କୋରାପୁଟ

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) – ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରିତ କରିବା ଯୋଜନା କରାଗଲା। ଯେଉଁ…

ପ୍ରମାଣପତ୍ର ଥାଇ ମିଳୁନି ଆବାସ, ଭତ୍ତା

କୁନ୍ଦୁରା,୩୦।୧(ଡି.ଏନ୍‌.ଏ.) ଶହେ ପ୍ରତିଶତ ଭିନ୍ନକ୍ଷମ ବୋଲି ପ୍ରଶାସନ ପ୍ରମାଣପତ୍ର ଦେଇଛନ୍ତି। କିନ୍ତୁ ଏହା ସତ୍ତ୍ୱେ ଗୋରୀମଣିଙ୍କୁ ମିଳୁନି ଭତ୍ତା। ତାଙ୍କ ପରିବାରକୁ ଆବାସ ଯୋଜନାରେ ସାମିଲ କରାଯାଉ ନାହିଁ। ଅଭାବରେ ବୁଡ଼ି ଜରାଜୀର୍ଣ୍ଣ ଘରେ ପଡ଼ିରରହିଛନ୍ତି ଗୋରୀମଣି ଓ ତାଙ୍କ ପରିବାର।…

ଏଟିଏମ୍‌ରୁ ବାହାରୁଛି ଜାଲ୍‌ ନୋଟ୍‌

ଜୟପୁର,୩୦।୧(ନି.ପ୍ର./ଡି.ଏନ୍‌.ଏ.) ଏଟିଏମ୍‌ରୁ ନକଲି ନୋଟ୍‌ ବାହାରୁଛି। ଜୟପୁର ଟାଉନ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଜଣେ ହିତାଧିକାରୀ। କୋରାପୁଟ ଜିଲା ଜୟପୁର ଏମ୍‌ଜି ରୋଡଠାରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ରେ ଭୁପତି ସାହି ବାସିନ୍ଦା ହିତେଶ୍ୱର ଦାସ ବୁଧବାର ୩…

ପାଠ, ପରିବାର ପାଇଁ ପେଟ୍ରୋଲ ପମ୍ପରେ ଚାକିରି ସହ ଟ୍ରାଫିକ ଷ୍ଟୁଡେଣ୍ଟ ଭଲ୍ୟୁଣ୍ଟିୟର

ଜୟପୁର,୩୦।୧(ଡି.ଏନ୍‌.ଏ.) ଅର୍ଥର ଅଭାବ ଥିଲା, ତା’ ସାଙ୍ଗକୁ ପରିବାରର ଗୁଜୁରାଣ ଚିନ୍ତା। ଘରର କେଉଁ ପୁରୁଷ ମୁଣ୍ଡକୁ ନୁହେଁ, ବରଂ ୨ ଜଣ କିଶୋରୀଙ୍କୁ ଘାରିଥିଲା ଏହି ଚିନ୍ତା। ପାଠପଢ଼ା ସେଠି ଅପହଞ୍ଚ ସ୍ବପ୍ନ ଥିଲା। କିନ୍ତୁ ଅନୁସୂଚିତ ଜାତି ଓ…

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା ପୋଲିସ। ରଜାନହର ଛକରୁ ତହସିଲ ଅଫିସ ଯାଏ ନୋ ପାର୍କିଂ ଜୋନ୍‌ କରାଯାଇଛି।…

୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ

ଜୟପୁର,୨୬।୧(ଡି.ଏନ.ଏ): କୋରାପୁଟ ଜିଲାର ଜୟପୁରରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜୟପୁର ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଯେଉଁ ଦେଶ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ସମ୍ମାନ ଦେଇଛି ସେହି ଦେଶ…

ବାଲିଯାତ୍ରା ପାଇଁ ବାଲି ସଂଗ୍ରହ

ବୋରିଗୁମ୍ମା, ୨୩ା୧ (ଡି.ଏନ୍‌.ଏ.) ବୋରିଗୁମ୍ମା ଐତିହାସିକ କୃଷି ପର୍ବ ବାଲିଯାତ୍ରା ନିମନ୍ତେ ବୁଧବାର ବାଲି ସଂଗ୍ରହ କରାଯାଇଛି। ଅବିଭକ୍ତ କୋରାପୁଟ ଜିଲାରେ ଏହି ପର୍ବର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଏଠାରେ ପ୍ରତିବର୍ଷ ମାଘ ମଣ୍ଢେଇ ଆୟୋଜିତ ହେଉଥିବା ବେଳେ ପ୍ରତି…

ଜୟପୁରରେ ଭାଜପାର ସିଏଏକୁ ସମର୍ଥନ ରାଲି: ଯୋଗ ଦେଲେ ରୂପା ଗାଙ୍ଗୁଲୀ

ଜୟପୁର,୨୨।୧(ଡି.ଏନ୍‌.ଏ.): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ସଭା ଏମ୍‌ପି ରୂପା ଗାଙ୍ଗୁଲୀ ବୁଧବାର କୋରାପୁଟ ଜିଲା ଜୟପୁର ଯାତ୍ରା କରିଛନ୍ତି। ସେଠାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ ଲାଗି ଭାଜପା ପକ୍ଷରୁ ଆୟୋଜନ ହୋଇଥିବା ଶୋଭାଯାତ୍ରାରେ ସେ ଯୋଗ…

ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

କୋରାପୁଟ, ୨୦।୧(ସ୍ବ.ପ୍ର): କୋରାପୁଟ ଜିଲା ସେମିଳିଗୁଡା ପୋଲିସ ଦ୍ୱାରା ସୋମବାର ବିପୁଳ ପରିମାଣରେ ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ଭର୍ତ୍ତି ଟ୍ରକକୁ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏବେ ସୁଦ୍ଧା ଗଞ୍ଜେଇର ପରିମାଣ…

ନାଁ ଧନମତି, ଦାରିଦ୍ର୍ୟ-ଦୁଃଖ ଆଜନ୍ମ

ବୈପାରୀଗୁଡ଼ା,୨୦ା୧(ଡି.ଏନ୍‌.ଏ.) ନାଁ ତାଙ୍କର ଧନମତି। କିନ୍ତୁ ଦୁଃଖ ଓ ଦାରିଦ୍ର୍ୟ ତାଙ୍କର ଆଜନ୍ମ। ବୈପାରୀଗୁଡ଼ା ବ୍ଲକ ଚେରକା ପଞ୍ଚାୟତ ସିନ୍ଧିଗାଁ ନିକଟସ୍ଥ ଭେଜାପଦର ଗ୍ରାମର ଧନମତି ଗୌଡ଼ (୬୩)ଙ୍କ ଜୀବନ ହେଉଛି ଅତ୍ୟନ୍ତ ଦୁଃଖପୂର୍ଣ୍ଣ ଅଧ୍ୟାୟ। ଦିନ ମଜୁରିଆ ପରିବାରରେ ଜନ୍ମ…

ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ

ଜୟପୁର,୧୮।୧(ଡି.ଏନ୍‌.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ ଉପରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରୁଥିବା କେନ୍ଦ୍ରୀୟ ରୋଷେଇ ପରିଚାଳନା ସଂସ୍ଥାର ୭୦ ଲକ୍ଷ…

ଅବ୍ୟବସ୍ଥିତ ବ୍ୟାଙ୍କସେବା ପାଇଁ ସୁଫଳ ଦେଉନି ‘କାଳିଆ’

ବୈପାରୀଗୁଡ଼ା,୧୭।୧(ଡି.ଏନ୍‌.ଏ.) – ଚାଷୀଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର କାଳିଆ ଯୋଜନା କରିଥିବା ବେଳେ କେନ୍ଦ୍ର ସରକାର ପିଏମ୍‌ କିଷାନ ଯୋଜନା କରିଛନ୍ତି। କିନ୍ତୁ ଏହି ଦୁଇଟି ଯୋଜନାର ଲାଭ ଚାଷୀ ପାଇପାରୁ ନାହାନ୍ତି। ଯୋଜନା ଓ ସଫଳତା ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?