କୋରାପୁଟ

ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ

କୁନ୍ଦୁରା,୧୩।୨(ଡି.ଏନ୍‌.ଏ.) କୋରାପୁଟ ଜିଲାରେ ଚଳିତବର୍ଷ ଖରିଫ ଋତୁରେ ଅମଳ ଧାନ ବିକ୍ରି କରିବା କିମ୍ବା ଚାଷୀ ପଞ୍ଜୀକୃତ ହେବାରେ ପ୍ରଶାସନ ଯେଉଁ ଦାୟିତ୍ୱହୀନତା ଦେଖାଇଛି, ସେଥିରେ ପ୍ରଭାବିତ ହୋଇଛନ୍ତି ଶତାଧିକ ଚାଷୀ। ସେମାନେ ଧାନ ବିକି ନ ପାରି ଏବେ ଅଭାବୀ…

ଛାତ୍ରୀ ନିବାସର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ

ଜୟପୁର,୧୨।୨(ଡି.ଏନ୍‌.ଏ.) – ଜୟପୁର ବ୍ଲକ ବାମୁଣିପୁଟରେ ମଙ୍ଗଳ ବିଭାଗର ବିଦ୍ୟାଳୟ ଓ ଜୁନିୟର କଲେଜ ରହିଛି। କିନ୍ତୁ ଏହି ବିଦ୍ୟାଳୟର ଜୁନିୟର ମହାବିଦ୍ୟାଳୟ ପାଇଁ ନିର୍ମାଣ ହୋଇଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀ ନିବାସ କେତେ ସୁରକ୍ଷିତ, ସେନେଇ ପ୍ରଶ୍ନବାଚୀ…

ସଂପ୍ରସାରଣ ସରିଲାଣି, ରାସ୍ତା ମଝିରୁ ହଟୁନି ଖୁଣ୍ଟ

ଜୟପୁର,୧୨।୨(ନି.ପ୍ର.) – ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩ ବର୍ଷ ହେବ ସାଧାରଣ ଲୋକେ ଏହି କାରଣରୁ ହଇରାଣ ହେବା ସହ ଛୋଟ…

କେନ୍ଦ୍ରମନ୍ତ୍ରୀଙ୍କୁ ସଂସଦୀୟ କ୍ଷେତ୍ର ଦାବି ଜଣାଇଲେ ସପ୍ତଗିରି

ଜୟପୁର,୧୨।୨(ନି.ପ୍ର.) – କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରିଙ୍କୁ ସାକ୍ଷାତ କରିଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭି.କେ. ସିଂ ଓ ବିଜେଡି ଏମ୍‌ପିଙ୍କ ସହ ସେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଥିଲେ। ଏହି ସାକ୍ଷାତ ଅବସରରେ ଅନ୍ୟମାନେ ରାଜ୍ୟର…

ଥମୁନି ବାଲ୍ୟ ବିବାହ ଧାରା ପ୍ରଥା ଦାୟରେ ଏବେ ବି ବଳି ପଡୁଛନ୍ତି ବାଳିକା

ଜୟପୁର,୯ା୨(ନି.ପ୍ର.) ଆଦିବାସୀ ଅଧ୍ୟୁଷିତ ଅବିଭକ୍ତ କୋରାପୁଟ ଜିଲାରେ ଏବେ ବି ବାଲ୍ୟ ବିବାହ ପ୍ରଥା ପ୍ରଚଳିତ ରହିଛି। ପ୍ରଶାସନ ପକ୍ଷରୁ ବାରମ୍ବାର ବାଲ୍ୟ ବିବାହ ରୋକାଯିବା ଘଟଣା ଦର୍ଶାଉଛି ଯେ ଏଯାବତ୍‌ ଏହି ପ୍ରଥା ଲୋପ ପାଇନାହିଁ। ନିରକ୍ଷରତା ଓ ସଚେତନତାର…

ଭାସିଯାଉଥିବା ବେଳେ ଦେବଦୂତ ସାଜି ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ : ପୋଲିସ ପକ୍ଷରୁ ପୁରସ୍କାର

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପ୍ରଖର ସ୍ରୋତରେ ଭାସିଯାଉଥିବା ବାଲାଜୀ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର ୨ ଜଣ ବାଳକ ଉଦ୍ଧାର କରିଥିଲେ। ଦେବଦୂତ ସାଜି ପ୍ରଖର କେନାଲକୁ ଡେଇଁ…

ଭାସିଯାଉଥିବା ବେଳେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ: ଉଭୟଙ୍କୁ ପୁରସ୍କାର ଦାବି

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପୋଲ ଉପରୁ ଶୁକ୍ରବାର ଜଣେ ବ୍ୟକ୍ତି ପାଣି ଭିତରକୁ ଖସି ପଡ଼ିଥିଲେ । ତେବେ ସ୍ରୋତରେ ଭାସିଯାଉଥବା ସମୟରେ ଡଙ୍ଗଗୁଡ଼ାର ୨ ବାଳକ ସଞ୍ଜୟ ପୂଜାରୀ…

ବିଦ୍ୟୁତ ବିଲ୍‌ ବକେୟା ୧୬୭ କୋଟି

ଜୟପୁର,୬ା୨(ନି.ପ୍ର.) କୋରାପୁଟ ଜିଲା ଅଧୀନ ଜୟପୁର ଉପଖଣ୍ଡରେ ୯୬ କୋଟି ଓ କୋରାପୁଟ ଉପଖଣ୍ଡରେ ୭୦ କୋଟି ଟଙ୍କାର ବିଦ୍ୟୁତ ବକେୟା ପଡ଼ିଛି। ୧୫ ତାରିଖ ସୁଦ୍ଧା ବକେୟା ବିଲ୍‌ ଜମା କରିବା ପାଇଁ ସମୟ ଦେଇଛି ସାଉଥ୍‌କୋ। ପ୍ରଚାର ଗାଡ଼ି…

ବେଆଇନ ହୋମିଓପ୍ୟାଥିକ୍‌ ଔଷଧ ଜବତ

ଜୟପୁର,୫।୨(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଲିଙ୍ଗରାଜ ନଗରଠାରେ ବେଆଇନ ଭାବେ ରଖାଯାଇଥିବା ୮୦୦ଟି ହୋମିଓପ୍ୟାଥିକ ଔଷଧ ବୋତଲ ଜବତ କରାଯାଇଛି। ଟାଉନ ଥାନା ଏବଂ ଡ୍ରଗ୍ସ ବିଭାଗ ମିଳିତ ଭାବେ ଏହି ଚଢାଉ କରିଥିଲେ। ଗୃହ ମାଲିକଙ୍କ ହୋମିଓପ୍ୟାଥି ଦୋକାନ…

ବାସି ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ୪୦ ଆକ୍ରାନ୍ତ: ଡାକ୍ତରଖାନାରେ ଭର୍ତ୍ତି, ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ବୈପାରୀଗୁଡ଼ା,୨।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରୀଗୁଡ଼ା ବ୍ଲକ ବୋଡାପୁଟ ପଞ୍ଚାୟତ କୁରୁକୁଟି ଗ୍ରାମରେ ଶୁକ୍ରବାର ଏକ ବିବାହ ଭୋଜି ହୋଇଥିଲା। ଶନିବାର ଭୋଜିର ବଳକା ତଥା ବାସି ଖାଦ୍ୟ ଖାଇ ସନ୍ଧ୍ୟାରେ କିଛି ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ

ଜୟପୁର,୧।୨(ଡି.ଏନ୍‌.ଏ): କୋରାପୁଟ ଜିଲାର ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ କରାଯାଇଛି। କୋରାପୁଟ ଏସ୍‌ପି ମୁକେଶ କୁମାର ଭମୋଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ବନ୍ଦ ଡାକରା: କୋରାପୁଟରେ ସମସ୍ତ ବ୍ୟାଙ୍କ ବନ୍ଦ

ଜୟପୁର,୩୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଳିତ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଏହି ଅବସରରେ ଅନ୍ୟାନ୍ୟ ଘରୋଇ ବ୍ୟାଙ୍କକୁ ଆନ୍ଦୋଳନକାରୀ ବନ୍ଦ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?