କୋରାପୁଟ

ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜୟପୁର,୧୯।୮(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁର ଉପଖଣ୍ଡର ୬ଟି ବ୍ଲକ ଏବଂ ଗୋଟିଏ ପୌରାଞ୍ଚଳରେ କାର୍ଯ୍ୟରତ ୫୪ ଅସ୍ଥାୟୀ ବିଏସ୍‌ଏନ୍‌ଏଲ୍‌ କର୍ମଚାରୀ ସୋମବାର କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ନିଜର ସୁରକ୍ଷା ଏବଂ ପରିଚୟ ପତ୍ର ଦାବି ନେଇ ଏହି ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି।

କୋରାପୁଟ ଡିଏଫଓଙ୍କ କାର୍ଯ୍ୟାଳୟ ଘେରାଉ

ଜୟପୁର,୧୯।୮(ଡି.ଏନ୍‌.ଏ): କୋରାପୁଟ ଜିଲା ଡିଏଫଓଙ୍କ କାର୍ଯ୍ୟାଳୟ ସୋମବାର କେନ୍ଦୁପତ୍ର ଅସ୍ଥାୟୀ କର୍ମଚାରୀ ସଂଘ ପକ୍ଷରୁ ଘେରାଉ କରାଯାଇଛି। ସୁପରଭାଇଜର, ଚେକର ଓ ଚପରାସିଙ୍କୁ ବାର୍ଷିକ ନିର୍ଦ୍ଧାରିତ ଦିନ କାର୍ଯ୍ୟପ୍ରଦାନ କରିବା ସହିତ ପାରିଶ୍ରମିକ ଦେବା ଦାବି ନେଇ ଘେରାଉ ହେରଇଛି।

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ଅଖିଆ ଫେରିଲେ ୧୨୯ ଛାତ୍ରୀଛାତ୍ର

ଜୟପୁର, ୧୮।୮(ଡି.ଏନ.ଏ ): କୋରାପୁଟ ଜିଲା ଜୟପୁର ବ୍ଲକ ଏକମ୍ବା ପଞ୍ଚାୟତ ଅଧୀନ ଚିକିମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ଭାତରୁ ଶନିବାର ଏକ ଝିଟିପିଟି ବାହାରିଛି । କୌଣସି ଛାତ୍ରୀଛାତ୍ରଙ୍କୁ ଉକ୍ତ ଖାଦ୍ୟ ପ୍ରଦାନ କରାଯାଇନାହିଁ । ୧୨୯ ଛାତ୍ରୀଛାତ୍ର…

ଥାନାଧିକାରୀଙ୍କ ବଦଳି ଦାବିରେ ଗ୍ରାମବାସୀ ଏସ୍‌ପିଙ୍କ ଦ୍ୱାରସ୍ଥ

କୋରାପୁଟ,୧୭।୮(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆ ଥାନାଧିକାରୀଙ୍କ ବଦଳି ଦାବି କରି ଦୁଇ ଗ୍ରାମର ଶତାଧିକ ଗ୍ରାମବାସୀ ଶନିବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଗତ ଜୁଲାଇ…

ମାଲବାହୀ ଟେନ୍‌ ଧକ୍କାରେ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୭।୮(ସ୍ବ.ପ୍ର.) : କୋରାପୁଟ ଟାଉନ ଥାନା ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସୁନାବେଡ଼ାସ୍ଥିତ ହାଲ୍‌ କର୍ମଚାରୀ କେଦାରନାଥ…

ଭିଜିଲାନ୍ସ ହାତରେ ମାଲକାନଗିରି ଜିଲା ଯୋଗାଣ ଅଧିକାରୀ

ଜୟପୁର, ୧୭।୮(ନି.ପ୍ର.): ମାଲକାନଗିରି ଜିଲା ଯୋଗାଣ ଅଧିକାରୀ ଅଭିମନ୍ୟୁ ମହାନ୍ତି ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଖବର ଲେଖାଯିବା ସୁଦ୍ଧା କାଗଜ ପତ୍ର ଯାଞ୍ଚ କରାଯାଉଥିବା ଯୋଗୁ ଯାଞ୍ଚ ପରେ ସମସ୍ତ ତଥ୍ୟ ଜଣାପଡ଼ିବ। ସୂଚନାନୁଯାୟୀ, ଅଭିମନ୍ୟୁ ୧ ଲକ୍ଷ ୯୧…

ନନ୍ଦପୁରରେ ସ୍ବାଧୀନତା ଦିବସ

ନନ୍ଦପୁର, ୧୫।୮(ଡି.ଏନ୍‌.ଏ.)-କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ନନ୍ଦପୁର ସଦର ମହକୁମାସ୍ଥିତ ସମସ୍ତ ବିଦ୍ୟାଳୟ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ଅଭିଭାବକ, ସମସ୍ତ କାର୍ଯ୍ୟାଳୟ କର୍ମଚାରୀ ସକାଳ ୯ଟାରେ ସରକାରୀ…

ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ସେମିଳିଗୁଡା, ୧୫।୮(ସ୍ବ.ପ୍ର.)- ସେମିଳିଗୁଡ଼ାସ୍ଥିତ ସାଉଥ୍‌-କୋ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ପ୍ରଥମେ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ପରେ ଏହି ଅବସରରେ ସ୍ଥାନୀୟ ପାହଡ଼ରେ ସାଉଥ୍‌-କୋ କର୍ମଚାରୀମାନେ ଚାରାରୋପଣ କରିଥିଲେ। ପରିବେଶକୁ ସବୁଜସୁନ୍ଦର କରିବା ଲକ୍ଷ୍ୟରେ ଆମ୍ବ,…

କୋରାପୁଟରେ ସ୍ବାଧୀନତା ଦିବସ : ବୈଷୟିକ ମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କୋରାପୁଟ,୧୫।୮(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପଡ଼ିଆରେ ଜିଲାସ୍ତରୀୟ ସଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ…

ଜୟପୁରରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଜୟପୁର,୧୫।୮(ନି.ପ୍ର.) : ଜୟପୁର ମୁଖ୍ୟରାସ୍ତାରେ ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଥିଲେ। ଜୟପୁର ଉପଖଣ୍ଡର ଏନ୍‌ସିସି, ଗାଇଡ଼,ସ୍କାଉଟ, ସିଭିଲିୟନ,ଘୋଷ…

ନାଳରେ ବୁଡି ନାବାଳକ ମୃତ

କୋରାପୁଟ, ୧୪।୮(ସ୍ବ.ପ୍ର): କୋରାପୁଟ ଜିଲାର ଜଲାପୁଟ ପାଣ୍ଡି ଅନ୍ତର୍ଗତ ଝୁଲା ବ୍ରିଜ ନିକଟରେ ଥିବା ନାଳରେ ବୁଡି ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନନ୍ଦପୁର ବ୍ଲକ ଖିନମୁଙ୍ଗ ଗ୍ରାମର ରବି ଖିଲଙ୍କ ପୁଅ ସନ୍ଦୀପ ଖିଲ(୯)। ମିଳିଥିବା ସୂଚନା…

ବିଏସ୍‌ଏଫ୍‌ ଏଏସ୍‌ଆଇଙ୍କ ଦାୟିତ୍ୱହୀନତା : ଟ୍ରେନ୍‌ରେ ଛାଡ଼ିଦେଲେ ୬୦ ରାଉଣ୍ଡ ଗୁଳି

ଜୟପୁର,୧୪ା୮(ନି.ପ୍ର./ଡି.ଏନ୍‌.ଏ.): ବିଶାଖପାଟଣା-କିରଣ୍ଡୁଲ ଏକ୍ସପ୍ରେସ୍‌ରୁ ମଙ୍ଗଳବାର ଇନସାସ୍‌ ରାଇଫଲର ୬୦ ରାଉଣ୍ଡ ଗୁଳି (୩ଟି ମାଗାଜିନ) ଏବଂ ଗୋଟିଏ ୟୁନିଫର୍ମ ବେଲ୍ଟ ଉଦ୍ଧାର କରିଛି କୋରାପୁଟ ଜିଲା ଜୟପୁର ଆରପିଏଫ୍‌। ବିଏସ୍‌ଏଫ୍‌ର ଜଣେ ଏଏସ୍‌ଆଇ ଏହି ଟ୍ରେନ୍‌ରେ ଯିବାବେଳେ ନିଜ ସିଟ୍‌ରେ ଉପରୋକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?