କୋରାପୁଟ

ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି କରି ଶୁକ୍ରବାର ସକାଳୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ମେଡିକାଲରେ ପରିମଳ ବ୍ୟବସ୍ଥା ବିଗିଡ଼ିଯାଇଛି।…

ଛାତ୍ରଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଜୟପୁର, ୧୭।୯(ଡି.ଏନ.ଏ):କୋରାପୁଟ ଜିଲା ଜୟପୁର ସହରର ଗୋପବନ୍ଧୁ ଶିଶୁ ଭବନଠାରେ ଜଣେ ୧୪ ବର୍ଷିଆ ଅନ୍ତେବାସୀ ଦଶମ ଶ୍ରେଣୀର ଛାତ୍ର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ…

କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଜାତୀୟ ଲୋକ ଅଦାଲତକୁ ବନ୍ଦ କଲେ ଆଇନଜୀବୀ

ଜୟପୁର, ୧୪।୯(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ଡିସେମ୍ବର ୪ରୁ ଚାଲୁ ରହିଛି। ଦୀର୍ଘ ୧୦ମାସ ହେବ ଏହି ଦାବିନେଇ ଆନ୍ଦୋଳନ ଜାରି ରହିଥିବା ବେଳେ ଶନିବାର ଜାତୀୟ ଲୋକ ଅଦାଲତକୁ…

କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍‌ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ

କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍‌ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଥିବା ସହକାରୀ କଫି ଉପନିର୍ଦ୍ଦେଶକ ଡା. ଦୟାନିଧି ବାଘ ମଙ୍ଗଳବାର…

ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବି: ଜାତୀୟ ରାଜପଥ ଅବରୋଧ, ୨୦ ଅଟକ

ଜୟପୁର, ୧୦।୯(ନି.ପ୍ର.): ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବିରେ ମଙ୍ଗଳବାର ସକାଳେ କୋରାପୁଟ ଜିଲା ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ମୁଖ୍ୟ ଟ୍ରାଫିକ ଛକକୁ ଅବରୋଧ କରାଯାଇଥିଲା। ଫଳରେ ଦୀର୍ଘ ୨ ଘଣ୍ଟା ଧରି ଉଭୟ ପଟେ ଶହ…

ପାଣିକୁଣ୍ଡରେ ବୁଡ଼ି ଚାଲିଗଲା ୩ ବର୍ଷ ଶିଶୁର ଜୀବନ

ବୋରିଗୁମ୍ମା,୯ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ଦିଣ୍ଡାରାଜାଗୁଡ଼ାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପାଖରେ ଥିବା ପାଣିକୁଣ୍ଡରେ ବୁଡ଼ିଯାଇ ଜଣେ ଶିଶୁର ମୃତ୍ୟୁ ହୋଇଛି। ମୃତକ ହେଲେ ଦିଣ୍ଡାରାଜା ଗ୍ରାମର କୃପାସିନ୍ଧୁ ଗୌଡ଼ଙ୍କ ୩ ବର୍ଷର ପୁଅ ଶିବ। ସୋମବାର…

କୋରାପୁଟରେ ୮୭୮.୨ ମିମି ବର୍ଷା ରେକର୍ଡ: ବ୍ରିଜ ଉପରେ ଚାଲିଛି ପାଣି, ନନ୍ଦପୁର-ଲମତାପୁଟ ଯୋଗାଯୋଗ ବିଚ୍ଛିନ୍ନ

କୋରାପୁଟ,୬।୯(ସ୍ବ.ପ୍ର.)- କୋରାପୁଟ ଜିଲାରେ ଶୁକ୍ରବାର ୮୭୮.୨ ମିମି ବର୍ଷା ହୋଇଥିବା ଜିଲା ଜରୁରି ବିଭାଗ ପକ୍ଷରୁ ସୁଚନା ମିଳିଛି। ସେଥିମଧ୍ୟରୁ ଜିଲାର ନନ୍ଦପୁର ବ୍ଲକରେ ସର୍ବାଧିକ ୧୫୫.୪ ମିମି ବର୍ଷା ହୋଇଥିବାବେଳେ ସେମିଳିଗୁଡା ବ୍ଲକରେ ୫୯ ମିମି, କୋଟପାଡ ବ୍ଲକରେ ୧୨୮…

ରାସ୍ତାପାର୍ଶ୍ୱରେ ପଡ଼ିରହିଛି ଶିଶୁର ମୃତଦେହ

ଜୟପୁର,୪।୯(ଡି.ଏନ୍‌.ଏ.): ଜୟପୁରରୁ ବିଶାଖାପାଟଣା ଯିବା ମୁଖ୍ୟ ରାସ୍ତା ଲମତାପୁଟ ତୁସୁବା ଛକ ନିକଟରେ ଏକ ଶିଶୁର ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଶିଶୁଟିକୁ କିଏ କାହିଁକି ରାସ୍ତା କଡ଼ରେ ଫିଙ୍ଗି ଚାଲିଯାଇଛି ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।…

ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍‌

ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ…

ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର ପାଇ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନିଦ୍ଦେର୍ଶ କ୍ରମେ ବିସିଂପୁର ପୋଲିସ ଓ…

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୩୫ ମିମି ବର୍ଷା ହୋଇଥିବା ବେଳେ ସେମିଳିଗୁଡ଼ା ବ୍ଲକରେ ୭୫ ମିମି, ନନ୍ଦପୁର…

ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ

ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍‌.ଏ.):ମାଟ୍ରିକ୍‌ରେ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍‌ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର ପେଟ ପୋଷିବା ପାଇଁ ସେହି ଅଟୋର ଷ୍ଟିଅରିଂ ନିଜ ହାତକୁ ନେଇ ଯାଇଥିଲେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?