କୋରାପୁଟ

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା ଭାଇ…

ଜନତା କର୍ଫ୍ୟୁ: ଜୟପୁର ସହର ଶୂନ୍‌ଶାନ୍‌

ଜୟପୁର,୨୨।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଜନତା କର୍ଫ୍ୟୁ ଲାଗି ରବିବାର ପୂର୍ବାହ୍ନ ୭ଟାରୁ ଶୂନ୍‌ଶାନ୍‌ ହୋଇଯାଇଥିଲା। ଦୂରରୁ ଆସିଥିବା ଯାତ୍ରୀବାହୀ ବସ୍‌ଗୁଡ଼ିକ ପହଞ୍ଚିଥିବା ବେଳେ ଏଠାରେ ଗାଡ଼ିମୋଟର ବନ୍ଦ ରହିଛି। ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ପୋଲିସ…

‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’

ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ ଆତ୍ମାକୁ ଏବେ ଶାନ୍ତି ମିଳିଲା, ସେଥିରେ ସେ ଖୁସି। କିନ୍ତୁ ୩ ବର୍ଷ ବିତିବା…

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା କରିଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏକାଠି ନ ବୁଲିବା, ଲୋକଙ୍କ ସଂସ୍ପର୍ଶରେ ନ ଆସିବାକୁ ସଚେତନ…

ଦାଣ୍ଡରେ ବିତୁଛି ପ୍ରତିଷ୍ଠିତ ମିଲ୍‌ ମାଲିକଙ୍କ ଜୀବନ

ଜୟପୁର,୧୮।୩(ନି.ପ୍ର.) – ଜୀବନରେ ଅଭାବ କ’ଣ ଜଣା ନ ଥିଲା। ପାଖରେ ଥିଲା ୨୫ ଏକର ଚାଷଜମି, ଜାତୀୟ ରାଜପଥ କଡ଼ରେ ଅନେକ ଦୋକାନଘର ସାଙ୍ଗକୁ ଧାନ ମିଲ୍‌। ଏସବୁ ସମ୍ପତ୍ତିର ମାଲିକ ଥିବା ଦମ୍ପତି ଏବେ ନିଃସ୍ବ। ଯୋଗାଣ ବିଭାଗର…

ରାସ୍ତାର ସ୍ଥାୟିତ୍ୱ ଖାଉଛି ବାଲିବୋଝେଇ ଭାରିଯାନ

କୁନ୍ଦୁରା,୧୭ା୩(ଡି.ଏନ୍‌.ଏ.) ସଡ଼କ ହେଉଛି ବିକାଶର ମାଧ୍ୟମ। ଗମନାଗମନ ସହଜ ସୁଲଭ କରିବା ପାଇଁ ସରକାର ରାସ୍ତା ନିର୍ମାଣ କରିବା ସହ ତାହାର ରକ୍ଷଣାବେକ୍ଷଣ ପାଇଁ ବିପୁଳ ଅର୍ଥ ଖର୍ଚ୍ଚ କରୁଛନ୍ତି। କିନ୍ତୁ କ୍ଷମତାଠାରୁ ଅଧିକ ବାଲି, ପଥରବୋଝେଇ ଭାରୀଯାନ ଚଳାଚଳ କରିବା…

ମାତୃ ଓ ଶିଶୁ ସୁରକ୍ଷା ଯୋଜନା ବାଟବଣା: ଟଙ୍କାଟିଏ ପାଉନାହାନ୍ତି ଆଦିବାସୀ ମା’

ଜୟପୁର,୧୫ା୩(ନି.ପ୍ର.) ମାତୃ ଓ ଶିଶୁ ସୁରକ୍ଷା ପାଇଁ ସରକାର ବହୁ ଯୋଜନା ପ୍ରଣୟନ କରୁଥିଲେ ମଧ୍ୟ କୋରାପୁଟ ପରି ଉପାନ୍ତ ଜିଲାରେ ଏହା ଫଳପ୍ରଦ ହୋଇପାରୁ ନାହିଁ। ତାହାର ଏକ ଦୃଷ୍ଟାନ୍ତ ଜିଲାର ଜୟପୁର ବ୍ଲକ ଟାଙ୍କୁଆ ପଞ୍ଚାୟତ ପୋଡ଼ାପଦର ଗ୍ରାମରେ…

ପ୍ରଶାସନ ଚୁପ୍‌, ଆଗେଇଆସିଲେ ସ୍ବେଚ୍ଛାସେବୀ:ସଚେତନତା ପାଇଁ ଟାଙ୍ଗିଲେ ଫଳକ

ଜୟପୁର,୧୫ା୩(ଡି.ଏନ୍‌.ଏ.) ରାସ୍ତାଘାଟ ପରି ସାର୍ବଜନୀନ ସ୍ଥାନରେ ଲୋକଙ୍କ ସୁରକ୍ଷା ଓ ସଚେତନତା ପାଇଁ ପ୍ରଶାସନ କିଛି ନାମଫଳକ ଲଗାଇବା କଥା। କିନ୍ତୁ ପ୍ରଶାସନ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ଭୁଲିଯିବା ପରେ କେତେଜଣ ସଚେତନ ସ୍ବେଚ୍ଛାସେବୀ ନିଜ ଖର୍ଚ୍ଚରେ ଲୁହା ପ୍ଲେଟ…

ମା’-ବାପାଙ୍କ ମୃତ୍ୟୁ ପରେ ଭଉଣୀ ଭାଇ ବେସାହାରା

ଦଶମନ୍ତପୁର,୧୪।୩(ଡି.ଏନ୍‌.ଏ.)ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଅଙ୍ଗାରଗୁଡ଼ାରେ ଦୁଇ ଭଉଣୀ, ଭାଇ ମା’-ବାପାଙ୍କ ମୃତ୍ୟୁ ପରେ ଏବେ ବେସାହାରା ହୋଇପଡ଼ିଛନ୍ତି। ସେମାନେ ହେଲେ ମୃତ ଲିମଦାଶ ଜାନୀ ଓ ସ୍ତ୍ରୀ ରୁକମଣି ଜାନୀଙ୍କ ବଡ଼ ଝିଅ ମୋତି ଓ ପୁଅ ଦୁକୁ (୧୧)।…

ରାଜସ୍ବରେ ଆଗୁଆ, ସେବା ଦେବାରେ ପଛୁଆ

ଜୟପୁର,୧୩।୩(ନି.ପ୍ର.) – କୋରାପୁଟ ଜିଲାର ଜୟପୁର ରେଳ ବିଭାଗ ଟିକେଟ ନେବାରେ ଆଗୁଆ ଥିବାବେଳେ ସେବା ପ୍ରଦାନରେ ପଛୁଆ ରହିଛି। ରେଳ କର୍ତ୍ତୃପକ୍ଷ ଚିଠି ଲେଖିଲେଖି ଥକିଲେଣି, କିନ୍ତୁ ଷ୍ଟେସନର କୌଣସି ଉନ୍ନତି ହେଉନାହିଁ। ବି-ଗ୍ରେଡ୍‌ପ୍ରାପ୍ତ ଏହି ଷ୍ଟେଶନରେ ଯାତ୍ରୀ ହଇରାଣ…

କରୋନା ଡର: କେରଳଫେରନ୍ତା ଶ୍ରମିକଙ୍କୁ ଦେଖି ଛାନିଆ

ଜୟପୁର,୧୩।୩ (ଡି.ଏନ୍‌.ଏ.) – କୋରାପୁଟ ଜିଲାର ଅନେକ ଲୋକ କେରଳରେ ଶ୍ରମିକ ଭାବେ କାମ କରୁଛନ୍ତି। ଏହି ଶ୍ରମିକମାନେ ବର୍ତ୍ତମାନ ନିଜ ଗ୍ରାମକୁ ଫେରୁଥିବା ବେଳେ ସେମାନେ କାଳେ କରୋନାରେ ଆକ୍ରାନ୍ତ ଥିବା, ସେଥିପାଇଁ ଆତଙ୍କିତ ହୋଇପଡ଼ିଛନ୍ତି ଗ୍ରାମବାସୀ। କରୋନାର ଶୀକାର…

ଟ୍ରକ୍‌ -ବାଇକ ମୁହାଁମୁହିଁ ଧକ୍କା: ଜଳିଗଲା ଟ୍ରକ୍‌,ବାଇକ

ବୋରିଗୁମ୍ମା,୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା- କୋଟପାଡ଼ ୬୩ ନଂ. ଜାତୀୟ ରାଜପଥ ଶଶାହାଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଟ୍ରକ୍‌ -ବାଇକ ଧକ୍କା ହୋଇ ଟ୍ରକ୍‌,ବାଇକ ଜଳିଯାଇଛି। ଏଥିରେ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ହରି ପାଇକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?