କୋରାପୁଟ

ସେରୁବନ୍ଧ ଖଣି ପାହାଡ଼ ନିକଟବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ ସାକ୍ଷାତ କରି ଫେରିଲା କଂଗ୍ରେସ କେନ୍ଦ୍ରୀୟ କମିଟି

ପଟ୍ଟାଙ୍ଗି,୨୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ଥିବା ସେରୁବନ୍ଧ ଖଣି ପାହାଡ଼ ନିକଟ ବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ କଂଗ୍ରେସ ଦଳର ଏକ କେନ୍ଦ୍ରୀୟସ୍ତରୀୟ କମିଟି ସାକ୍ଷାତ କରି ଫେରି ଯାଇଥିଲେ ମଧ୍ୟ ପ୍ରକୃତ ଖଣି ସ୍ଥାନକୁ ପରିଦର୍ଶନ…

ମହିଳାଙ୍କ ଉପରେ ବୃଦ୍ଧି ପାଉଛି ଅତ୍ୟାଚାର, ସୁରକ୍ଷା ଦାବିରେ…

କୋରାପୁଟ,୨୫ା୪(ଅମିତାଭ ବେହେରା): ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ଅତ୍ୟାଚାର ଓ ଅସୁରକ୍ଷିତ ପ୍ରତିବାଦରେ କୋରାପୁଟ ସହରରେ ଏକ ବିଶାଳ ଜନ-ଆକ୍ରୋଶ ରାଲି ଆୟୋଜିତ ହୋଇଛି। କୋରାପୁଟସ୍ଥିତ ଟାଉନହଲଠାରୁ ବିଭିନ୍ନ ସଂଗଠନର ଶତାଧିକ ମହିଳା ଏଥିରେ ଯୋଗଦେଇ ହାତରେ ପ୍ଲାକାର୍ଡ ଧରି ନାରୀ…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ ସର୍ଭେ କରୁଥିବା ବେଳେ ଜଣେ ଶିକ୍ଷକ କୁକୁର କାମୁଡ଼ାରେ ଆହତ ହୋଇଛନ୍ତି। ସୂଚନା…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାରଠାରୁ…

ଜଗନ୍ନାଥ ଦର୍ଶନ କରି ବାହାରିଥିଲେ ଦମ୍ପତି, ବାଟରେ ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଆଉ ତା’ ପରେ…

ନନ୍ଦପୁର,୨୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ଜୟପୁର-ବିଶାଖାପାଟଣା ସଂଯୋଗୀ ପୂର୍ତ୍ତ ବିଭାଗ ଅଧୀନ ରାଜ୍ୟ ରାଜପଥର ସୁବୁଲାର ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଚଳନ୍ତା କାର୍‌ ଜଳି ପୋଡ଼ି ପାଉଁଶ ହୋଇଛି। କାର୍‌ରେ ଥିବା…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ନ୍ୟାୟ ପାଇଁ କୋରାପୁଟ ଟାଉନ ଥାନାର ଦ୍ଵାରସ୍ଥ ହୋଇଛନ୍ତି ପରିବାର…

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସତର୍କ କରିଛନ୍ତି। ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସେ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍‌ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍‌ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…

ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ହେଲେ ସାହେବ ଖିଲ, କହିଲେ ଦଳକୁ ମଜବୁତ କରିବାକୁ…

କୋରାପୁଟ, ୧୪।୪(ଅମିତାଭ ବେହେରା ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ ସାହେବ ଖିଲଙ୍କୁ ନିଯୁକ୍ତ କରିଛି। ଅନୁସୂଚିତ ଜାତି ମୋର୍ଚ୍ଚାର ସଭାପତି ଭାବେ ଚୟନ କରାଯାଇଥିବାରୁ ସେ କୋରାପୁଟ ବିଧାୟକ ରଘୁରାମ ମାଛ ଓ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା ବାଲିଆ ନିକଟ କୋଲାବ ନଦୀ ପାଖରେ। କୋଲାବ ନଦୀ ପଠାରୁ ବାଲି ଚାଲାଣ…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର ସକାଳୁ ଜଣେ ନାବାଳକଙ୍କ ଗୋଡ଼ହାତ ଅଲଗା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?