କୋରାପୁଟ

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା: ୧୯ରେ ପ୍ରଥମ ମେରିଟ ଲିଷ୍ଟ

କୋରାପୁଟ,୧୮।୧୦(ସ୍ବ.ପ୍ର.): ଓଡ଼ଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ଦେଶର ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ୟୁଜି ଓ ପିଜି ନାମ ଲେଖା ପାଇଁ ପୁର୍ବରୁ ପ୍ରବେଶିକା ପରୀକ୍ଷା ହୋଇଥିଲା। ତେବେ ଆସନ୍ତା ୧୯ ତାରିଖରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ନାମ…

କରୋନାରୁ ସୁସ୍ଥ ହୋଇ ଫେରିଲେ ୯୧ ବର୍ଷର ବୃଦ୍ଧ

ଜୟପୁର,୧୪ା୧୦(ଡି.ଏନ.ଏ./ନି.ପ୍ର.)- ଦୃଢ ମନୋବଳ, ପରିବାର ଲୋକଙ୍କ ଶ୍ରଦ୍ଧା ଓ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀଙ୍କ ପ୍ରୋତ୍ସାହନ ଯୋଗୁ ଜଣେ ୯୧ ବର୍ଷର ବୃଦ୍ଧ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ପରିବାରର ୫ଜଣ ସଦସ୍ୟ ମଧ୍ୟ ଭଲ…

କୋରାପୁଟରୁ ୩୧ ନୂଆ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି ପାଇଛି । ଚିହ୍ନଟ ୩୧ ଜଣଙ୍କ ମଧ୍ୟରେ ମହିଳା ୧୭ ଓ ପୁରୁଷ…

ଭଡାଟିଆଙ୍କଠାରୁ ୪.୫ ଲକ୍ଷ ଠକି ବନ୍ଧା ହେଲେ ଘରମାଲିକ

ବୋରିଗୁମ୍ମା,୧୨ା୧୦ (ଡି.ଏନ.ଏ. )-କୋରାପୁଟ ଜିଲା ବୋରିଗୁମ୍ମା ସହରରେ ଜଣେ ଘର ମାଲିକ ନିଜ ଘରେ ଭଡା ରହୁଥିବା ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ସମ୍ପୃକ୍ତ ଘର ମାଲିକଙ୍କୁ ଗିରଫ…

କରୋନାରେ ଗୁରୁତରଙ୍କ ଲାଗି ଖୁସିଖବର: ୭୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ମେଡିକାଲ ଉଦ୍‌ଘାଟନ

କୋରାପୁଟ,୧୨।୧୦(ସ୍ବ.ପ୍ର.): କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ୭୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ମେଡିକାଲ ଉଦ୍‌ଘାଟନ ହୋଇଯାଇଛି। ଜିଲାପାଳ ମଧୁସୂଦନ ମିଶ୍ର ମୁଖ୍ୟଅତିଥି ଭବେ ଯୋଗଦେଇ ପୂଜାର୍ଚ୍ଚନା କରି ଏହାର ଶୁଭାରମ୍ଭ କରିଛନ୍ତି । ଏଥିରେ…

କୋରାପୁଟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୫୬୫ରେ ପହଞ୍ଚିଲା

କୋରାପୁଟ,୧୦ା୧୦: କୋରାପୁଟ ଜିଲାରେ ଶନିବାର ଆଉ ୪୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୬୧୨୫ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି। ଶନିବାର ଚିହ୍ନଟ ୪୬ ଆକ୍ରାନ୍ତଙ୍କ ମଧ୍ୟରେ…

କୋରାପୁଟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ଗୁରୁବାର ୩୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୧୨ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୬ ଜଣ, ପୂର୍ବ…

ସମ୍ପର୍କୀୟଙ୍କ ମୃତଦେହ ସଂସ୍କାର କରିବାକୁ ଆସି କୋଲାବ ଜଳଭଣ୍ଡାରରେ ବୁଡ଼ିଗଲେ ବୃଦ୍ଧ

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କୋରାପୁଟ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଗୁରୁବାର ସକାଳେ ଜଳଭଣ୍ଡାରରେ ଦୀର୍ଘ ସମୟ ଧରି ଖୋଜିବା ପରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧଙ୍କ ନାମ ହେଲା ମଦନ…

ଉତ୍ତରପ୍ରଦେଶ ପୀଡ଼ିିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ଧାରଣା

କୋରାପୁଟ,୫।୧୦(ସ୍ବ.ପ୍ର.): ଉତ୍ତରପ୍ରଦେଶ ହାଥରସରରେ ଘଟିଥିବା ଗଣବଳାତ୍କାର ଓ ହତ୍ୟା ମାମଲାରେ ସବୁଠି ପୀଡ଼ିିତାଙ୍କୁ ନ୍ୟାୟ ଦାବି ହେଉଛି। ଏ ନେଇ ସୋମବାର ଜିଲା କଂଗ୍ରେସ ପକ୍ଷରୁ କୋରାପୁଟ ଗାନ୍ଧୀପାର୍କ ସମ୍ମୁଖରେ ଧାରଣା ଦିଆଯାଇଛି। ପୂର୍ବତନ ବିଧାୟକ ନିମାଇଁ ସରକାରଙ୍କ ନେତୃତ୍ୱରେ କରାଯାଇଥିବା…

କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍‌ ଚିହ୍ନଟ

କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ ରହିଛନ୍ତି। ଚିହ୍ନଟ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୨ ଜଣ ଥିବା ବେଳେ,…

କୋରାପୁଟରୁ ଆଉ ଏକ ମୁଣ୍ଡ ନେଲା କରୋନା : ୪୫ ନୂଆ ଆକ୍ରାନ୍ତ ଚିହ୍ନଟ

କୋରାପୁଟ,୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ରବିବାର ଆଉ ଏକ ମୁଣ୍ଡ ନେଇଛି କରୋନା। ଏହା ସହ ୪୫ ଜଣ ମଧ୍ୟ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟାା ୧୨କୁ ବୃଦ୍ଧି ପାଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା…

କରୋନା ନେଲା ଆଇଆଇସିଙ୍କ ଜୀବନ

କୋରାପୁଟ, ୧।୧୦(ସ୍ବ.ପ୍ର): କୋରାପୁଟ ଟାଉନ ଆଇଆଇସି ପୀତବାସ ଧାରୁଆ ଗୁରୁବାର ସକାଳେ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେ ଭୁବନେଶରର ଏକ ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ଜଣେ ଦକ୍ଷ ପୋଲିସ ଅଫିସର ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?