କୋରାପୁଟ

ଏବେ ବି ରାଜସ୍ବ ମାନଚିତ୍ରରେ ନାହିଁ ମାଛକୁଣ୍ଡ ନଦୀ

ନନ୍ଦପୁର,୪ା୪(ତୁଷାରକାନ୍ତ ମହାନ୍ତି): ୨୦୨୪ ଏପ୍ରିଲ ୪ରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ଓ ସୁଡୁବ ଘାଟ ଜାତୀୟ ହରିତ ଅଧିକରଣ(ଗ୍ରୀନ ଟ୍ରିବୁନାଲ) ଟିମ୍‌ ଦୁଇ ଆନ୍ଧ୍ର-ଓଡ଼ିଶାର ରାଜସ୍ବ ଅଧିକାରୀଙ୍କ ସହ...

ଦଣ୍ଡନାଚ ବେଳେ ଷଣ୍ଢ ଆକ୍ରମଣ

ଦାମନଯୋଡି,୩ା୪(ମାନସ ରଞ୍ଜନ କର): ଦାମନଯୋଡି ଉପକଣ୍ଠସ୍ଥ ମାଥାଲପୁଟ ଅଞ୍ଚଳରେ ଦଣ୍ଡନାଚ ଚାଲିଥିବା ବେଳେ ଏକ ବୁଲା ଷଣ୍ଢ ଆକ୍ରମଣରେ ଜଣେ ଯାତ୍ରା କଳାକାର ଆହତ ହୋଇଛନ୍ତି। ଆହତ ହେଲେ ପଟ୍ଟାମୁଣ୍ଡାଇ ନିକଟ ପାଇକପଡ଼ା ଅଞ୍ଚଳର ବିଭୂତି ରଣା(୪୭)। ତାଙ୍କୁ ମାଥାଲପୁଟ...

କାର୍ଯ୍ୟାଳୟରେ କର୍ମଚାରୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର

କୋରାପୁଟ,୩ା୪: ରାଜ୍ୟ ସରକାରଙ୍କ ଦ୍ୱାରା ପାରମ୍ପରିକ ବସ୍ତ୍ର ପରିଧାନ ନେଇ ଘେଷଣା ପରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପତ୍ର ସଂଖ୍ୟା ୩୬୧/୨୦୨୫ ତା ୨/୪/୨୫ରେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଗୁରୁବାର ପାରମ୍ପରିକ...

ଓଡ଼ିଶା ଆଧାର କାର୍ଡରେ ତେଲୁଗୁ ଭାଷା

କୋରାପୁଟ ଜିଲାର କୋଟିଆ ଅଞ୍ଚଳରେ ନିଜର ଆଧିପତ୍ୟ ବିସ୍ତାର କରିବାକୁ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଲଗାତର ଉଦ୍ୟମ କରିଆସୁଛି। ପଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତବାସୀଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭିତ କରି ସେମାନଙ୍କୁ କରାୟତ୍ତ ପାଇଁ ଆନ୍ଧ୍ର ଅଧିକାରୀମାନେ ଚେଷ୍ଟା ଚଳାଇଛନ୍ତି। ସେଥିପାଇଁ...

ବରପୁତ୍ରଙ୍କୁ ମନେ ପକାଇଲେ ବିଧାୟକ, ଶ୍ରଦ୍ଧାଞ୍ଜଳି ଦେଇ କହିଲେ…

କୋରାପୁଟ,୧ା୪(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲା ସଦରମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ କୋରାପୁଟ ସହରରେ ସ୍ଥାପନ କରାଯାଇଥିବା ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ...

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ 

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ...

ଖଣ୍ଡାରେ ହାଣି ଦେଇଗଲେ…

ଜୟପୁର,୩୧ା୩(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ସଦର ଥାନା ଅଞ୍ଚଳରେ ଜଣଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଫାମ୍ପୁଣିର ପଦ୍ମନ ହରିଜନ। ମିଳିଥିବା ସୂଚନା ମୁତାବକ, ପଦ୍ମନ ବାଇକ୍‌ରେ ପେପର ମିଲରୁ ଫେରୁଥିବା ବେଳେ ଜୟପୁର ସଦର ଥାନା...

୨ ସୁଟକେଶରୁ ମିଳିଲା ୩୦ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୩୧।୩(ଅମିତାଭ ବେହେରା): କୋରାପୁଟ ରେଳବାଇ ଷ୍ଟେଶନରେ ସୋମବାର ସକାଳେ ଜିଆରପି ଏବଂ ଆରପିଏଫ ପକ୍ଷରୁ ଦୁଇଟି ଟ୍ରେନରେ ତଲାସୀ ପରେ ସୁଟକେସରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ। ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନରେ ତଲାସୀ ସମୟରେ ଦୁଇଜଣ ମହିଳା ସେମାନଙ୍କର ସୁଟକେସରେ...

ସରିଲା ଓକିଲ ସଂଘ ନିର୍ବାଚନ: ଆସିଲା ଫଳାଫଳ, ଜାଣନ୍ତୁ କିଏ ସଭାପତି, କିଏ ସମ୍ପାଦକ

କୋରାପୁଟ/ସେମିଳିଗୁଡା/ସୁନାବେଡା/କୋଟପାଡ଼,୨୯ା୩(ଅମିତାଭ ବେହେରା/ ବାସୁଦେବ ବରାଡ଼/କୃତ୍ତିବାସ ପ୍ରଧାନ/କେ.ରାଜଶେଖର ରାଓ): କୋରାପୁଟ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଥିବା ବେଳେ ପ୍ରଭାତ କୁମାର ମହାପାତ୍ର ସଭାପତି ନିର୍ବାଚିତ ହୋଇଛନ୍ତି। ୨୧୮ ଭୋଟରୁ ସେ ୧୪୯ ଭୋଟ ପାଇ ତାଙ୍କ ନିକଟତମ ପ୍ରାର୍ଥୀ...

କୋରାପୁଟ ଓକିଲ ସଂଘ ନିର୍ବାଚନ: ସଭାପତି ପଦବୀ ଲାଗି ଚାଲିଛି ମତଦାନ

କୋରାପୁଟ,୨୯।୩(ଅମିତାଭ ବେହେରା): କୋରାପୁଟ ଓକିଲ ସଂଘର ନିର୍ବାଚନ ଶନିବାର ସକାଳ ୮ ଟାରୁ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ ଅଧିକାରୀ ଅଶ୍ୱନୀ ପଟ୍ଟନାୟକ ପ୍ରକାଶ କରିଛନ୍ତି। ସଂଘର ସଭାପତି ପଦବୀ ପାଇଁ ନିର୍ବାଚନ...

କୋଟିଆରେ ଆନ୍ଧ୍ର କରୁଛି E-KYC, ଓଡ଼ିଶା ବ୍ଲକ ପ୍ରଶାସନ ନିକଟରେ ନାହିଁ ଖବର

ପଟ୍ଟାଙ୍ଗି,୨୯ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମବାସୀଙ୍କ ନିକଟରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ସରକାରୀ କର୍ମଚାରୀ ପହଞ୍ଚି ଇ-କେଓ୍ବାଇସିି କରୁଥିଲେ ମଧ୍ୟ ଓଡ଼ିଶାର ବ୍ଲକ ପ୍ରଶାସନ ନିକଟରେ ଖବର ନ...

ଡିଜିପି ପୋଲିସ ଡିସ୍କ ସମ୍ମାନ ପାଇବେ ମନୋବ୍ରତା

କୋରାପୁଟ,୨୮।୩(ଅମିତାଭ ବେହେରା): ପୋଲିସ ଚାକିରୀରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆସନ୍ତା ଏପ୍ରିଲ ପହିଲାରେ ହେବାକୁ ଥିବା ୯୦ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସରେ ଡିଜି ପୋଲିସ ଡିସ୍କ ସମ୍ମାନ ପାଇବାକୁ ଯୋଗ୍ୟ ମନୋନୀତ ହୋଇଛନ୍ତି କୋରାପୁଟ ଅତିରିକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri