କୋରାପୁଟ

ରିଲିଫ ପାଣ୍ଠିକୁ ୧ ଲକ୍ଷ ଦେଲା ଭିଏସ୍‌ ବିଦ୍ୟାଳୟ

ସୁନାବେଡ଼ା/ସେମିଳିଗୁଡ଼ା,୧୮ା୪(ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନେକ ଲୋକ ସହାୟତାର ହାତ ବଢ଼ାଉଛନ୍ତି। କୋରାପୁଟ ଜିଲା ସୁନାବେଡ଼ା ମିଗନଗରୀସ୍ଥିତ ଭିଏସ୍‌ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ତଥା ଶିକ୍ଷା କର୍ମଚାରୀ କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ…

କୋରାପୁଟରେ ଲକ୍‌ଡାଉନ ସ୍ଥିତି ପରଖିଲେ ପୋଲିସ ଡିଜି

ଜୟପୁର,୧୮ା୪(ଡି.ଏନ୍‌.ଏ./ନି.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କୋରାପୁଟ ଜିଲା ଗସ୍ତରେ ପହଞ୍ଚତ୍ ଲକ୍‌ଡାଉନ ସ୍ଥିତି ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ କୋରାପୁଟ ସଦରସ୍ଥିତ ସୀମା ସୁରକ୍ଷା ବାହିନୀର ସେକ୍ଟର ପଡ଼ିଆରେ ହେଲିକପ୍ଟର ଯୋଗେ ପହଞ୍ଚତ୍ଥିଲେ। ସେଠାରୁ କୋରାପୁଟ ସଦର ଓ ଟାଉନଥାନା ପରିଦର୍ଶନ…

ଲକ୍‌ଡାଉନ ବେଳେ ମହିଳାଙ୍କ ମଦବିରୋଧୀ ସ୍ବର: ଭାଙ୍ଗିଲେ ଭାଟି, ଢାଳିଦେଲେ ପୋଚ

ଦଶମନ୍ତପୁର,୧୬ା୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଉପର ଗଦଳା ଗାଁରେ ଲକ୍‌ଡାଉନ ବେଳେ ମଦ କାରବାର ବନ୍ଦ ନ ହେବା ପ୍ରତିବାଦରେ ତାତିଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀର ମହିଳା। ଗୁରୁବାର ସେମାନେ ଗାଁରେ ମଦଭାଟି ଭଙ୍ଗାରୁଜା କରିବା ସହ…

ଜରୁରିକାଳୀନ ସେବାରେ ଲାଗିବେ ଶିକ୍ଷକ

ଜୟପୁର,୧୬ା୪(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ଲକ୍‌ ଡାଉନ ବେଳେ ହିତାଧିକାରୀଙ୍କୁ ଭତ୍ତା ଓ ଚାଉଳ ବଣ୍ଟନ କାମରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ଏବେ ଜରୁରିକାଳୀନ କାର୍ଯ୍ୟରେ ନିୟୋଜିତ କରିବ ସ୍ବାସ୍ଥ୍ୟ ବିଭାଗ। ଜିଲାର ଜୟପୁର…

୧୬୦ ନମୁନାରୁ ନେଗେଟିଭ ଆସିଛି ୧୯

ସୁନାବେଡ଼ା,୧୬ା୪: କୋରାପୁଟ ଜିଲାରୁ ଏଯାବତ୍‌ ଜଣେ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। ଏହାସତ୍ତ୍ୱେ ଜିଲା ପ୍ରଶାସନ କୋଭିଡ୍‌-୧୯ ମୁକାବିଲା ପାଇଁ ସଜାଗ ରହିଛି। ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ ଏପର୍ଯ୍ୟନ୍ତ ପରୀକ୍ଷା ପାଇଁ ପଠାଯାଇଥିବା ୧୬୦ଟି ରକ୍ତ ନମୁନାରୁ…

ଲକ୍‌ଡାଉନରେ ଲୋକଙ୍କ ଘର ବାରଣ୍ଡା ସାଜିଛି ସେଲୁନ

ସେମିଳିଗୁଡ଼ା,୧୬ା୪(ସ୍ବ.ପ୍ର.): କୌଳିକ ବୃତ୍ତିରେ ଗୁଜୁରାଣ ଚଳାଉଥିବା ଅନେକ ଲୋକଙ୍କ ଜୀବିକାରେ ଲାତ ମାରିଛି କରୋନା ଭାଇରସ। ସଂକ୍ରମଣ ଭୟରେ ସବୁଠି ଲକ୍‌ଡାଉନ। ଦୋକାନ ବଜାର ବନ୍ଦ। ଏଥିରେ କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନ ଦୁର୍ବିସହ ହୋଇପଡ଼ିଛି। ଅନେକ ବ୍ୟବସାୟୀଙ୍କ ପାଇଁ ଦୋକାନ ଖୋଲିବା…

ଜୟପୁରରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି: ସାମାଜିକ ଦୂରତା ବଜାୟ ରଖିବାକୁ ଦେଲେ ପରାମର୍ଶ

ଜୟପୁର,୧୬ା୪(ଡି.ଏନ୍‌.ଏ.): ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସାଫିନ୍‌ ଅହମ୍ମଦ ଏବଂ କୋରାପୁଟ ଏସ୍‌ପି ମୁକେଶ କୁମାର ଭାମୋ ଜୟପୁର, କୋରାପୁଟ ସହର ବୁଲି ସମୀକ୍ଷା କରିଛନ୍ତି। ଜିଲାରେ ସମସ୍ତେ ସାମାଜିକ ଦୂରତା ବଜାୟ ରଖୁଛନ୍ତି। ମାତ୍ର ଏହାକୁ କଡାକଡ଼ି ପାଳନ କରିବାକୁ ସେ…

ଜୟପୁରରେ ଶୁଭାରମ୍ଭ ହେଲା କୋଭିଡ୍‌ ହସ୍ପିଟାଲ

ଜୟପୁର,୧୩ା୪(ଡି.ଏନ୍‌.ଏ.): କୋରାପୁଟ ଜିଲାର ଏକମାତ୍ର କୋଭିଡ୍‌ ହସ୍ପିଟାଲ ଜୟପୁରସ୍ଥିତ ପୁରାତନ ଚିକିତ୍ସାଳୟଠାରେ ସୋମବାର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ମିଶ୍ର ଏହାକୁ ଉଦ୍‌ଘାଟନ କରିଥିଲେ। ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିବା ସହିତ ୩ଟି ଭେଣ୍ଟିଲେଟର ଏବଂ…

ଟୋକନ ଥାଇ ମଧ୍ୟ ପଞ୍ଚାୟତ ବାହାର ଛାତ୍ରୀଛାତ୍ରଙ୍କୁ ମିଳୁନି ଚାଉଳ

ବୈପାରିଗୁଡା,୫।୪(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରାଯାଇଛି। ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ଆବସିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ତେବେ ସ୍କୁଲ ବନ୍ଦ ହେବା ପୂର୍ବରୁ ପିଲାଙ୍କୁ ୩ମାସର ଚାଉଳ ଯୋଗାଇ ଦେବାକୁ…

କରୋନା ପାଇଁ ପୋଷ୍ଟର ମାରିଲେ ଯୁବକ, ମାଓବାଦୀଙ୍କୁ ଗାଁ ମନା

ନନ୍ଦପୁର,୫।୪(ଡି.ଏନ୍.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଂଚଳରେ କୋରାପୁଟ ଯୁବକ ଜାଗରଣ ସମିତି ଗାଁ ଗାଁରେ ପୋଷ୍ଟର ମାରି କରୋନା ବିଷୟରେ ସଚେତନତା ବାର୍ତ୍ତା ଦେଇଛି। ଗାଁର କୌଣସି ଜାନିଯାତ୍ରାରେ ୨/୩ ଜଣରୁ ଅଧିକ ଏକାଠି ନ ହେବା,…

ଲକ୍ ଡାଉନ ପାଇଁ ସମସ୍ୟାରେ ବିଲ୍ଟ କର୍ମଚାରୀ, ସହାୟତା ଦେଲା ପୌରସଂସ୍ଥା

ଜୟପୁର,୫।୪(ଡି.ଏନ୍.ଏ.): ଜୟପୁର ସହରରେ ବସବାସ କରୁଥିବା ବିଲ୍ଟ ପେପର ମିଲ କର୍ମଚାରୀଙ୍କୁ ପ୍ରତ୍ୟେକ ୧୦ କେଜି ଚାଉଳ ଦେଇଛି ସ୍ଥାନୀୟ ପୌରସଂସ୍ଥା। ଗତ ଏକ ବର୍ଷ ହେବ ଜୟପୁର ନିକଟସ୍ଥ ବିଲ୍ଟ ପେପର ମିଲରେ ଉତ୍ପାଦନ ବନ୍ଦ ରହିଛି। ଦୀର୍ଘ ୧୪…

ଜୟପୁରରେ ପ୍ରସ୍ତୁତ ହେଉଛି ସ୍ୱତନ୍ତ୍ର କରୋନା ହସ୍ପିଟାଲ

ଜୟପୁର,୫।୪(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରଠାରେ କୋଭିଡ-୧୯ ସ୍ୱତନ୍ତ୍ର ଚିକିତ୍ସାଳୟ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଗତ ଶୁକ୍ରବାର ଜିଲାପାଳଙ୍କ ଘୋଷଣା ପରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଆରମ୍ଭ ହୋଇଛି। ଏକ ସପ୍ତାହରୁ ୧୦ ଦିନ ମଧ୍ୟରେ ଚିକିତ୍ସାଳୟର ନିର୍ମାଣ କାମ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?