ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର
ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ସକାଳୁ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ...
ଚିକିତ୍ସା ସମୟରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ଚିହ୍ନଟ ପାଇଁ ସୁଙ୍କି ପୋଲିସ ପଠାଇଲା ଜିଲା ମେଡ଼ିକାଲ କଲେଜ
ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ସୁଙ୍କି ଥାନା ଅନ୍ତର୍ଗତ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ରହିଥିବା ବରଗଛ ମୂଳେ ଅଚେତ ଅବସ୍ଥାରେ ପଡି ରହିଥିବା ଜଣେ ଅଜଣା ବ୍ୟକ୍ତିଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି । ଏହାପରେ ମୃତକଙ୍କୁ ଚିହ୍ନଟ...
ଅଚାନକ ଦେଓମାଳି ଗସ୍ତ କରି ପରିବେଶ ସ୍ବଚ୍ଛତା ନେଇ ତଦାରଖ କଲେ ଜିଲାପାଳ-ଆରକ୍ଷୀ ଅଧିକ୍ଷକ
ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ତଥା ରାଜ୍ୟର ପରିଚୟ ଭାବେ ପରିଚିତ ସର୍ବବୃହତ ପର୍ବତ ତଥା ପର୍ଯ୍ୟଟନ ସ୍ଥଳୀ ଦେଓମାଳି କିପରି ସୁରକ୍ଷିତ ରହିବା ସହ ସ୍ବଚ୍ଛତା ବଜାୟ ରହିବ, ସେନେଇ କୋରାପୁଟ ଜିଲ୍ଲା ପ୍ରଶାସନ ତଥା ଜିଲାପାଳ...
ବଡ଼ ଧରଣର ଅବକାରୀ ଚଢାଉ, ଦେଶୀ ମଦ ଭାଟି ଭାଙ୍ଗିଲେ ଅଧିକାରୀ
ଜୟପୁର,୧୦ା୪(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଗଡପଦର ଜଙ୍ଗଲରେ ଦେଶୀ ବିଷାକ୍ତ ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରୀ ନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ଚଢାଉ କରାଯାଇଛି। ମାଫିଆମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଅବକାରୀ...
ଓଡ଼ିଆ ପକ୍ଷ ପାଳନ: ବିଜ୍ଞାନ ଇଣ୍ଟରନେସନାଲ ଡିଗ୍ରୀ କଲେଜ ତରଫରୁ ରକ୍ତଦାନ ଶିବିର
କୋରାପୁଟ,୧୦।୪(ଅମିତାଭ ବେହେରା): ଓଡ଼ିଆ ପକ୍ଷ ପାଳନ ଅବସରରେ ବିଜ୍ଞାନ ଇଣ୍ଟର୍ନେସନାଲ ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ଗୁରବାର ଅଡିଟୋରିଅମରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରକୁ ମହାବିଦ୍ୟାଳୟର ସଂପାଦକ ସୁବ୍ରତ କୁମାର ମିଶ୍ର ଓ ଡ଼ାଃ ବିନାୟକ...
ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ
ଜୟପୁର,୧୦।୪(ପବନ ପାଣିଗ୍ରାହୀ): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିଥିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବୈପାରୀଗୁଡ଼ା ପାଣ୍ଡିରପାଣି ଗ୍ରାମର ସୁରେନ୍ଦ୍ର ନାୟକ(୨୫)। ମିଳିଥିବା ସୂଚନା ମୁତାବକ, ସୁରେନ୍ଦ୍ରଳ ନାବାଳିକାଙ୍କୁ ବିବାହର...
ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ
ଲକ୍ଷ୍ମୀପୁର,୯।୪(ଅନନ୍ତ ନାୟକ): କୋରାପୁଟ ଜିଲା ନାଲକୋ ଦାମନଯୋଡି କାରଖାନା ପରିସୀମା ମଧ୍ୟରେ ମାଲବାହୀ ଟ୍ରେନ୍ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନ୍ର ଇଞ୍ଜିନ ରେଳ ଧାରଣାରୁ ଖସି ଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି...
କୋଟିଆ ସରକାରୀ ଜମିରେ ପ୍ରକଳ୍ପ କରି ଲାଭ ଉଠାଉଛି ଆନ୍ଧ୍ର
ପଟ୍ଟାଙ୍ଗି,୭ା୪(ଶରତ କୁମାର ଧଳ): ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମଗୁଡ଼ିକରେ ରହିଥିବା ସରକାରୀ ଜମିର ସୁରକ୍ଷା ରାଜସ୍ବ ବିଭାଗର ଦାୟିତ୍ୱ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ସରକାରୀ ଜମିରେ ଆନ୍ଧ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକରି ସୀମାନ୍ତବାସୀଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରୁଥିବା...
କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ
ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି। କ୍ଷତିପୂରଣ ଲାଗି ଅଙ୍କ ଛିଡ଼ୁ...
ଫଳକରେ ଓଡ଼ିଆ ବନାନ ତ୍ରୁଟି
ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲାଗିଥିବା ଫଳକରୁ ଜଣାପଡୁଛି। ଏହି ଫଳକଗୁଡ଼ିକରେ ଓଡ଼ିଆ...
ବ୍ଲକ ଅଧ୍ୟକ୍ଷ-ଉପାଧ୍ୟକ୍ଷଙ୍କ ବିବାଦ ତୁଟୁନି, ଉପଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ
କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷାଙ୍କ ମଧ୍ୟରେ ବିବାଦ ଘନୀଭୂତ ହେବାରେ ଲାଗିଛି। ନାରାୟଣପାଟଣା ବ୍ଲକ ଅଧ୍ୟକ୍ଷ ଜି.ତ୍ରିନାଥଙ୍କ ବିରୋଧରେ ଉପାଧ୍ୟକ୍ଷା ରିନୁ ଦାସଙ୍କ ନେତୃତ୍ୱରେ ୫ ଜଣ ସମିତି ମେମ୍ବର ଏବଂ ୯...
୩୪ ଛାତ୍ରୀଛାତ୍ରଙ୍କୁ ପଢ଼ାଉଛନ୍ତି ଜଣେ ଶିକ୍ଷକ
ପଟ୍ଟାଙ୍ଗି,୪ା୪(ଶରତ କୁମାର ଧଳ): ଶିକ୍ଷା ବ୍ୟବସ୍ଥାକୁ ନେଇ ଦେଖା ଦେଉଥିବା ଅବ୍ୟବସ୍ଥା ସମ୍ପର୍କରେ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି। କିନ୍ତୁ ଜିଲା ଶିକ୍ଷା ବିଭାଗକୁ ଅନ୍ଧାରରେ ରଖି ବ୍ଲକ୍ ଶିକ୍ଷା ବିଭାଗର ଅବ୍ୟବସ୍ଥାର ନଜିର ରହିଛି। କୋରାପୁଟ...
Archives


