କୋରାପୁଟ

କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ ଥିବା…

ଜାତୀୟ ଥ୍ରୋବଲ ଟୁର୍ନାମେଣ୍ଟ:ଭିଏସ୍‌ ବିଦ୍ୟାଳୟ ଛାତ୍ରୀ ମନୋନୀତ

ସୁନାବେଡା,୭।୧ଛତିଶଗଡର ଦୁର୍ଗଠାରେ ଜାତୀୟ ଥ୍ରୋବଲ ପ୍ରତିଯୋଗିତା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ା ଏଥିରେ ସୁନାବେଡା ମିଗନଗରୀସ୍ଥିତ ଭିଏସ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଜଳ୍ପନା ମହାନ୍ତି ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଗତ ନଭେମ୍ବର ୬ ତାରିଖରେ…

୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ

ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଶ୍ମଶାନରେ ପୋତି ଦେଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର…

ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରିଥିଲା ଜିଲା ପ୍ରଶାସନ। ଖାଦ୍ୟ ଯୋଗାଣ ବିଭାଗର ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ସ୍ତ୍ରୀ, ସ୍ବାମୀ ମୃତ

ପଟାଙ୍ଗୀ, ୨।୧(ଡି.ଏନ.ଏ.): ସୁନାବେଡା ଥାନା ଅନ୍ତର୍ଗତ ଡିପି କ୍ୟାମ୍ପ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ସ୍ତ୍ରୀ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ସୁଧାକର ବିଶ୍ୱାଳ ନିଜ ଘରେ ଲୁଗା ଶୁଖାଉଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଚିତ୍କାର କରିଥିଲେ। ଏହି…

ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ

ଦଶମନ୍ତପୁର,୩୧ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର ଟିଟିଝୋଲା ନିକଟରୁ ଏହି କଙ୍କାଳ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା ପରେ ପୋତି…

ସ୍ତ୍ରୀ ପଥର ମାଡରେ ସ୍ବାମୀ ଗୁରୁତର

  ଚନ୍ଦାହାଣ୍ଡି,୩୧।୧୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଜମାଦାରପଡା ଗ୍ରାମରେ ଗୁରୁବାର ସ୍ତ୍ରୀର ପଥର ମାଡରେ ସ୍ବାମୀ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ମନୁ ଜଗଳ (୫୦)। ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପଥର ମାଡ କରି ରାମବତୀ କୁଆଡେ…

କୋରାପୁଟ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ

ଜୟପୁର,୩୧।୧୨(ଡି.ଏନ.ଏ)ରାଜ୍ୟର ଅନ୍ୟତମ ପୁରାତନ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ ହୋଇଛି ା ଗତ ମଙ୍ଗଳବାର ଦିଲ୍ଲୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ୪୪ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ମୁଖ୍ୟଅତିଥି ଭାବେ…

ଆଦିବାସୀଙ୍କ ସ୍ବପ୍ନରେ ସୀମିତ ରହିଯାଉଛି ଆବାସ

ଦଶମନ୍ତପୁର,୩୦।୧୨(ଡି.ଏନ୍‌.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପରଜା ବେଡ଼ାପଦର ପଞ୍ଚାୟତରେ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ଗୁମର ଧୀରେଧୀରେ ଖୋଲିବାରେ ଲାଗିଛି। ଏହି ଅଞ୍ଚଳର ଆବାସ ଘର ନିର୍ମାଣ କାମ ସଲାସୁତୁରାରେ ଠିକାଦାରଙ୍କ ହାତକୁ ଯାଉଛି। କିନ୍ତୁ କେଉଁଠି ହିତାଧିକାରୀଙ୍କ…

ପାହାଡ଼ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି

ଜୟପୁର,୩୦।୧୨(ଡି.ଏନ୍‌.ଏ.) ଜୟପୁର ସହର ଉପକଣ୍ଠରୁ ମାତ୍ର ୩ କିମି ଦୂର ବାରିଣିପୁଟ ନିକଟସ୍ଥ ମହୁଲଭଟ୍ଟା ରାସ୍ତାରେ ଥିବା ପାହାଡ଼ରୁ ମୋରମ ଓ ମାଟି ବେଆଇନ ଚାଲାଣ କରାଯାଉଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ପାହାଡ଼ରୁ ମାଟି ଓ ମୋରମ କେବଳ…

ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ

ଜୟପୁର,୨୯।୧୨(ଡି.ଏନ୍‌.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍‌ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ଅନେକ ସମୟରେ ଡିଜେର ତାଳେ ତାଳେ ସେ ମଞ୍ଚ…

ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ

ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀର ୨୩ ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?