କୋରାପୁଟ

ସୀମାନ୍ତ ଲୋକଙ୍କୁ ଉତ୍ତମ ସେବା ଯୋଗାଇବ ଫାଣ୍ଡି: ଡିଆଇଜି

ପଟ୍ଟାଙ୍ଗୀ,୧ା୬(ଡି.ଏନ୍‌.ଏ.)-କୋରାପୁଟ ଜିଲା ତଥା ଆନ୍ଧ୍ର ସୀମାନ୍ତ ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ସୁଙ୍କି ପଞ୍ଚାୟତ କାର୍ଯ୍ୟାଳୟର ଅସ୍ଥାୟୀ ଗୃହରେ ଚାଲିଥିବା ସୁଙ୍କି ଫାଣ୍ଡିକୁ ସୋମବାର ଡିଆଇଜି ସଫିନ ଅହମ୍ମଦ କେ. ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ସୁନାବେଡ଼ା ଏସ୍‌ଡିପିଓ ନିରଞ୍ଜନ ବେହେରା…

ଦଣ୍ଡାବାଡି କ୍ବାରାଣ୍ଟାଇନରେ ନିମ୍ନମାନ ଖାଦ୍ୟ ପ୍ରଦାନ ଅଭିଯୋଗ : ଖାଇ ନ ପାରି ଫୋପାଡିଲେ ଲୋକେ

ବୈପାରିଗୁଡା,୩୧ା୫ (ଡି.ଏନ୍‌.ଏ.)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନମାନର ଖାଦ୍ୟ ପ୍ରଦାନ ନେଇ ଅନ୍ତେବାସୀ ଅଭିଯୋଗ କରଛନ୍ତି। ଶନିବାର ଦରସିଝା ଭାତ ଓ ଟମାଟୋ ଚାରୁ ଖାଇବାକୁ ଦେବାରୁ ଏହା ଖାଇ ନ ପାରି ଅସନ୍ତୁଷ୍ଟ…

କୋରାପୁଟ ଓଡ୍ରାଫ ଟିମ୍‌କୁ ପଶ୍ଚିମବଙ୍ଗର ପ୍ରଶଂସା

ଜୟପୁର ୩୦ା୫ (ନି.ପ୍ର.)-ଅମ୍ଫନ୍‌ ବାତ୍ୟାରେ ପଶ୍ଚିମବଙ୍ଗରେ ବହୁ କ୍ଷୟକ୍ଷତି ହୋଇଛି ା ଏହି ପରିସ୍ଥିତିରେ ଓଡ଼ିଶା ସରକାର ପଶ୍ଚିମବଙ୍ଗକୁ ସହଯୋଗର ହାତ ବଢ଼ାଇ କୋରାପୁଟ ଓଡ୍ରାଫ ଟିମ୍‌ ପଠାଇଥିଲେ ା ଏହି ଟିମ୍‌ ପଶ୍ଚିମବଙ୍ଗରେ ପହଞ୍ଚତ୍ ପଶ୍ଚିମବଙ୍ଗର ବଡୋଦରାରେ ଅମ୍ଫନ ଯୋଗୁ…

ବର୍ଷାରେ ଭିଜିଲା ଧାନ, ବିକି ନ ପାରି ମୁଣ୍ଡରେ ହାତ ଦେଇଛି ଚାଷୀ

ଜୟପୁର,୩୦ା୫(ନି.ପ୍ର.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଞ୍ଚଳର ଚାଷୀ ଲଗାଣ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି। ମଣ୍ଡି ପାଇଁ ଅମଳ କରିଥିବା ରବିଧାନ ମୁକୁଳା ପଡ଼ିଥିବାରୁ ଲଗାଣ ବର୍ଷାରେ ଭିଜିଛି। କୁନ୍ଦୁରା ବ୍ଲକର ଡଙ୍ଗରପାଉଁସିରେ ଖୋଲା ପଡ଼ିଆରେ ଥିବା…

ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଜୟପୁର,୨୯ା୫(ଡି.ଏନ୍‌.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ ପିଛା ୬ରୁ ୭ କେଜି ଅଧିକ ଧାନ ଦେବାକୁ ଦାବି କରାଯାଉଛି ା ଏଥିରେ…

ସଙ୍ଗରୋଧ କେନ୍ଦ୍ରରେ ପ୍ରସବ କଲେ ମହିଳା

ବୋରିଗୁମ୍ମା,୨୮ା୫(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ କାଠରଗଡ଼ା ସଙ୍ଗରୋଧ କେନ୍ଦ୍ରରେ ଜଣେ ମହିଳା ପ୍ରସବ କରିଛନ୍ତି। ବୁଧବାର ସାରେ ସେ ଏକ ଶିଶୁପତ୍ରକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ମହିଳା ଏବଂ ତାଙ୍କ ସ୍ବାମୀ ଆନ୍ଧ୍ରପ୍ରଦେଶରୁ ଫେରି ୧୨ଦିନ ହେଲା…

ଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାର

ଜୟପୁର ,୨୮ା୫(ଡି.ଏନ.ଏ./ନି.ପ୍ର. )- କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଗୁରୁବାର ଜିଲା କଂଗ୍ରେସଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀ, ଶ୍ରମିକ ଏବଂ ଚାଷୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର…

କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍‌

ଜୟପୁର,୨୮ା୫(ଡି.ଏନ.ଏ./ନି.ପ୍ର. )- ଯାତ୍ରୀବାହୀ ବସ୍‌ ଚଳାଚଳ ଆସନ୍ତା ୧ରୁ ଚାଲିବ। ଏନେଇ ରାଜ୍ୟସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି। ବିଭିନ୍ନ ଘୋରଇ ବସ୍‌ ମାଲିକ ସଂଘ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କୋରାପୁଟ ଜିଲା ଜୟପୁର ଘରୋଇ ବସ୍‌ରେ କାର୍ଯ୍ୟରତ…

୧୨ପରିବାରଙ୍କ ଘର ଉଜାଡ଼ିଲା ଅଦିନିଆ ଝଡ଼ବର୍ଷା

ଦଶମନ୍ତପୁର,୨୫ା୫ (ଡି.ଏନ୍‌.ଏ.)-କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚ଼ଣାବାଡ଼ ପଞ୍ଚାୟତର ଏସ୍‌.ଡଣ୍ଡାବାଡ଼ ଗ୍ରାମରେ ରବିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହୋଇଛି। ଫଳରେ ଗ୍ରାମର ୧୨ ଜଣଙ୍କ ଘର ଭାଙ୍ଗଛି। ସେମାନଙ୍କ ମଧ୍ୟରୁ ଶୋଭା ସାଉନ୍ତାଙ୍କ ୬ଟି ଆଜବେଷ୍ଟ ଭାଙ୍ଗିରୁଜିଯିବା ସହ ୩୦…

କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଜୟପୁର,୨୫ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ, ନନ୍ଦପୁରର ୨ ଏବଂ ଲକ୍ଷ୍ମୀପୁର ବ୍ଲକର ୨ ଜଣ ଚିହ୍ନଟ ହୋଇଛନ୍ତି। ୫ଜଣ…

ଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱ

କୁନ୍ଦୁରା,୨୩ା୫(ଡି.ଏନ.ଏ.)-କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲିମା ପଞ୍ଚାୟତ ଅନ୍ତର୍ଗତ ବାନ୍ଧିଆଗୁଡ଼ା ଗ୍ରାମରେ ବୈଶାଗୁ ମରିଚଫୁଲିଆଙ୍କ ପରିବାର ବସବାସ କରନ୍ତି। ସୁରୁଖୁରୁରେ ପରିବାର ଚଳୁଥିବା ବେଳେ ପ୍ରଥମେ ୪ବର୍ଷ ତଳେ ବୈଶାଗୁଙ୍କ ମୃତ୍ୟୁ ହୋଇଥିଲା। ମାଆ ରଇଲା ମରିଚଫୁଲିଆ (୩୦) କଷ୍ଟରେ ପିଲାଙ୍କୁ…

ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର

ଜୟପୁର,୨୦ା୫(ଡି.ଏନ୍‌.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍‌ର ଫରେଷ୍ଟର ପ୍ରଶାନ୍ତ ସାମନ୍ତରାୟ। ଆଦିବାସୀ ଗୀତ ଗାଇ ସେ କରୋନା ଭୂତାଣୁ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?