କୋରାପୁଟ

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁନି ସୁଧାର: ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସ୍ଥାନାନ୍ତର

ଜୟପୁର,୧୨।୯(ଡି.ଏନ୍‌.ଏ): ରାଜ୍ୟ ହସ୍ତତନ୍ତ ଏବଂ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହୋଇବା ଯୋଗୁ ତାଙ୍କୁ ଶନିବାର ପୂର୍ବାହ୍ନରେ ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।ତାଙ୍କ ସ୍ବାମୀ ପୋଲିସ କର୍ମଚାରୀ ସଦାଶିବ…

କୋରାପୁଟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୨୪ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୁରୁବାର ଏହି ଜିଲାରୁ ଆଉ ୧୨୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪୪ରେ ପହଞ୍ଚିଛି। ଚିହ୍ନଟ ଆକ୍ର୍ରାନ୍ତମାନଙ୍କ ମଧ୍ୟରେ ୮୪ ଜଣ…

କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୨୦ରେ ପହଞ୍ଚିଲା

କୋରାପୁଟ,୯ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ବୁଧବାର ଆଉ ୯୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ସହରାଞ୍ଚଳରୁ ୬୮ ଓ ଗ୍ରାମାଞ୍ଚଳରୁ ୨୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୩୨୦କୁ ବୃଦ୍ଧିପାଇଛି। ବୁଧବାର…

ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ହସ୍ପିଟାଲରେ ହେବ ୭୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ

କୋରାପୁଟ,୫।୯,(ସ୍ବ.ପ୍ର): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ପୁଣି ଜିଲାରେ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୬୦କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କୋରାପୁଟ ସହିଦ ଲକ୍ଷ୍ମଣ…

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୯୭ରେ ପହଞ୍ଚିଲା

କୋରାପୁଟ,୨ା୯(ସ୍ବ.ପ୍ର.): ଜିଲାରେ ବୁଧବାର ପୁଣି ୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୬୧ ପୁରୁଷ ଏବଂ ୨୮ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୯୭କୁ ବୃଦ୍ଧିପାଇଛି। କୋରାପୁଟ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ…

ପୋଖରୀରେ ବୁଡ଼ି ୩ ନାବାଳିକାଙ୍କ ଜୀବନ ଗଲା

କୋରାପୁଟ,୧।୯(ସ୍ବ.ପ୍ର): କୋରାପୁଟ ଜିଲା ଲମତାପୁଟ ବ୍ଲକ ଦେବଗଞ୍ଜର ଗ୍ରାମରେ ଏକ ଅଘଟଣ ଘଟିଛି । ପୋଖରୀରେ ବୁଡି ୩ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ତାମିଲ ପରଜା(୧୨) ନିକିତା ଦଳପତି(୧୩) ଓ ସନ୍ତୋଷୀ ପାତ୍ରୀ(୧୪)। ମିଳିଥିବା ସୂଚନାନୁସାରେ, ସୋମବାର ସନ୍ଧ୍ୟାରେ…

ହାଜତ ଭିତରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା

ଜୟପୁର,୩୦ା୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ହାଜତ ଭିତରେ ଜଣେ ଅଭିଯୁକ୍ତ ଶନିବାର ବିଳମ୍ବିତ ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସୂଚନା ଦେଇଛି। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ତଦନ୍ତ ଜାରି ରହିଛି।…

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨୩କୁ ବୃଦ୍ଧି

କୋରାପୁଟ,୨୯ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ଆଉ ୨୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୨୩କୁ ବୃଦ୍ଧି ପାଇଛ। ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୨୧ ପୁରୁଷ ଥିବା ବେଳେ ୪ ଜଣ ମହିଳା ଅଛନ୍ତି।…

ଜିଲାରେ ମାଓବାଦୀ କାର୍ଯ୍ୟକଳାପ କମିଛି: ଡିଜିପି ଅଭୟ

କୋରାପୁଟ,୨୯ା୮(ସ୍ବ.ପ୍ର.): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଆସି ସ୍ଥାନୀୟ ଜିଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲାର କରୋନା ସ୍ଥିତି, ମାଓବାଦୀ ସମସ୍ୟା, ଆଇନ ଶୃଙ୍ଖଳା, ଗଞ୍ଜେଇ ଚାଷ ଓ ଚୋରାଚାଲାଣ…

କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

କୋରାପୁଟ,୨୭ା୮ (ସ୍ବ.ପ୍ର.)-କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଗୁରୁବାର ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ହସ୍ତତନ୍ତ୍ର…

କୋରାପୁଟରେ ୨୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୦ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୮୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫୦ ପୁରୁଷ ଏବଂ ୩୦ ମହିଳା ଅଛନ୍ତି। ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୪୩୦କୁ ବୃଦ୍ଧିପାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ଟିଏମସିରୁ…

ଏହି ଭାଜପା ନେତାଙ୍କୁ କରୋନା

କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଏମ୍‌ପି ଓ ମନ୍ତ୍ରୀ ଜୟରାମ ପାଙ୍ଗି ଶନିବାର କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି କହିଛନ୍ତି। ତେବେ ଡାକ୍ତରଙ୍କ ପରାମର୍ଶକ୍ରମେ ସେ କୋରାପୁଟରେ ରହି ଚିକିତ୍ସିତ ହେଉଛନ୍ତି। ସେପଟେ ପଜିଟିଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?