କୋରାପୁଟ

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ପ୍ରତିବାଦ : ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ ରଖିଲେ ୫ଟି ପଞ୍ଚାୟତର ଲୋକେ

କୋରାପୁଟ/ଅନକାଡେଲି,୨୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ଅନ୍ତର୍ଗତ ଲମତାପୁଟ ବ୍ଲକର ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପର ପେରିଫେରି ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟାବସ୍ଥା ନେଇ ସଂପୃକ୍ତ ୫ଟି ପଞ୍ଚାୟତର ଲୋକେ ବୁଧବାର ଠାରୁ ଚଳାଇଥିବା ଆନ୍ଦୋଳନ ଗୁରବାର ସ୍ଥଗିତ ରଖିଛନ୍ତି। ମାଛକୁଣ୍ଡ ଜଳବିଦ୍ୟୁତ କର୍ତ୍ତୃପକ୍ଷଙ୍କ ଦ୍ୱାରା କର୍ମଚାରୀଙ୍କ…

ଟୋକନ ବ୍ୟବସ୍ଥା ବିରୋଧରେ ଚାଷୀ ଏକାଠି

ଜୟପୁର,୨୦ା୧୧(ନି.ପ୍ର.): ଧାନ ବିକିବାକୁ ଅନଲାଇନ ଟୋକନ ବ୍ୟବସ୍ଥାକୁ ବିରୋଧ କରି ଏହାକୁ ଜିଲାସ୍ତରୀୟ କରିବା ପାଇଁ ଦାବି କରିଛନ୍ତି ଜୟପୁରର ଚାଷୀ। ମନୋଜ ପାତ୍ରଙ୍କ ଆହ୍ବାନରେ ଚାଷୀମାନେ ଜୟପୁର ଆରଏମ୍‌ସିରେ ଏଥିପାଇଁ ଏକାଠି ହୋଇଛନ୍ତି। ଜୟପୁର ଉପଖଣ୍ଡର କୁନ୍ଦୁରା, ବୈପାରିଗୁଡ଼ା, ବୋରିଗୁମ୍ମା,…

ପାଓ୍ବାର ଚ୍ୟାନେଲ୍‌କୁ ଜଳ ଯୋଗାଣ ବନ୍ଦ: ବିଦ୍ୟୁତ୍‌ ଉତ୍ପାଦନ ଠପ୍‌, ଅନ୍ଧାରରେ ଅଞ୍ଚଳବାସୀ

କୋରାପୁଟ,୨୦।୧୧(ଡି.ଏନ୍‌.ଏ.): ଦାବି ପୂରଣ ନ ହେବାରୁ କୋରାପୁଟ ଜିଲା ଆଦିବାସୀ ସଂଘ ପକ୍ଷରୁ ବୁଧବାର ମାଛକୁଣ୍ଡ ବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଲମତାପୁଟ ଗେଟ୍‌ ସହ ମାଛକୁଣ୍ଡସ୍ଥିତ ଡି-ଡିଏମ୍‌ ପାଓ୍ବାର ଗେଟ୍‌ ସଟର ପକାଇ ସଂଘ ବନ୍ଦ କରିଛି। ଏ…

ଝୁଲନ୍ତା ଅବସ୍ଥାରେ ଯୁବତୀ, ଯୁବକଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୭।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ କୁନ୍ଦ୍ରଗୁଡ଼ା ନିକଟସ୍ଥ କାଜୁମିଲ୍‌ ପଛପଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବତୀ ଓ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଉଭୟ ନାବାଳିକା ଓ ନାବାଳକ ବୋଲି ଜଣାପଡିଛି। ରାତିରେ ଯୁବକ ଜଣକ ଘରୁ…

ଗୋଖାଦ୍ୟ ବୋଝେଇ ଟ୍ରକ୍‌ରେ ୪ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚାଲାଣ: ଟ୍ରକ ଜବତ, ୨ ଗିରଫ

କୋରାପୁଟ,୧୫।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗିଠାରେ ଶୁକ୍ରବାର ଏକ ଟ୍ରକରୁ ସ୍ଥାନୀୟ ପୋଲିସ ଦ୍ୱାରା ୪ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ ହୋଇଛି। ଗୋଖାଦ୍ୟ ସାମଗ୍ରୀ ନେଇ ଆନ୍ଧ୍ରରୁ କୋରାପୁଟ ଆଡ଼କୁ ଯାଉଥିବା ଟ୍ରକରେ ୯୦ଟି ପ୍ୟାକେଟ୍‌ରୁ ଉକ୍ତ ପରିମାଣର ଗଞ୍ଜେଇ ଜବତ…

ସାପକୁ ମାରି ମାଲିକଙ୍କ ପରିବାରକୁ ବଞ୍ଚାଇଲା ଡଗି

ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ ଅଧଘଣ୍ଟା ଧରି ଲଢେଇ କରି ଶେଷରେ ସାପକୁ ଦୁଇଖଣ୍ଡ କରି ଦେଇଛି ଡଗି। ଏପରି…

‘ବୁଲ୍‌ବୁଲ୍‌’କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନର ତତ୍ପରତା : ସମୁଦ୍ରକୂଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଗଲା

ରାଜନଗର,୮।୧୧(ଡି.ଏନ୍‌.ଏ.): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ବୁଲ୍‌ବୁଲ୍‌’ର ରୂପନେଇ ସ୍ଥଳଭାଗ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଶୁକ୍ରବାର ସକାଳୁ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଲାଗିରହିଛି। ତେବେ ଏହାକୁ ସାମ୍ନାକରିବା ଲାଗି ସମୁଦ୍ରକୂଳିଆ…

ପାଞ୍ଚ ବର୍ଷର ଝିଅକୁ ବଳାତ୍କାର

ବୋରିଗୁମ୍ମା,୭ା୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବିଜାପୁର ପଞ୍ଚାୟତର ଏକ ଗାଁରେ ଜଣେ ପାଞ୍ଚବର୍ଷର ଶିଶୁକନ୍ୟା ବଳାତ୍କାରର ଶିକାର ହୋଇଛି। ବୁଧବାର ଉକ୍ତ ଗ୍ରାମର ଡମୁ ମୁଦୁଲି (୨୫) ମାଛ ଧରିବା ବାହାନାରେ ନାବାଳିକାଙ୍କୁ ଡାକିନେଇ ପାଖ ଜଙ୍ଗଲରେ ବଳାତ୍କାର କରିଥିଲେ।…

ବଟି ପାଇଁ କ୍ରଶର ମ୍ୟାନେଜରଙ୍କୁ ଗୁଳି

କୋରାପୁଟ,୭ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ମାଛକୁଣ୍ଡ ଥାନା ସିଲପଣ୍ଡି ଗ୍ରାମସ୍ଥିତ ଏସ୍‌ଇପିଏଲ କ୍ରଶର ୟୁନିଟରେ ଟଙ୍କା ଆଦାୟ କରିବାକୁ ଯାଇ ବୁଧବାର ରାତିରେ ସେଠାକାର ମ୍ୟାନେଜରଙ୍କୁ ଗୁଳି କରିଛନ୍ତି ନକଲି ମାଓବାଦୀ। ଏଥିରେ କ୍ରଶର ମ୍ୟାନେଜର ଗୁରୁତର ହୋଇଛନ୍ତି। ପୋଲିସର ପାଲଟା ଗୁଳିରେ…

ପୋଖରୀରେ ବୁଡ଼ି ଏସ୍‌ପିଓ ମୃତ

ଦଶମନ୍ତପୁର,୭ା୧୧(ଡି.ଏନ୍‌.ଏ.): ଅସୁସ୍ଥ ଥିବା ଭଉଣୀଙ୍କୁ ଭେଟିବା ପାଇଁ ତାଙ୍କ ଗାଁକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜଣେ ଏସ୍‌ପିଓଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ପଞ୍ଚାୟତ ବନ୍ଦିଗାର ଗ୍ରାମର ଗିରିଜା ମିଣିଆକା (୩୦)।…

କ୍ରସର ୟୁନିଟ୍‌ରେ ଟଙ୍କା ଆଦାୟକୁ ନେଇ ଗୁଳିକାଣ୍ଡ : ମାଲିକ ଗୁରୁତର

କୋରାପୁଟ,୭।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ସିଲପଣ୍ଡି ଗ୍ରାମରେ ଥିବା ଏକ କ୍ରସର ୟୁନିଟ୍‌ରେ ଟଙ୍କା ଆଦାୟକୁ ନେଇ ବୁଧବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ କ୍ରସର ମାଲିକ ଗୁରୁତର ଥିବାରୁ ତାଙ୍କୁ ଗୁରବାର ବିଶାଖାପାଟଣା ସ୍ଥାନାନ୍ତର…

ଜିଲାପରିଷଦ ଉପନିର୍ବାଚନ : ବିଜେଡିରୁ ୨, ଭାଜପାରୁ ୪ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨।୧୧(ସ୍ବ.ପ୍ର.) : ଚଳିତମାସ ୨୭ ତାରିଖରେ ହେବାକୁ ଥିବା କୋରାପୁଟ ଜିଲା ଦଶମନ୍ତପୁରର ୧ନଂ. ଜୋନ୍‌ ଏବଂ ପଟ୍ଟାଙ୍ଗି ବ୍ଲକର ୧ନଂ. ଜୋନ୍‌ରେ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଶନିବାର ଶାସକ ବିଜେଡି ପକ୍ଷରୁ ୨ଜଣ ପ୍ରାର୍ଥୀ ଓ ଭାଜପା ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri