କୋରାପୁଟ

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି…

ବିଭିନ୍ନ ଦୋକାନରେ ଚଢ଼ାଉ: ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ପଲିଥିନ ସାମଗ୍ରୀ ଜବତ, ୩୮,୫୦୦ ଟଙ୍କା ଜରିମାନା ଆଦାୟ

ଜୟପୁର,୬।୧୨(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି। ଏହି…

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ରାଜେନ୍ଦ୍ର ରଥ(୬୦)ଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ସୂଚନାଯୋଗ୍ୟ,…

ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ

କୋରାପୁଟ,୬।୧୨(ସ୍ବ.ପ୍ର.): କୋରାପୁଟସ୍ଥିତ କାର୍ନିଭାଲ ପଡ଼ିଆରେ ଶୁକ୍ରବାର ୫୭ିତମ ବେସାମରିକ ବାହିନୀର ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲାପାଳ ଦେବେନ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବେସାମରିକ ବାହିନୀର ଏବଂ ଜାତୀୟ ପତାକାକୁ ଉତ୍ତୋଳନ…

୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ

ଜୟପୁର,୫।୧୨(ଡି.ଏନ.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଗତ ୨ ତାରିଖରେ ସମ୍ପୃକ୍ତ ଛାତ୍ରୀଙ୍କ ଜୟପୁର ଜିଲା…

ନାଁକୁ ମଳମୁକ୍ତ ଗ୍ରାମ

ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ପ୍ରତି ଘରେ ପାଇଖାନା ନିର୍ମାଣ ସହ ଏହାର ବ୍ୟବହାର ପାଇଁ ଜିଲା ଜଳ ଓ ପରିମଳ ମିଶନ ଲୋକଙ୍କୁ ପ୍ରୋତ୍ସାହନ ଦେବା ସହ ସଚେତନ କରିଆସୁଛି। କିନ୍ତୁ ଏହାର ସଫଳତା ନେଇ ଯେଉଁ ସରକାରୀ…

କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ

ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଶିକାର ହୋଇଥିବା ୩୦ରୁ ଊର୍ଦ୍ଧ୍ୱ ମହିଳା ସୁନାବେଡ଼ା ଥାନାରେ ଏତଲା…

କମେଣ୍ଟ ମାରି ବିଚ୍‌ ରାସ୍ତାରେ ଯୁବତୀଙ୍କଠାରୁ ଛେଚା ଖାଇଲେ ଯୁବକ, ଭିଡିଓ ଭାଇରାଲ

ଜୟପୁର,୪।୧୨(ଡି.ଏନ୍‌.ଏ.): ବିଚ୍‌ ରାସ୍ତାରେ କମେଣ୍ଟ ମାରୁଥିବା ରୋଡ୍‌ ରୋମିଓଙ୍କୁ ଚାପୁଡ଼ା ମାରିଲେ ଯୁବତୀ। କୋରାପୁଟ ଜିଲା ଜୟପୁର ଜୟନଗରସ୍ଥିତ ଶିଶୁ ପାର୍କ ନିକଟରେ ଘଟିଥିବା ଏପରି କିଛି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ପାର୍କ…

୧୪ ରୁଟ୍‌ରେ ୩୫ରୁ ଊର୍ଦ୍ଧ୍ୱ ବସ୍‌ ବନ୍ଦ

ଜୟପୁର,୪ା୧୨(ନି.ପ୍ର)-ମାଓବାଦୀଙ୍କ ପିଏଲଜିଏ ସପ୍ତାହ ପାଳନ ହେଉଥିବାରୁ ଅବିଭକ୍ତ କୋରାପୁଟ ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଜୟପୁରରୁ ମାଲକାନଗିରି ବସ୍‌ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ସୁରକ୍ଷା ଦୃଷ୍ଟିରୁ ଅବିଭକ୍ତ କୋରପୁଟ ଜିଲାରେ ୩୫ରୁ ଅଧିକ ସରକାରୀ ବସ୍‌ ଚଳାଚଳକୁ ବନ୍ଦ କରାଯାଇଛି…

ସାତସିମିଳିରେ ପାନୀୟ ଜଳ ସାତ ସପନ: ଅଚଳ ଜଳ ପ୍ରକଳ୍ପ, ଭାଙ୍ଗିଲାଣି ଷ୍ଟାଣ୍ଡପୋଷ୍ଟ

ନନ୍ଦପୁର,୪ା୧୨(ଡି.ଏନ୍‌.ଏ.)- କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ଅନ୍ତର୍ଗତ ସାତସିମିଳି ଗ୍ରାମରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଦ୍ୱାରା ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ ସମ୍ପୂର୍ଣ ରୂପେ ବନ୍ଦ ହୋଇ ପଡ଼ିଛି। ଷ୍ଟାଣ୍ଡ ପୋଷ୍ଟଗୁଡ଼ିକ ମଧ୍ୟ ଭାଙ୍ଗିଗଲାଣି। ଏହି ଗ୍ରାମର…

କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲା:ଏସ୍‌ଆଇଟିର ତଦନ୍ତ ଆରମ୍ଭ; ନ୍ୟାୟ ନ ମିଳିଲେ ଝିଅ ଭଳି ମରିଯିବି: ପୀଡ଼ିତାଙ୍କ ମା’

କୋରାପୁଟ,୩।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ଓ ପୀଡ଼ିତାଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌)ର ୩ ଜଣିଆ ଦଳ ସୋମବାର ପ୍ରଥମଥର କୋରାପୁଟରେ ପହଞ୍ଚତ୍ ଖୋଳତାଡ଼ ଆରମ୍ଭ କରିଛନ୍ତି। ୩ ଜଣ ବରିଷ୍ଠ ଆଇପିଏସ୍‌ଙ୍କୁ…

କୁନ୍ଦୁଲି ମାମଲା: କୋରାପୁଟରେ ପହଞ୍ଚିଲା ଏସଆଇଟି ଟିମ୍‌

କୋରାପୁଟ, ୨।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏସଆଇଟି ଟିମ୍‌ ସୋମବାର କୋରାପୁଟ୍‌ରେ ପହଞ୍ଚିଛନ୍ତି। ଏହି ଟିମ୍‌ କୋରାପୁଟ ଡିଆଇଜି କାର୍ଯ୍ୟାଳୟରେ ପହଞ୍ଚି କୁନ୍ଦୁଲି ପୀଡିତାର ମା’ ଦୋମାଇ ସାତି, ଭାଇ ଲକ୍ଷ୍ମଣ ଖରା ଏବଂ ଖୁଡିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?