ଓଲଟିଲା ପେଟ୍ରୋଲ ଟ୍ୟାଙ୍କର: ଲିକ୍ ହୋଇ ରାସ୍ତାରେ ପ୍ରବାହିତ
ଜୟପୁର,୧୭।୧୨ (ଡି.ଏନ୍.ଏ ): କୋରାପୁଟ-ଜୟପୁର ଘାଟି ୨୬ ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଏକ ପେଟ୍ରୋଲ ଟ୍ୟାଙ୍କର ଓଲଟି ପଡିଛି। ଫଳରେ ପେଟ୍ରୋଲ୍ ଲିକ୍ ହୋଇ ରାସ୍ତାରେ ପ୍ରବାହିତ ଯୋଗୁ ଉଭୟ ପଟୁ ରାସ୍ତା ଅବରୋଧ କରାଯାଇଛି। ଏ ନେଇ ଯାନବାହନ…
ଖଣି ଖନନ ପାଇଁ ୧୭ରେ ଜନଶୁଣାଣି
ପଟ୍ଟାଙ୍ଗି,୧୬।୧୨(ଡି.ଏନ୍.ଏ.) ପଟ୍ଟାଙ୍ଗି ବ୍ଲକର କୋଟିଆ, ମାଳିପୁଟ, ପଟ୍ଟାଙ୍ଗି ଓ ନୂଆଗାଁ ପଞ୍ଚାୟତକୁ ଲାଗି ରହିଛି ସେରୁବନ୍ଧ ବକ୍ସାଇଟ ପାହାଡ଼। ଏଠାରେ ଖଣି ଖନନ ପାଇଁ ନାଲ୍କୋ ଅନୁମତି ପାଇଛି। ନାଲ୍କୋ ତାର ଉତ୍ପାଦନ ପାଇଁ ଦାମନଯୋଡ଼ିସ୍ଥିତ ପଞ୍ଚପଟ୍ଟମାଳୀ ମାଇନ୍ସର ବକ୍ସାଇଟ ବ୍ୟବହାର କରି…
ବିପଦରେ ବ୍ରିଟିଶ ଅମଳର ପୋଲ
ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ ପୋଲ ଥରୁଛି। ଏହି ପୋଲ ବୈପାରିଗୁଡ଼ା, ମାଲକାନଗିରି, ଲମତାପୁଟ ଓ ମାଛକୁଣ୍ଡକୁ ସଂଯୋଗ କରୁଛି।…
ଗୁପ୍ତେଶ୍ୱର ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମନ୍ଦିର ନୀତିକାନ୍ତି ବନ୍ଦ
ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଶିବଲିଙ୍ଗଠାରୁ ମାତ୍ର ଅଳ୍ପ ବ୍ୟବଧାନରେ ଏହି ଅଭାବନୀୟ ଘଟଣା ଘଟିଛି। ଭୋର…
ରେଲୱେ ଜମିହରା ସଂଘର ଆନ୍ଦୋଳନ: କୋରାପୁଟ ରେଲୱେ ଷ୍ଟେଶନରେ ପୋଲିସ ଛାଉଣୀ
କୋରାପୁଟ,୧୦।୧୨(ସ୍ବ.ପ୍ର.): କୋରାପୁଟ ଜିଲା ରେଲୱେ ଜମି ହରା ସଂଘ ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ ଆରମ୍ଭ ହୋଇଛି। କୋରାପୁଟ-କିରୋଣ୍ଡଲ, କୋରାପୁଟ-ରାୟଗଡ଼ା ଓ କୋରାପୁଟ- ବିଶାଖାପାଟଣା ରେଳ ଲାଇନ ଲାଗି ଜମିହରାଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ପ୍ରତିବାଦରେ ଏହି ଆନ୍ଦୋଳନ…
ସ୍ତ୍ରୀଙ୍କ ଗର୍ଭ ନଷ୍ଟ ଖବର ଶୁଣି ସ୍ବାମୀଙ୍କ ଆତ୍ମହତ୍ୟା
ସେମିଳିିଗୁଡା, ୧୦।୧୨(ସ୍ବ.ପ୍ର)- ହସ୍ପିଟାଲରେ ସ୍ତ୍ରୀଙ୍କ ଗର୍ଭ ନଷ୍ଟ କରାଯାଇଥିବା ଖବର ଶୁଣି ସ୍ବାମୀ ସୋମବାର ଆତ୍ମହତ୍ୟା କରିଛନ୍ତି ା ପୁଅ ଘର ଲୋକ ମୃତଦେହକୁ ଝିଅ ଘର ବାରଣ୍ଡାରେ ରଖି ବସିଛନ୍ତି ା ମୃତକଙ୍କ ସ୍ତ୍ରୀ ନ ଆସିବା ପର୍ଯ୍ୟନ୍ତ ମୃତଦେହ…
ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ଜୟପୁର,୯।୧୨(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି…
ବିଭିନ୍ନ ଦୋକାନରେ ଚଢ଼ାଉ: ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ପଲିଥିନ ସାମଗ୍ରୀ ଜବତ, ୩୮,୫୦୦ ଟଙ୍କା ଜରିମାନା ଆଦାୟ
ଜୟପୁର,୬।୧୨(ଡି.ଏନ୍.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି। ଏହି…
ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ
ଜୟପୁର,୬।୧୨(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ରାଜେନ୍ଦ୍ର ରଥ(୬୦)ଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ସୂଚନାଯୋଗ୍ୟ,…
ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ
କୋରାପୁଟ,୬।୧୨(ସ୍ବ.ପ୍ର.): କୋରାପୁଟସ୍ଥିତ କାର୍ନିଭାଲ ପଡ଼ିଆରେ ଶୁକ୍ରବାର ୫୭ିତମ ବେସାମରିକ ବାହିନୀର ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲାପାଳ ଦେବେନ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବେସାମରିକ ବାହିନୀର ଏବଂ ଜାତୀୟ ପତାକାକୁ ଉତ୍ତୋଳନ…
୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ
ଜୟପୁର,୫।୧୨(ଡି.ଏନ.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଗତ ୨ ତାରିଖରେ ସମ୍ପୃକ୍ତ ଛାତ୍ରୀଙ୍କ ଜୟପୁର ଜିଲା…
ନାଁକୁ ମଳମୁକ୍ତ ଗ୍ରାମ
ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ପ୍ରତି ଘରେ ପାଇଖାନା ନିର୍ମାଣ ସହ ଏହାର ବ୍ୟବହାର ପାଇଁ ଜିଲା ଜଳ ଓ ପରିମଳ ମିଶନ ଲୋକଙ୍କୁ ପ୍ରୋତ୍ସାହନ ଦେବା ସହ ସଚେତନ କରିଆସୁଛି। କିନ୍ତୁ ଏହାର ସଫଳତା ନେଇ ଯେଉଁ ସରକାରୀ…
Archives


