ଭିଜିଲାନ୍ସ ଜାଲରେ ଲମତାପୁଟ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା
କୋରାପୁଟ,୧୦।୬(ଅମିତାଭ ବେହେରା): କୋରାପୁଟ ଜିଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି। ଲମତାପୁଟସ୍ଥିତ ସରକାରୀ କ୍ୱାଟର୍ସଠାରେ ଏହି ୮ ହଜାର…
ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣା: କଲେଜ ଅଧୀକ୍ଷକଙ୍କୁ ଭେଟିଲା ବିଜେଡି ଟିମ୍
କୋରାପୁଟ,୭ା୬(ଅମିତାଭ ବେହେରା): ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଆଇସିୟୁ ବେଡ୍ରେ ମଙ୍ଗଳବାର ୬ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଶନିବାର ଜିଲା ବିଜେଡି ଟିମ୍ ଜିଲା ସଭପତି ଝିନ ହିକ୍କାଙ୍କ ନେତୃତ୍ୱରେ ଜିଲା ପରିଷଦ ଅଧ୍ୟକ୍ଷା ସସ୍ମିତା…
ଆଇପିଏଲ୍ ଖେଳକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ମାଡ଼ପିଟ୍, ଜଣେ ମୃତ
ପଟାଙ୍ଗି,୬ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ତଳ ସାହିରେ ବସବାସ କରୁଥିବା ସ୍ବର୍ଗତଃ କମୁ ଲାଛନାଙ୍କ ପୁଅ କମୁ ଅଜିତ୍ ଗୁରୁତର ହୋଇ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ରହିଥିଲେ। ଗୁରୁବାର…
ଶୋଇଥିବା ବେଳେ ଚାଲି ଆସିଲା ଭାଲୁ, ଆଉ ତା’ପରେ…
କୋଟପାଡ଼,୫।୬(ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ବ୍ଲକ ଗୁମୁଡା ପଞ୍ଚାୟତରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହେଇଛନ୍ତି। ସେ ହେଲେ ରାଧା ଚାଲନ(୬୦)। ମିଳିଥିବା ସୂଚନା ମୁତାବକ, କୋଟପାଡ଼ ଅଞ୍ଚଳ ଇନ୍ଦ୍ରାବତୀ ନଦୀକୁଳର ମକା ଚାଷ…
କୋରାପୁଟରେ ୬ ରୋଗୀଙ୍କ ମୃତ୍ୟୁ ଘଟଣା: ମେଡିକାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, କଂଗ୍ରେସ ପକ୍ଷରୁ ପ୍ରତିବାଦ
କୋରାପୁଟ,୫।୬(ଅମିତାଭ ବେହେରା): କୋରାପୁଟ ମେଡିକାଲରେ ୬ ରୋଗୀଙ୍କ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିବା ନେଇ ଗୁରବାର ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କୋରାପୁଟ ମେଡିକାଲରେ ପହଞ୍ଚିଛନ୍ତି। ମନ୍ତ୍ରୀ ମେଡିକାଲ କଲେଜର ସର୍ଜରୀ ୱାର୍ଡ ପରିଦର୍ଶନ କରିଥିବା ଜଣାପଡ଼ିଛି। ଏହି ଗ୍ରସ୍ତ…
ଶୀହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭୁଲ ଇଞ୍ଜେକସନ ଯୋଗୁ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି: ଜିଲାପାଳ କହିଲେ…
କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ଶୀହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଅବହେଳା ଯୋଗୁ ମତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ହୋଇଥିବା ଅଭିଯୋଗ ଆସିଛି। ସେଥି ମଧ୍ୟରୁ ସର୍ଜରୀ ଆଇସିୟୁରେ ରହି ଚିକିତ୍ସା ହେଉଥିବା ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା…
ଗୋଟିଏ ରାତିିରେ କୋରାପୁଟ ମେଡିକାଲରେ ଅବହେଳା ଯୋଗୁ ଗଲା ୫ ଜୀବନ: ଅଭିଯୋଗ ଆଣିଲେ…
କୋରାପୁଟ,୪।୬(ଅମିତାଭ ବେହେରା ):କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିପିଟାଲରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଯାଇଛି। ଚିକିତ୍ସିତ ହେଉଥିବା ୫ ରୋଗୀ ରାତିରେ ମୃତ୍ୟୁବରଣ କରିଥିବା ଅଭିଯୋଗ ହେଉଥିବା ବେଳେ ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ…
ମଦ ବନ୍ଦ ଦାବି ତେଜିଲା: ବିଧାୟକଙ୍କ ନେତୃତ୍ୱରେ ଗର୍ଜିଲେ ମହିଳା
କୋରାପୁଟ/ଲକ୍ଷ୍ମୀପୁର,୨।୬(ଅମିତାଭ ବେହେରା/ଅନନ୍ତ ପ୍ରସାଦ ନାୟକ) କୋରାପୁଟ ଜିଲାର ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀର ନାରାୟଣପାଟଣା, ବନ୍ଧୁଗାଁ, ଲକ୍ଷ୍ମୀପୁର ଓ ଦଶମନ୍ତପୁର ଆଦି ୪ଟି ବ୍ଲକ ଅଞ୍ଚଳରେ ସମ୍ପୂର୍ଣ୍ଣ ମଦ ବନ୍ଦ ଦାବି ନେଇ ରବିବାର କୋରାପୁଟ ଏମ୍ପି ଏବଂ କଂଗ୍ରେସର ସମର୍ଥନ ଏକ…
ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର: ବିଟେକ୍ ଛାତ୍ର ଗିରଫ
ଜୟପୁର,୧ା୬(ପବନ ପାଣିଗ୍ରାହୀ): ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ଅଭିଯୋଗରେ ଜୟପୁର ମହିଳା ଥାନା ପୋଲିସ ଜଣେ ବିଟେକ୍ ଛାତ୍ରଙ୍କୁ ରବିବାର ଗିରଫ କରିଛି। ଅଭିଯୁକ୍ତ ହେଲେ ନବରଙ୍ଗପୁର ଖାତିଗୁଡାର ଇସ୍ରାଏଲ ନାୟକ(୨୫)। ସୁଚନା ଅନୁଯାୟୀ, ଏକ ଘରୋଇ କଲେଜରେ…
ଜିଲା ପରିଷଦ ଉପାଧ୍ୟକ୍ଷ ଆଣିଲେ ବଡ଼ ଅଭିଯୋଗ: ସରକାରୀ ଯୋଜନାରେ ହେଉଛି ଦୁର୍ନୀତି
କୁନ୍ଦୁରା,୩୧ା୫(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ ଅନ୍ତର୍ଗତ ୨ ଜିଲା ପରିଷଦ ମିଳିତ ଭାବେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏଥିରେ ରାଧାବିନୋଦ ସାମନ୍ତରାୟ ଓ କନକଲତା ପେଣ୍ଟିଆ ଏବଂ କୃଷକ କଲ୍ୟାଣ ମଞ୍ଚର ସମ୍ପାଦକ ନରେନ୍ଦ୍ର ପ୍ରଧାନ ମିଳିତ…
ବ୍ଲକ୍ ଅଧ୍ୟକ୍ଷାଙ୍କ ବିରୋଧରେ ଏକତ୍ରିତ ହେଲେ ସରପଞ୍ଚ, ସମିତିସଭ୍ୟ; ଦୋହରାଇଲେ ଅନାସ୍ଥା ପ୍ରସ୍ତାବ
ପଟ୍ଟାଙ୍ଗି,୩୦ା୫(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସଭାଗୃହରେ ଚାଲିଥିବା ସପ୍ତମ ପଞ୍ଚାୟତ ସମିତି ବୈଠକରେ ଅଂଶଗ୍ରହଣ ନ କରି ବାହାରେ ବ୍ଲକ୍ ଉପାଧ୍ୟକ୍ଷ, ସରପଞ୍ଚ ଓ ସମିତିସଭ୍ୟମାଦେ ଏକତ୍ରିତ ହୋଇ ଅଧ୍ୟକ୍ଷା କଳ୍ପନା ପାଙ୍ଗୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ…
ଗିରଫ ହେଲେ ହାର୍ଡକୋର ମାଓବାଦୀ ହିଡ୍ମା
କୋରାପୁଟ,୨୯ା୫(ଅମିତାଭ ବେହେରା): ଗୁରୁବାର ଭୋର୍ରୁ ବୈପାରୀଗୁଡ଼ା ଥାନାର ପେଟିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରୁ ଜଣେ ହାର୍ଡକୋର୍ ଏସିଏମ୍ ର଼୍ୟାଙ୍କର ମାଓବାଦୀ ମୋହନ ତଥା କୁଞ୍ଜମ ହିଡ୍ମାକୁ କୋରାପୁଟ ଡିଭିଏଫ୍ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ଅପରାହ୍ନରେ ସ୍ଥାନୀୟ ଏସ୍ପି କାର୍ଯ୍ୟାଳୟ…
Archives


