କୋରାପୁଟ

ଥମୁନି ବାଲ୍ୟ ବିବାହ ଧାରା ପ୍ରଥା ଦାୟରେ ଏବେ ବି ବଳି ପଡୁଛନ୍ତି ବାଳିକା

ଜୟପୁର,୯ା୨(ନି.ପ୍ର.) ଆଦିବାସୀ ଅଧ୍ୟୁଷିତ ଅବିଭକ୍ତ କୋରାପୁଟ ଜିଲାରେ ଏବେ ବି ବାଲ୍ୟ ବିବାହ ପ୍ରଥା ପ୍ରଚଳିତ ରହିଛି। ପ୍ରଶାସନ ପକ୍ଷରୁ ବାରମ୍ବାର ବାଲ୍ୟ ବିବାହ ରୋକାଯିବା ଘଟଣା ଦର୍ଶାଉଛି ଯେ ଏଯାବତ୍‌ ଏହି ପ୍ରଥା ଲୋପ ପାଇନାହିଁ। ନିରକ୍ଷରତା ଓ ସଚେତନତାର…

ଭାସିଯାଉଥିବା ବେଳେ ଦେବଦୂତ ସାଜି ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ : ପୋଲିସ ପକ୍ଷରୁ ପୁରସ୍କାର

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପ୍ରଖର ସ୍ରୋତରେ ଭାସିଯାଉଥିବା ବାଲାଜୀ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର ୨ ଜଣ ବାଳକ ଉଦ୍ଧାର କରିଥିଲେ। ଦେବଦୂତ ସାଜି ପ୍ରଖର କେନାଲକୁ ଡେଇଁ…

ଭାସିଯାଉଥିବା ବେଳେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ: ଉଭୟଙ୍କୁ ପୁରସ୍କାର ଦାବି

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପୋଲ ଉପରୁ ଶୁକ୍ରବାର ଜଣେ ବ୍ୟକ୍ତି ପାଣି ଭିତରକୁ ଖସି ପଡ଼ିଥିଲେ । ତେବେ ସ୍ରୋତରେ ଭାସିଯାଉଥବା ସମୟରେ ଡଙ୍ଗଗୁଡ଼ାର ୨ ବାଳକ ସଞ୍ଜୟ ପୂଜାରୀ…

ବିଦ୍ୟୁତ ବିଲ୍‌ ବକେୟା ୧୬୭ କୋଟି

ଜୟପୁର,୬ା୨(ନି.ପ୍ର.) କୋରାପୁଟ ଜିଲା ଅଧୀନ ଜୟପୁର ଉପଖଣ୍ଡରେ ୯୬ କୋଟି ଓ କୋରାପୁଟ ଉପଖଣ୍ଡରେ ୭୦ କୋଟି ଟଙ୍କାର ବିଦ୍ୟୁତ ବକେୟା ପଡ଼ିଛି। ୧୫ ତାରିଖ ସୁଦ୍ଧା ବକେୟା ବିଲ୍‌ ଜମା କରିବା ପାଇଁ ସମୟ ଦେଇଛି ସାଉଥ୍‌କୋ। ପ୍ରଚାର ଗାଡ଼ି…

ବେଆଇନ ହୋମିଓପ୍ୟାଥିକ୍‌ ଔଷଧ ଜବତ

ଜୟପୁର,୫।୨(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଲିଙ୍ଗରାଜ ନଗରଠାରେ ବେଆଇନ ଭାବେ ରଖାଯାଇଥିବା ୮୦୦ଟି ହୋମିଓପ୍ୟାଥିକ ଔଷଧ ବୋତଲ ଜବତ କରାଯାଇଛି। ଟାଉନ ଥାନା ଏବଂ ଡ୍ରଗ୍ସ ବିଭାଗ ମିଳିତ ଭାବେ ଏହି ଚଢାଉ କରିଥିଲେ। ଗୃହ ମାଲିକଙ୍କ ହୋମିଓପ୍ୟାଥି ଦୋକାନ…

ବାସି ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ୪୦ ଆକ୍ରାନ୍ତ: ଡାକ୍ତରଖାନାରେ ଭର୍ତ୍ତି, ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ବୈପାରୀଗୁଡ଼ା,୨।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରୀଗୁଡ଼ା ବ୍ଲକ ବୋଡାପୁଟ ପଞ୍ଚାୟତ କୁରୁକୁଟି ଗ୍ରାମରେ ଶୁକ୍ରବାର ଏକ ବିବାହ ଭୋଜି ହୋଇଥିଲା। ଶନିବାର ଭୋଜିର ବଳକା ତଥା ବାସି ଖାଦ୍ୟ ଖାଇ ସନ୍ଧ୍ୟାରେ କିଛି ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ

ଜୟପୁର,୧।୨(ଡି.ଏନ୍‌.ଏ): କୋରାପୁଟ ଜିଲାର ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ କରାଯାଇଛି। କୋରାପୁଟ ଏସ୍‌ପି ମୁକେଶ କୁମାର ଭମୋଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ତାରା ପ୍ରସାଦ ବାହିନୀପତି ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ବନ୍ଦ ଡାକରା: କୋରାପୁଟରେ ସମସ୍ତ ବ୍ୟାଙ୍କ ବନ୍ଦ

ଜୟପୁର,୩୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଳିତ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଏହି ଅବସରରେ ଅନ୍ୟାନ୍ୟ ଘରୋଇ ବ୍ୟାଙ୍କକୁ ଆନ୍ଦୋଳନକାରୀ ବନ୍ଦ କରିଛନ୍ତି ।…

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) – ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରିତ କରିବା ଯୋଜନା କରାଗଲା। ଯେଉଁ…

ପ୍ରମାଣପତ୍ର ଥାଇ ମିଳୁନି ଆବାସ, ଭତ୍ତା

କୁନ୍ଦୁରା,୩୦।୧(ଡି.ଏନ୍‌.ଏ.) ଶହେ ପ୍ରତିଶତ ଭିନ୍ନକ୍ଷମ ବୋଲି ପ୍ରଶାସନ ପ୍ରମାଣପତ୍ର ଦେଇଛନ୍ତି। କିନ୍ତୁ ଏହା ସତ୍ତ୍ୱେ ଗୋରୀମଣିଙ୍କୁ ମିଳୁନି ଭତ୍ତା। ତାଙ୍କ ପରିବାରକୁ ଆବାସ ଯୋଜନାରେ ସାମିଲ କରାଯାଉ ନାହିଁ। ଅଭାବରେ ବୁଡ଼ି ଜରାଜୀର୍ଣ୍ଣ ଘରେ ପଡ଼ିରରହିଛନ୍ତି ଗୋରୀମଣି ଓ ତାଙ୍କ ପରିବାର।…

ଏଟିଏମ୍‌ରୁ ବାହାରୁଛି ଜାଲ୍‌ ନୋଟ୍‌

ଜୟପୁର,୩୦।୧(ନି.ପ୍ର./ଡି.ଏନ୍‌.ଏ.) ଏଟିଏମ୍‌ରୁ ନକଲି ନୋଟ୍‌ ବାହାରୁଛି। ଜୟପୁର ଟାଉନ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଜଣେ ହିତାଧିକାରୀ। କୋରାପୁଟ ଜିଲା ଜୟପୁର ଏମ୍‌ଜି ରୋଡଠାରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ରେ ଭୁପତି ସାହି ବାସିନ୍ଦା ହିତେଶ୍ୱର ଦାସ ବୁଧବାର ୩…

ପାଠ, ପରିବାର ପାଇଁ ପେଟ୍ରୋଲ ପମ୍ପରେ ଚାକିରି ସହ ଟ୍ରାଫିକ ଷ୍ଟୁଡେଣ୍ଟ ଭଲ୍ୟୁଣ୍ଟିୟର

ଜୟପୁର,୩୦।୧(ଡି.ଏନ୍‌.ଏ.) ଅର୍ଥର ଅଭାବ ଥିଲା, ତା’ ସାଙ୍ଗକୁ ପରିବାରର ଗୁଜୁରାଣ ଚିନ୍ତା। ଘରର କେଉଁ ପୁରୁଷ ମୁଣ୍ଡକୁ ନୁହେଁ, ବରଂ ୨ ଜଣ କିଶୋରୀଙ୍କୁ ଘାରିଥିଲା ଏହି ଚିନ୍ତା। ପାଠପଢ଼ା ସେଠି ଅପହଞ୍ଚ ସ୍ବପ୍ନ ଥିଲା। କିନ୍ତୁ ଅନୁସୂଚିତ ଜାତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?