କୋରାପୁଟ

କୋରାପୁଟରେ ୫୬୬.୭ ମିମି ବର୍ଷା ରେକର୍ଡ: ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି

କୋରାପୁଟ,୨୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୫୬୬.୭ ମିମି ବର୍ଷା ହୋଇଥିବାବେଳେ ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡ଼ିଛି। ସେହିପରି କୋରାପୁଟ ବ୍ଲକରେ ୨୨ ମିମି ବର୍ଷା ହୋଇଥିବାବେଳେ ଲମତାପୁଟରେ ୪୬.୧ ମିମି,…

ଥାନାଧିକାରୀ ୧୦ ହଜାର ଲାଞ୍ଚ ନେବା ମାମଲା: ଅଭିଯୁକ୍ତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୨୩।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଥାନାଧିକାରୀ ୧୦ ହଜାର ଲାଞ୍ଚ ନେଉଥିବା ମାମଲାରେ ବୁଧବାର ରାୟ ପ୍ରକାଶ ପାଇଛି । ଏଥିରେ ରାୟଗଡ଼ା ଜିଲା ବିଷମକଟକ ପୂର୍ବତନ ଥାନାଧିକାରୀ ନୀଳକଣ୍ଠ ମହାପାତ୍ରଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…

ମାଓବାଦୀଙ୍କ ନାମରେ ଠିକାଦାରଙ୍କୁ ୨୫ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ: ନାରାୟଣପାଟଣାରୁ ୩ ନକଲି ମାଓବାଦୀ ଗିରଫ

କୋରାପୁଟ/ନାରାୟଣପାଟଣା,୨୨।୧୦(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରୁ ମଙ୍ଗଳବାର ୩ ଜଣ ନକଲି ମାଓବାଦୀଙ୍କୁ କରାଯାଇଛି। ନାରାୟଣପାଟଣା ଅଞ୍ଚଳରେ ବହୁ ଠିକାଦାରଙ୍କଠାରୁ ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗରେ ଏମାନଙ୍କୁ ନାରାୟଣପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା…

ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍‌ ଲାଇନ୍‌ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା ଚିଲିକାମର ରିଙ୍କୁ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ରିଙ୍କୁ ବବିୟାସ୍ଥିତ କାଜୁ ମିଲ୍‌ରେ ଦୀର୍ଘଦିନ…

୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପକ୍ଷରୁ ସୋମବାର ସ୍ଥାନୀୟ ପୋଲିସ ପଡିଆଠାରେ ୬୦ତମ ପୋଲିସ ଶହୀଦ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ମାତୃକାର ସୁରକ୍ଷା କରିବା ନେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ…

୩ ନକଲି ମାଓବାଦୀ ଗିରଫ : ଦେଶୀ ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ ୩ ବର୍ଷ ଧରି ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ ଅଭିଯୋଗରେ ସୋମବାର କାକିରିଗୁମ୍ମା ପୋଲିସ ୩ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ କୋରାପୁଟ ଜିଲା ସେମିଳିଗୁଡ଼ା ଥାନା ଉପରସାହିର ଶୁକଦେବ ମହାନନ୍ଦିଆ(୩୭),…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ

କୋରାପୁଟ,୧୫।୧୦(ସ୍ବ.ପ୍ର): କୋରାପୁଟ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ପ୍ରଦାନ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନସ୍‌ ମାଧ୍ୟମରେ ଘୋଷଣାକୁ ନେଇ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ା କିନ୍ତୁ ଏପରି ଘୋଷଣା କେବଳ ଲୋକଙ୍କୁ ଭୁଅଁା ବୁଲାଇବା ପାଇଁ କରାଯାଇଛି ବୋଲି…

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୧୬ ଗିରଫ, ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ସଦର ଓ ଟାଉନ ଥାନା ପୋଲିସ ପକ୍ଷରୁ ରବିବାର ବିଳମ୍ବିତ ରାତ୍ରରେ ସହରର ସୁନାପୁର ଓ ସଦର ଥାନା ଅନ୍ତର୍ଗତ ଅପରକୋଲାବ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ୧୬ ଜୁଆଡିଙ୍କୁ ଗିରଫ କରାଯାଇଥିବା…

ମଦ ବନ୍ଦ ପାଇଁ ମହିଳାଙ୍କ ସଙ୍କଳ୍ପ:ଥାନା, ଅବକାରୀ କାର୍ଯ୍ୟାଳୟ ଘେରାଉ ପାଇଁ ଚେତାବନୀ

କୁନ୍ଦୁରା,୧୨ା୧୦(ଡି.ଏନ୍‌.ଏ.)କୋରାପୁଟ ଜିଲା କୁନ୍ଦୁରା ଅଧୀନସ୍ଥ ନବଗଠିତ ପଖନାଗୁଡ଼ା ପଞ୍ଚାୟତର ତ୍ରିନାଥ ମନ୍ଦିରରେ ୫ ଶହରୁ ଊର୍ଦ୍ଧ୍ୱ ମହିଳା ଦେଶୀ ମଦ ତିଆରି ଏବଂ ବିକ୍ରି ବନ୍ଦ କରିବା ପାଇଁ ଶନିବାର ଶପଥ ନେଇଛନ୍ତି। ଦୀର୍ଘ ୩୦/୪୦ ବର୍ଷ ହେଲାଣି ଏଠାରେ ଅବାଧ…

ତେଲିଙ୍ଗିରି ପ୍ରକଳ୍ପ: କାର୍ଯ୍ୟକ୍ଷମ ସତ୍ତ୍ୱେ ଚାଷଜମିକୁ ମାଡୁନି ଜଳ

ଜୟପୁର,୧ା୧୦(ନି.ପ୍ର.): ତେଲିଙ୍ଗିରି ପ୍ରକଳ୍ପ ହେବ ଆଉ ହଜାର ହଜାର ହେକ୍ଟର ଚାଷଜମିକୁ ପାଣି ମାଡ଼ିବ। ଫସଲ ଦୁଇଗୁଣା ହେବ। ଚାଷୀଙ୍କ ମୁହଁରେ ହସ ଫୁଟିବ। ଏହି ଉଦ୍ଦେଶ୍ୟ ରଖି କୋରାପୁଟ ଜିଲାରେ ୨୦୦୫ରେ ତେଲିଙ୍ଗିର ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା। କିନ୍ତୁ ପ୍ରକଳ୍ପ…

ବିଛଣା ଧରିଲା ଘର ଚଳାଉଥିବା ଯୁଆନ ପୁଅ

ଦଶମନ୍ତପୁର,୧୧ା୧୦(ଡି.ଏନ୍‌.ଏ.): ଦିନେ ସେ ଘର ଚଳାଉଥିବା ଯୁଆନ ପୁଅ ଥିଲେ। କିନ୍ତୁ ଏବେ ସକାଳ ହେଲେ ପରିବାର ଲୋକେ ତାଙ୍କୁ ଘରୁ ଟେକି ଆଣି ବାରଣ୍ଡାରେ ବସାଇ ଦେଉଛନ୍ତି। ସନ୍ଧ୍ୟାରେ ପୁଣି ଟେକି ନେଇ ଘରେ ଶୁଆଇ ଦେଉଛନ୍ତି। ୨୬ ବର୍ଷର…

ବଜ୍ରପାତରେ ଗୋରୁ ଚରାଳିଙ୍କ ସମେତ ୮ଗୋରୁ ମୃତ

ନାରାୟଣପାଟଣା, ୮।୧୦(ଡି.ଏନ୍‌.ଏ.)-ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ବାରି ଗାଁ ନିକଟ ମାଠିଆ ସାହି ଜଙ୍ଗଲରେ ବଜ୍ରପାତ ଘଟି ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଗୋରୁ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବାରି ଗାଁର ବିକେୟା ତାଡିଙ୍ଗି(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?