ଖେଳ ଉପକରଣ ବଣ୍ଟନରେ ଦୁର୍ନୀତି: ଖବର ପ୍ରସାରଣ ପରେ ଅଧିକାରୀ ଛାନିଆ, ଭିଜିଲାନ୍ସ ତଦନ୍ତ ଆବଶ୍ୟକ କହିଲେ କୁନ୍ଦୁରା ବ୍ଲକ ଅଧ୍ୟକ୍ଷା
କୁନ୍ଦୁରା,୨୮।୫(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ କାର୍ଯ୍ୟାଳୟରେ ଖେଳ ଉପକରଣରେ ଦୁର୍ନୀତି ଅଭିଯୋଗ ଘଟଣା ଧରିତ୍ରୀ ଖବରକାଗଜରେ ପ୍ରକାଶିତ ହୋଇଥିଲା। ଏହାପରେ ସରକାରୀ କର୍ମଚାରୀଙ୍କ ଭିତରେ ଛନକା ପଶିଯାଇଛି। କାର୍ଯ୍ୟକାରୀ ହୋଇସାରିଥିବା ପ୍ରତ୍ୟେକ ଯୋଜନାକୁ ନେଇ କର୍ମଚାରୀ ଚିନ୍ତାରେ ଅଛନ୍ତି…
ମାଲ୍ବାହୀ ଲାଇନ୍ଚ୍ୟୁତ, ଟ୍ରାକ୍ରୁ ଖସିଲା ୨୫ ବଗି, ଟନେଲ୍ରେ ଫସି…
କୋରାପୁଟ,୨୮ା୫(ଅମିତାଭ ବେହେରା): ବୁଧବାର ଅପରାହ୍ନରେ ଆନ୍ଧ୍ରର ଚିମିଡ଼ିପାଲି ରେଳ ଷ୍ଟେଶନ ନିକଟରେ ଏକ ଟନେଲ ଭିତରେ ମାଲ୍ବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ମାଲବାହୀର ୨୫ରୁ ଊଦ୍ଧର୍ବ ବଗି ଲାଇନଚ୍ୟୁତ ହୋଇଛି। ଏହି ଟନେଲ ମଧ୍ୟରେ ରହିଛି ଟ୍ରେନ୍ର ଅଧା ବଗି।…
ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…
କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…
ମଦ ଭାଟିରେ ତାଲା ପକାଇଲେ ବିଧାୟକ
କୋରାପୁଟ/ନାରାୟଣପାଟଣା,୨୬ା୫(ଅମିତାଭ ବେହେରା/ରାଜକିଶୋର ଜେନା)-କୋରାପୁଟ ଜିଲାର ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମ୍ପୂର୍ଣ୍ଣ ଭାବେ ମଦ ବନ୍ଦ ନେଇ ସୋମବାର ଆନ୍ଦୋଳନ କରାଯାଇଛି। ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତାଙ୍କ ନେତୃତ୍ୱରେ ବନ୍ଧୁଗାଁ, ନାରାୟଣପାଟଣା ଓ ଲକ୍ଷ୍ମୀପୁର ବ୍ଲକ୍ରେ ଆନ୍ଦୋଳନ ହୋଇଛି। ସୋମବାର ବିଧାୟକ…
ସାଇକେଲରେ ଯିବା ବେଳେ ଖୁବ୍ ଜୋର୍ରେ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…
କୋଟପାଡ଼,୨୫ା୫(ରାଜକିଶୋର ରାଓ): କୋରାପୁଟ ଜିଲା କୋଟପାଡ଼ ବ୍ଲକ ଏସ.ବି ନୂଆଗାଁ ପଞ୍ଚୟତ ଅଞ୍ଚଳରେ କିଛିଦିନ ହେବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ରବିବାର ସନ୍ଧ୍ୟାରେ ଏସବି ନୂଆଗାଁ ପଞ୍ଚୟତରେ ଘଡ଼ଘଡ଼ି ସହ ବିଜୁଳି ମାରିବାରୁ ପଞ୍ଚୟତର କୁମାହାଣ୍ଡି ଗ୍ରାମର…
ଲମତାପୁଟରେ ବାଦଲ ଫଟା ବର୍ଷା
ଲମତାପୁଟ/କୋରାପୁଟ,୨୪ା୫(ଭକ୍ତରାମ ବାଙ୍କିଆ/ଅମିତାଭ ବେହେରା)- କୋରାପୁଟ ଜିଲା ଲମତାପୁଟ ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ ୧ଘଣ୍ଟା ଧରି ବାଦଲ ଫଟା ବର୍ଷା ହୋଇଛି। ଜୟପୁରରୁ ଲମତାପୁଟ ଦେଇ ବିଶାଖାପାଟଣା ଯାଇଥିବା ମୁଖ୍ୟ ରାସ୍ତାରେ ୨ଫୁଟ ଉଚ୍ଚରେ ପାଣି ପ୍ରବାହିତ ହୋଇଥିଲା। ଲମତାପୁଟ ସଦର…
କୋରାପୁଟରେ ଲଜ୍ଜା: ପୁଣି ନାବାଳିକା ହେଲେ ଗର୍ଭବତୀ
ଜୟପୁର,୨୪ା୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍ ଅଞ୍ଚଳର ଜଣେ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏ ନେଇ ପୀଡିତାଙ୍କ ମା ଜୟପୁର ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୭୦/୨୫) ରୁଜୁ କରି ତଦନ୍ତ…
ଓଏସଏପି ତୃତୀୟ ବାଟାଲିୟନ ହାବିଲଦାରଙ୍କୁ ଆକ୍ରମଣ ଘଟଣା, ଏୟାରପୋର୍ଟ ଷ୍ଟେଶନ ମ୍ୟାନେଜର ଗିରଫ
ଜୟପୁର,୨୧।୫: କୋରାପୁଟ ଜିଲା ଜୟପୁରର ଓଏସଏପି ତୃତୀୟ ବାଟାଲିୟନର ହାବଲଦାରକୁ ମାରଣାସ୍ତ୍ରରେ ଆକ୍ରମଣ ଅଭିଯୋଗରେ ଜୟପୁର ଏୟାରପୋର୍ଟର ଇଣ୍ଡିଆ -୧ ଏୟାରଲାଇନ୍ସର ଷ୍ଟେଶନ ମ୍ୟାନେଜରଙ୍କୁ ଗିରଫ କରି ଅପରାହ୍ନ ୩ଟାରେ କୋର୍ଟ ଚାଲାଣ କରିଛି ଜୟପୁର ସଦର ପୋଲିସ । ଅଭିଯୁକ୍ତ…
ପାହାଡ଼ରୁ ଧସିଲା ମାଟି ଅତଡ଼ା, ରାସ୍ତା ଜାମ, ବଜ୍ରପାତରେ ୨୦ ଛେଳି ମୃତ
କୋରାପୁଟ/ନାରାୟଣପାଟଣା,୧୮ା୫(ଅମିତାଭ ବେହେରା/ରାଜକିଶୋର ଜେନା)-କୋରାପୁଟ ଜିଲା ନାରାୟଣପାଟଣାରେ କାଳବୈଶାଖୀ ଯୋଗୁ ରବିବାର ବର୍ଷା ପବନ ହୋଇଛି। ନାରାୟଣପାଟଣା ବ୍ଲକ୍ ଉପରଗୁମାଣ୍ଡି ଗାଁରେ ବଜ୍ରପାତ ଘଟି ୨୦ଟି ଛେଳି ମରିପଡିଥିବା ଜଣାପଡିଛି। ତଳଗୁମାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଭିତରପଡ଼ା ପାହାଡ଼ରୁ ମାଟି ଅତଡ଼ା ଧସେଇ ହୋଇ…
କୋରାପୁଟ ମେଡିକାଲରେ ଖୋଲିଲା ସୁପର ସ୍ପେସିଆଲିଷ୍ଟ କ୍ଲିନିକ
କୋରାପୁଟ,୧୭।୫(ଅମିତାଭ ବେହେରା): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ସୁପର ସ୍ପେସିଆଲିଷ୍ଟ କ୍ଲିନିକ ଶନିବାର ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ଜିଲାପାଳ ଭି କୀର୍ତ୍ତି ୱାସନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। କଲେଜ ଡିନ…
ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜେଜେମା, ନାତୁଣୀଙ୍କ ସହ ୩ ମୃତ
ଲକ୍ଷ୍ମୀପୁର,୧୬।୫(ଅନନ୍ତ ନାୟକ): କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ ଶୁକ୍ରବାର ଅପରାହ୍ନରେ ଏକ ଦୁଖଃଦ ଘଟଣା ଘଟିଛି। ବିଲରେ କାମ କରୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିବା…
ଓଡ଼ିଶାରେ ସକାଳୁ ସକାଳୁ ଭୟଙ୍କର ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୩ ଜୀବନ
ବୈପାରୀଗୁଡ଼ା,୧୬।୫(କଳ୍ପତରୁ ମହାନ୍ତି): ଶୁକ୍ରବାର ସକାଳୁ ସକାଳୁ ଓଡ଼ିଶାରେ ଦୁଇଟି ପୃଥକ ସଡ଼କ ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଥମ ଘଟଣାଟି କୋରାପୁଟ ଜିଲା ବୈପାରୀଗୁଡ଼ା ଥାନା ଅଧୀନରେ 326 ଜାତୀୟ ରାଜଥର ଗୌଡଗୁଦ ଛକ ନିକଟରେ ଘଟିଥିଲା, ଯେଉଁଥିରେ ତିନି…
Archives


