କୋରାପୁଟ

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଅଚଳ ଜେସିବି ମେସିନକୁ ବାଇକ ଧକ୍କା ଦେବା ଫଳରେ ଜଣେ ଯୁବକ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ ଭକ୍ତ ଶୋଭାଯାତ୍ରା କରି ସହର ପରିକ୍ରମା କରିବେ। ଏପରିକି ଶ୍ରୀରାମଙ୍କ କଠଉକୁ ସହର…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ ସଭ୍ୟା, ସରପଞ୍ଚ, ସମିତି ସଭ୍ୟାମ୍‌ସଭ୍ୟ ଏବଂ ଓ୍ବାର୍ଡସଭ୍ୟ ପ୍ରମୁଖ ଧାରଣା ଦେଇ ପ୍ରତିବାଦ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। କୋରାପୁଟ ସହରର ଶାବର ଶ୍ରୀକ୍ଷେତ୍ର ମନ୍ଦିର ଛକ, ପୂଜାରୀପୁଟ ରାମ ମନ୍ଦିର, ଗାନ୍ଧିନଗର…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉକ୍ତ ନଦୀଘାଟରୁ ବଡ ଗାଡ଼ିରେ ବାଲି ପରିବହନ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗାଁଠାରୁ ୮୦୦ମିଟର ଦୂର ନାଳ ପାର ହୋଇ ପଞ୍ଚାୟତ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ ବୁରୂଜା ଗ୍ରାମ ଘଞ୍ଚ ଜଙ୍ଗଲ ମଧ୍ୟରୁ ଜବତ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି ବାଇକ୍ ଚୋରି ଘଟଣା ପରେ ମଙ୍ଗଳବାର…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ କମାଣ୍ଡର ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଥାନାଧିକାରୀ ରୁନୁ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ, ବିକ୍ରି ପାଇଁ ଗଚ୍ଛିତ ଖାଦ୍ୟ ସାମଗ୍ରୀର ପ୍ରସ୍ତୁତି ଓ ସମାପ୍ତି ତାରିଖ ଯାଞ୍ଚ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ ଗ୍ରାମରୁ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ୍ ସମ୍ବାଇ ପଞ୍ଚାୟତର ଘଞ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri