କୋରାପୁଟ

ଡଙ୍ଗାବୁଡ଼ି ଜଣେ ନିଖୋଜ ଘଟଣା: ଡ୍ୟାମ୍‌ରୁ ମୃତଦେହ ଉଦ୍ଧାର

ଜୟପୁର,୧୦।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକ ନିକଟସ୍ଥ ଦୁର୍ଲା ଘାଟରେ ଡଙ୍ଗା ବୁଡ଼ି ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ରବିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ଉକ୍ତ ଡ୍ୟାମ୍‌ରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ବଡ଼ଗୁରୁ ପାଙ୍ଗି(୫୦)। ସୂଚନାନୁଯାୟୀ, ବଡ଼ଗୁରୁ ପାଙ୍ଗ…

ବିସ୍ଫୋରକ ଜବତ ଘଟଣା: ୨ କୋର୍ଟ ଚାଲାଣ

ଜୟପୁର,୯ା୩(ଡ଼ି.ଏନ୍‌.ଏ)- ଜୟପୁର ଟାଉନ୍‌ ଥାନା ପକ୍ଷରୁ ଗତ ସପ୍ତାହରେ ୫ଟନ୍‌ ବିସ୍ଫୋରକ ଜବତ ଘଟଣାରେ ହାଇଦ୍ରାବାଦର ୨ ଜାଲ୍‌ ବିକ୍ରେତା ରାଜି ରେଡ୍ଡୀ ଏବଂ ମହେଶ୍ୱର ରେଡ୍ଡୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ବିକ୍ରେତାମାନେ ପୁର୍ବରୁ ମାଲକାନଗିରି ଜିଲାର ୧୧ଟି କ୍ରଶର୍‌କୁ…

ନୂତନ କୋର୍ଟ କୋଠା ଉଦ୍‌ଘାଟିତ

ଚାନ୍ଦିଲି(କୋଟପାଡ଼),୯ା୩(ଡି.ଏନ୍‌.ଏ.):କୋରାପୁଟ ଜିଲା କୋଟପାଡ଼ ଜେଏମ୍‌ଏଫ୍‌ସି କୋର୍ଟର ଏକ ନୂତନ କୋଠା ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ବିଚାରପତି କୃଷ୍ଣରାମ ମହାପାତ୍ର ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ହାଇକୋର୍ଟ ରେଜିଷ୍ଟ୍ରାର ପ୍ରତାପ କୁମାର ପାତ୍ର, କୋରାପୁଟ ଜିଲାଜଜ୍‌ ବିମଲ୍‌ କୁମାର ଚାନ୍ଦ,…

ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ‘ବାହା ପର୍ବ’

ସୁନାବେଡା,୯ା୩(ଡି.ଏନ୍‌.ଏ.): ଆଦିବାସୀ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ସୁନାବେଡା ସାହରାଞ୍ଚଳରେ ମହା ଆଡମ୍ବରରେ ବାହା ପର୍ବ ପାଳିତ ହୋଇଯାଇଛି। ଏଥିରେ ଅନୁଷ୍ଠାନର ସମସ୍ତ ପରିବାର ସମେତ ଅବିଭକ୍ତ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ବସବାସ କରୁଥିବା ସାନ୍ତାଳୀ ସମ୍ପ୍ରଦାୟର ମହିଳା ଓ ପୁରୁଷ…

ପଲିଥିନମୁକ୍ତ ସହର ଗଠନ ଲକ୍ଷ୍ୟରେ ଏସ୍‌ଏଚ୍‌ଜି ମହିଳା

ଜୟପୁର,୮।୩ (ନି.ପ୍ର):ନିଜେ ସ୍ବାବଲମ୍ବୀ ହୋଇ ଜୟପୁରକୁ ପଲିଥିନ ମୁକ୍ତ ସହର ଗଠନ କରିବା ପାଇଁ ୧୦ ମହିଳା ଅଣ୍ଟା ଭିଡିଛନ୍ତି ା ୨୦୧୭ରେ ଜୟପୁର ସହରର ପାରାବେଢା ଅଞ୍ଚଳର ଉକ୍ତ ୧୦ ମହିଳା ମିଶିି ମା’ ସମଲେଶ୍ୱରୀ ସ୍ବୟଂ ସହାୟକ ଗୋଷ୍ଠୀ…

ହାରିବା ପରେ ସଫଳତା

ଜୟପୁର, ୮।୩ (ଡି.ଏନ.ଏ ) ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ ା ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି ଜୀବନ ଯୁଦ୍ଧକୁ ା ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ ଅନେକଙ୍କ ପାଇଁ ରାସ୍ତା…

ସଙ୍କଟରେ କୁମ୍ଭାକାରଙ୍କ କୌଳିକ ବୃତ୍ତି

ଜୟପୁର, ୭ା୩ (ନି.ପ୍ର) କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମ୍ଭାରପୁଟ କୁମ୍ଭାରଙ୍କ ପାଇଁ ପ୍ରସିଦ୍ଧ। କିନ୍ତୁ ଗ୍ରାମରେ ରହୁଥିବା ୨ ପରିବାରଙ୍କ ଜୀବନ ଜୀବିକା ଏବେ ସଙ୍କଟରେ। ପରିବାରର ସମସ୍ତ ସଦସ୍ୟ ୨୪ ଘଣ୍ଟା କାମ କଲେ ମଧ୍ୟ ପେଟ…

ବିଜୁବାବୁଙ୍କ ଜୟନ୍ତୀରେ ଶପଥପାଠ

ଜୟପୁର,୫।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଅବସରରେ ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଏବଂ କର୍ମୀମାନଙ୍କୁ ନେଇ ଏକ ସଭାର ଆୟୋଜନ କରାଯାଇଛି। ଏହି ଅବସରରେ ଲୋକଙ୍କ ସେବା କରିବା ନେଇ ଏକ ଶପଥ ପାଠ କରାଯାଇଥିଲା।

୩ବର୍ଷରେ କେସିସି ବ୍ୟାଙ୍କରେ ୬ କୋଟିର ଦୁର୍ନୀତି ଅଭିଯୋଗ

ଜୟପୁର,୫ା୩(ଡି.ଏନ୍‌.ଏ.) କୋରାପୁଟ କେନ୍ଦ୍ରିୟ ସମବାୟ ବ୍ୟାଙ୍କ (କେସିସିବି)ରେ ଗତ ତିନିବର୍ଷରେ ୬କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏ ନେଇ ରାଜ୍ୟ ଲୋକାୟୁକ୍ତଙ୍କ ନିକଟରେ ମାମଲା ରହିଥିବା ବେଳେ ବୁଧବାର ଆୟୁ୍‌କ୍ତଙ୍କ ନିକଟରେ ପ୍ରତିପକ୍ଷ ହାଜର ହୋଇ ସମସ୍ତ ତଥ୍ୟ ରଖିବାକୁ ପୂର୍ବରୁ…

ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି

ଦଶମନ୍ତପୁର,୪ା୩(ଡି.ଏନ୍‌.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ ଚିତ୍ର।…

ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର

ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ ଜାତୀୟ ରାଜପଥ କାର୍ଯ୍ୟ ସମୟରେ ଯେଉଁ ନିୟମ ରହିଛି, ତାକୁ ଠିକ ଭାବେ ପାଳନ…

ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା:ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ

ଜୟପୁର, ୩।୩ (ନି.ପ୍ର) ଜୟପୁର ଲେକ ପ୍ଲେସିଡ ସଭାଗୃହଠାରେ କୋରାପୁଟ ସୁନ୍ଦର ସ୍ବାସ୍ଥ୍ୟ ଓ ସୁନ୍ଦର ଶରୀର ସଂଘ ତରଫରୁ ରାଜ୍ୟସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ା ସନ୍ତୋଷ କ୍ଲାସିକ ୨୦୨୦ ନାମରେ ଏହା ଆୟୋଜିତ ହୋଇଥିଲା ା ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?