କୋରାପୁଟ

ପାଣିକୁଣ୍ଡରେ ବୁଡ଼ି ଚାଲିଗଲା ୩ ବର୍ଷ ଶିଶୁର ଜୀବନ

ବୋରିଗୁମ୍ମା,୯ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ଦିଣ୍ଡାରାଜାଗୁଡ଼ାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପାଖରେ ଥିବା ପାଣିକୁଣ୍ଡରେ ବୁଡ଼ିଯାଇ ଜଣେ ଶିଶୁର ମୃତ୍ୟୁ ହୋଇଛି। ମୃତକ ହେଲେ ଦିଣ୍ଡାରାଜା ଗ୍ରାମର କୃପାସିନ୍ଧୁ ଗୌଡ଼ଙ୍କ ୩ ବର୍ଷର ପୁଅ ଶିବ। ସୋମବାର…

କୋରାପୁଟରେ ୮୭୮.୨ ମିମି ବର୍ଷା ରେକର୍ଡ: ବ୍ରିଜ ଉପରେ ଚାଲିଛି ପାଣି, ନନ୍ଦପୁର-ଲମତାପୁଟ ଯୋଗାଯୋଗ ବିଚ୍ଛିନ୍ନ

କୋରାପୁଟ,୬।୯(ସ୍ବ.ପ୍ର.)- କୋରାପୁଟ ଜିଲାରେ ଶୁକ୍ରବାର ୮୭୮.୨ ମିମି ବର୍ଷା ହୋଇଥିବା ଜିଲା ଜରୁରି ବିଭାଗ ପକ୍ଷରୁ ସୁଚନା ମିଳିଛି। ସେଥିମଧ୍ୟରୁ ଜିଲାର ନନ୍ଦପୁର ବ୍ଲକରେ ସର୍ବାଧିକ ୧୫୫.୪ ମିମି ବର୍ଷା ହୋଇଥିବାବେଳେ ସେମିଳିଗୁଡା ବ୍ଲକରେ ୫୯ ମିମି, କୋଟପାଡ ବ୍ଲକରେ ୧୨୮…

ରାସ୍ତାପାର୍ଶ୍ୱରେ ପଡ଼ିରହିଛି ଶିଶୁର ମୃତଦେହ

ଜୟପୁର,୪।୯(ଡି.ଏନ୍‌.ଏ.): ଜୟପୁରରୁ ବିଶାଖାପାଟଣା ଯିବା ମୁଖ୍ୟ ରାସ୍ତା ଲମତାପୁଟ ତୁସୁବା ଛକ ନିକଟରେ ଏକ ଶିଶୁର ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଶିଶୁଟିକୁ କିଏ କାହିଁକି ରାସ୍ତା କଡ଼ରେ ଫିଙ୍ଗି ଚାଲିଯାଇଛି ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।…

ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍‌

ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ…

ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର ପାଇ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନିଦ୍ଦେର୍ଶ କ୍ରମେ ବିସିଂପୁର ପୋଲିସ ଓ…

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୩୫ ମିମି ବର୍ଷା ହୋଇଥିବା ବେଳେ ସେମିଳିଗୁଡ଼ା ବ୍ଲକରେ ୭୫ ମିମି, ନନ୍ଦପୁର…

ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ

ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍‌.ଏ.):ମାଟ୍ରିକ୍‌ରେ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍‌ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର ପେଟ ପୋଷିବା ପାଇଁ ସେହି ଅଟୋର ଷ୍ଟିଅରିଂ ନିଜ ହାତକୁ ନେଇ ଯାଇଥିଲେ ଏହି…

ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କଲେ ବାଲ୍ୟବନ୍ଧୁ

ଜୟପୁର,୨୯ା୮(ଡି.ଏନ୍‌.ଏ.) ଜୟପୁର ସହରର ଜଣେ ମାନସିକ ଅସୁସ୍ଥ ବ୍ୟକ୍ତି ରମେଶ ପୂଜାରୀ (ଟୁଟୁ)ଙ୍କୁ ଉଦ୍ଧାର କରି ନୂଆ ରାହା ଦେଖାଇଛନ୍ତି ବାଲ୍ୟବନ୍ଧୁ ଶିବାଜୀ ପଟ୍ଟନାୟକ। ଏହି ଖବର ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଟୁଟୁଙ୍କୁ କୌଣସି ମନସ୍ତତ୍ୱ ବିଶେଷଜ୍ଞଙ୍କ ନିକଟରେ ଚିକିତ୍ସା ସହ…

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ରାସ୍ତା ଅବରୋଧ : ବିଧାୟକଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଜୟପୁର,୨୮।୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ଜାମୁଣ୍ଡା ଓ କଙ୍ଗା ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ୨୬ନଂ. ଜାତୀୟ ରାଜପଥର କୁମୁଲିପୁଟଠାରେ ରାସ୍ତା ଅବରୋଧ କରିଛନ୍ତି ା ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ଏହି ରାସ୍ତା ଅବରୋଧ ହୋଇଛି। ଚାଷୀମାନଙ୍କ…

ଗ୍ରାମ ଜଙ୍ଗଲରୁ କାଠ କାଟିବା ଅଭିଯୋଗ: ୨ ଟ୍ରକ୍‌ ଅଟକ

କୋରାପୁଟ,୨୭।୮(ସ୍ବ.ପ୍ର.): କୋରାପୁଟ ବ୍ଲକର ପଦ୍ମପୁର ଗ୍ରାମବାସୀ ସୋମବାର ବିଳମ୍ବିତ ରାତିରେ ୨ଟି କାଠ ବୋଝେଇ ଟ୍ରକ୍‌କୁ ଅଟକ ରଖିଛନ୍ତି। ଗ୍ରାମ ଜଙ୍ଗଲରୁ କାଠ କାଟିଥିବା ଅଭିଯୋଗରେ ଏହି ୨ ଟ୍ରକ୍‌କୁ ଅଟକ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପଦ୍ମପୁର ପଞ୍ଚାୟତରେ ଗ୍ରାମ ଜଙ୍ଗଲକୁ…

ଦିବ୍ୟାଙ୍ଗଙ୍କୁ ବି ଛାଡିଲେନି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ

ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ମାମଲାର ସମାଧାନ ପାଇଁ ସେ ଦିବ୍ୟାଙ୍ଗ…

ପୋଲ ତଳକୁ ଖସିଲା ଟ୍ରାକ୍ଟର, ୨ ମୃତ

ପଟ୍ଟାଙ୍ଗି,୨୫ା୮(ଡି.ଏନ୍‌.ଏ.): ପୋଲ ତଳକୁ ଟ୍ରାକ୍ଟର ଖସିପଡ଼ିବାରୁ ସେଥିରେ ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଞ୍ଚଳରେ ଶନିବାର ଏଭଳି ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଅମ୍ପାବାଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri