.ଏନ୍‌.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍‌ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ଅନେକ ସମୟରେ ଡିଜେର ତାଳେ ତାଳେ ସେ ମଞ୍ଚ…

ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ

ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀର ୨୩ ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ…

ଟାର୍ଗେଟ୍‌ କୁକୁଡ଼ାଗାଲି, ଚଢ଼ାଉ ଜୋରଦାର କରୁଛି ପୋଲିସ

ବୋରିଗୁମ୍ମା,୨୫ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା କୁକୁଡ଼ା ଗାଲି ଓ ସେଠାକାର ଜୁଆଖେଳ ଉପରେ ଲଗାତାର ଚଢ଼ାଉ ଜାରି ରଖିଛି ପୋଲିସ। ଗତ ୩/୪ ଦିନ ଭିତରେ ୩୦ରୁ ଅଧିକ ଲୋକଙ୍କୁ ଧରିଲାଣି ପୋଲିସ। ବୁଧବାର ବୋରିଗୁମ୍ମା ପୋଲିସ ଲଦୀଯୋଡ଼ି…

ବେଆଇନ ଗଞ୍ଜେଇ ଚାଲାଣ: କାର୍‌ ଜବତ, ୨ଅଟକ

ପଟାଙ୍ଗି,୨୫।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ପୋଲିସ ବୁଧବାର ଏକ ଗଞ୍ଜେଇ ବୋଝେଇ କାର୍‌ (ଓଡି୧୦ଏଲ୍‌୫୭୨୧)କୁ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। କାର୍‌ରେ ପ୍ରାୟ ୨୮ କେ.ଜି.୧୯୭ ଗ୍ରାମ ଗଞ୍ଜେଇ ବେଆଇନ…

ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୮।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ବୋରିଗୁମ୍ମା ଥାନା ଖଇରିମୁଣ୍ଡି ଗ୍ରାମର ବଳରାମ ହରିଜନ(୨୫)। ଏଥିସହ ତାଙ୍କୁ…

ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୭ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ବୋରିଗୁମ୍ମା ଥାନା ଖଇରିମୁଣ୍ଡି ଗ୍ରାମର ବଳରାମ ହରିଜନ (୨୫)ଙ୍କୁ ଆଜୀବନ ଜେଲ୍‌ ସହ ୨୦…

ଓଲଟିଲା ପେଟ୍ରୋଲ ଟ୍ୟାଙ୍କର, ରାଜପଥ ୯ ଘଣ୍ଟା ଅଚଳ

ଜୟପୁର,୧୭ା୧୨(ଡି.ଏନ୍‌.ଏ.): ଜୟପୁର-କୋରାପୁଟ ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ପୂର୍ବାହ୍ନ ୬ଟାରେ ଏକ ତେଲ ଟ୍ୟାଙ୍କର ଓଲଟି ପଡ଼ିଛି। ଫଳରେ ସେଥିରୁ ନିର୍ଗତ ପେଟ୍ରୋଲ ରାସ୍ତାକୁ ବହିବା ଯୋଗୁ ଅଗ୍ନିକାଣ୍ଡ ଆଶଙ୍କାରେ ସେହି ରୁଟ୍‌ରେ ଗାଡ଼ି ଚଳାଚଳ ବନ୍ଦ ହୋଇଛି।…

କୋରାପୁଟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଜୟପୁର,୧୭।୧୨(ଡି.ଏନ୍‌.ଏ.): କୋରାପୁଟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଛାତ୍ରୀଛାତ୍ର ଧାରଣା ଦେଇଛନ୍ତି। ଜୟପୁରସ୍ଥିତ ବିକ୍ରମଦେବ ସ୍ବୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା, କ୍ୟାଣ୍ଟିନ ପ୍ରଭୃତି ଦାବି ନେଇ ଯୁବ ଛାତ୍ର କ୍ରାନ୍ତି ସଂଗଠନର ନେତୃତ୍ୱରେ ଏହି ଧାରଣା ଦିଆଯାଇଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri