ଟ୍ରେନ୍ ଲାଇନ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍ ଲାଇନ୍ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା ଚିଲିକାମର ରିଙ୍କୁ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ରିଙ୍କୁ ବବିୟାସ୍ଥିତ କାଜୁ ମିଲ୍ରେ ଦୀର୍ଘଦିନ…
୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି
କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପକ୍ଷରୁ ସୋମବାର ସ୍ଥାନୀୟ ପୋଲିସ ପଡିଆଠାରେ ୬୦ତମ ପୋଲିସ ଶହୀଦ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ମାତୃକାର ସୁରକ୍ଷା କରିବା ନେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ…
୩ ନକଲି ମାଓବାଦୀ ଗିରଫ : ଦେଶୀ ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ
କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ ୩ ବର୍ଷ ଧରି ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ ଅଭିଯୋଗରେ ସୋମବାର କାକିରିଗୁମ୍ମା ପୋଲିସ ୩ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ କୋରାପୁଟ ଜିଲା ସେମିଳିଗୁଡ଼ା ଥାନା ଉପରସାହିର ଶୁକଦେବ ମହାନନ୍ଦିଆ(୩୭),…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ
କୋରାପୁଟ,୧୫।୧୦(ସ୍ବ.ପ୍ର): କୋରାପୁଟ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ପ୍ରଦାନ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍ଫରେନସ୍ ମାଧ୍ୟମରେ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ା କିନ୍ତୁ ଏପରି ଘୋଷଣା କେବଳ ଲୋକଙ୍କୁ ଭୁଅଁା ବୁଲାଇବା ପାଇଁ କରାଯାଇଛି ବୋଲି…
ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ
କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ କରାଯାଇଥିବା…
ମଦ ବନ୍ଦ ପାଇଁ ମହିଳାଙ୍କ ସଙ୍କଳ୍ପ:ଥାନା, ଅବକାରୀ କାର୍ଯ୍ୟାଳୟ ଘେରାଉ ପାଇଁ ଚେତାବନୀ
କୁନ୍ଦୁରା,୧୨ା୧୦(ଡି.ଏନ୍.ଏ.)କୋରାପୁଟ ଜିଲା କୁନ୍ଦୁରା ଅଧୀନସ୍ଥ ନବଗଠିତ ପଖନାଗୁଡ଼ା ପଞ୍ଚାୟତର ତ୍ରିନାଥ ମନ୍ଦିରରେ ୫ ଶହରୁ ଊର୍ଦ୍ଧ୍ୱ ମହିଳା ଦେଶୀ ମଦ ତିଆରି ଏବଂ ବିକ୍ରି ବନ୍ଦ କରିବା ପାଇଁ ଶନିବାର ଶପଥ ନେଇଛନ୍ତି। ଦୀର୍ଘ ୩୦/୪୦ ବର୍ଷ ହେଲାଣି ଏଠାରେ ଅବାଧ…
ତେଲିଙ୍ଗିରି ପ୍ରକଳ୍ପ: କାର୍ଯ୍ୟକ୍ଷମ ସତ୍ତ୍ୱେ ଚାଷଜମିକୁ ମାଡୁନି ଜଳ
ଜୟପୁର,୧ା୧୦(ନି.ପ୍ର.): ତେଲିଙ୍ଗିରି ପ୍ରକଳ୍ପ ହେବ ଆଉ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ମାଡ଼ିବ। ଫସଲ ଦୁଇଗୁଣା ହେବ। ଚାଷୀଙ୍କ ମୁହଁରେ ହସ ଫୁଟିବ। ଏହି ଉଦ୍ଦେଶ୍ୟ ରଖି କୋରାପୁଟ ଜିଲାରେ ୨୦୦୫ରେ ତେଲିଙ୍ଗିର ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା। କିନ୍ତୁ ପ୍ରକଳ୍ପ…
ବିଛଣା ଧରିଲା ଘର ଚଳାଉଥିବା ଯୁଆନ ପୁଅ
ଦଶମନ୍ତପୁର,୧୧ା୧୦(ଡି.ଏନ୍.ଏ.): ଦିନେ ସେ ଘର ଚଳାଉଥିବା ଯୁଆନ ପୁଅ ଥିଲେ। କିନ୍ତୁ ଏବେ ସକାଳ ହେଲେ ପରିବାର ଲୋକେ ତାଙ୍କୁ ଘରୁ ଟେକି ଆଣି ବାରଣ୍ଡାରେ ବସାଇ ଦେଉଛନ୍ତି। ସନ୍ଧ୍ୟାରେ ପୁଣି ଟେକି ନେଇ ଘରେ ଶୁଆଇ ଦେଉଛନ୍ତି। ୨୬ ବର୍ଷର…
ବଜ୍ରପାତରେ ଗୋରୁ ଚରାଳିଙ୍କ ସମେତ ୮ଗୋରୁ ମୃତ
ନାରାୟଣପାଟଣା, ୮।୧୦(ଡି.ଏନ୍.ଏ.)-ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ବାରି ଗାଁ ନିକଟ ମାଠିଆ ସାହି ଜଙ୍ଗଲରେ ବଜ୍ରପାତ ଘଟି ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଗୋରୁ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବାରି ଗାଁର ବିକେୟା ତାଡିଙ୍ଗି(୪୫)।…
ବଜ୍ରପାତରେ ଯୁବକ ଗୁରୁତର
ନାରାୟଣପାଟଣା, ୭।୧୦(ଡି.ଏନ୍.ଏ.)-କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ସୋମବାର ବଜ୍ରପାତରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ କୁମ୍ଭାରୀ ଗାଁର ଚିତ୍ତରଞ୍ଜନ ଗୁରୁ(୩୫)। ଚିତ୍ତରଞ୍ଜନ ମାଛ ଧରିବାକୁ ଗାଁ ନିକଟ ଝଞ୍ଜାବତୀ ନଦୀକୁ ଯାଇଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ସେ ଗୁରୁତର…
ଧାରଣାରତ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ କୋର୍ଟଚାଲାଣ
ଭୁବନେଶ୍ୱର, ୭।୧୦(ବ୍ୟୁରୋ): ଧାରଣାରତ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଅନ୍ୟ କୌଣସି ନୁହେଁ ବରଂ ରାଜଧାନୀ ଭୁବନେଶ୍ୱେରର ଲୋୟର ପିଏମ୍ଜିରେ ଘଟିଛି ଏହି ଘଟଣା। କୋରାପୁଟ ଜିଲା ଲମତା ଫୁଟର ଦୁଇ ଭଉଣୀ ବିଭିନ୍ନ ଦାବିନେଇ ରବିବାର ରାତିରେ ଲୋୟର ପିଏମ୍ଜିରେ…
ବଜ୍ରପାତରେ ବାପପୁଅ ମୃତ
ଜୟପୁର/ବୋରିଗୁମା,୭।୧୦ (ଡି.ଏନ୍. ଏ)- କୋରାପୁଟ ଜିଲା ବୋରିଗୁମା ଥାନା କେବିଡ଼ି ଗାଁରେ ରବିବାର ବଜ୍ରପାତ ଘଟି ବାପପୁଅ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ଉକ୍ତ ଗାଁର ପୀତବାସ କୁମ୍ଭାର ଓ ତାଙ୍କ ପୁଅ ଉପେନ୍ଦ୍ର। ପ୍ରକାଶ ଯେ, ପୀତବାସ ଏବଂ ଉପେନ୍ଦ୍ର…
Archives


