ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…
ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ…
ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…
ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ ଶହୀଦ ଲକ୍ଷ୍ମଣନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡିଛି ।…
୨୨ ବର୍ଷ ପରେ ଜେଲ୍ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି
କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର ଜିଲାର ଜଣେ ଆଜୀବନ କଏଦୀ ଜେଲରୁ ମୁକ୍ତି ପାଇଛନ୍ତି। ମୁକ୍ତିପ୍ରାପ୍ତ କଏଦୀ ହେଲେ…
ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….
କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି । ମୃତକ ହେଉଛନ୍ତି ପବିତ୍ର ସ୍ୱାଇଁ । ସୂଚନା ଅନୁସାରେ, ମୃତ ଶିକ୍ଷକ…
ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍ ହେଲା ରକ୍ତବାନ୍ତି, ଆଉ ତା’ ପରେ…
ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବ୍ୟକ୍ତିଜଣଙ୍କ ପରିଚୟ ମିଳିନି। ସେ ୩/୪ ଦିନ ହେଲା ଷ୍ଟେଶନ ଅଞ୍ଚଳରେ ବୁଲାବୁଲି…
ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣୀପୁଟସ୍ଥିତ…
କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର
କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫ ମି.ମି. ରହିଛି। ବର୍ଷା ଯୋଗୁ ଜିଲାର କୋରାପୁଟ, ଲମତାପୁଟ, କୁନ୍ଦୁରା, ବୋରିଗୁମ୍ମା, ବୈପାରିଗୁଡ଼ା,…
କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ
ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି। ପଞ୍ଚାୟତରେ ଚାଲିଥିବା SIR-୨୦୨୬ ଅନ୍ତର୍ଗତ ଦାବି ଓ ଆପତ୍ତି ଗ୍ରହଣ ପର୍ଯ୍ୟାୟର କାର୍ଯ୍ୟକ୍ରମର…
ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ଅଭିଯୁକ୍ତ
ଜୟପୁର,୨୩ା୭(ପବନ ପାଣିଗ୍ରାହୀ): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ କୋରାପୁଟ ଜିଲା ଜୟପୁର ମହିଳା ପୋଲିସ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ସମ୍ବାର ତୋଟା ଏମ୍.ସିମାଦ୍ରି(୨୨)। ସୂଚନାନୁଯାୟୀ, ଜଣେ ନାବାଳିକା (୧୭)ଙ୍କୁ ବଳାତ୍କାର କରିଥିବା ନେଇ ମହିଳା ଥାନାରେ ଅଭିଯୋଗ…
ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ
କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୧୫ଜଣଙ୍କୁ ରବିବାର ଅଟକ ରଖାଯାଇଛି। ଅଭିଯୁକ୍ତମାନେ ହେଲେ ହମିଦ ବିବି…
ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ ପାଇଁ ଛାତ୍ରୀ କୀର୍ତ୍ତନା ମନୋନୀତ, ଅଞ୍ଚଳରେ ଖୁସିର ଲହରି
ପଟାଙ୍ଗି,୧୯ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ କୀର୍ତ୍ତନା ସାହୁ ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ କାର୍ଯ୍ୟକ୍ରମକୁ ମନୋନୀତ ହୋଇ ଜିଲା, ବ୍ଲକ ଏବଂ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ସୂଚନାନୁଯାୟୀ, ଫେବୃଆରୀ…
ଲାଞ୍ଚ ନେଇ ଶିରିଝୋଲି ଆର୍ଆଇ ଗିରଫ
ଜୟପୁର,୧୮।୭(ପବନ ପାଣିଗ୍ରାହୀ)-ଜଣେ ଜମିପଟ୍ଟା ଆବେଦନକାରୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ରାୟଗଡ଼ା ଜିଲା ଗୁଣପୁର ତହସିଲର ଶିରିଝୋଲି ଆର୍ଆଇ ସୁଶାନ୍ତ ମଲ୍ଲିକଙ୍କୁ ଜୟପୁର ଭିଜିଲାନ୍ସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। କୋର୍ଟ ତାଙ୍କ ଜାମିନ ଆବେଦନ…
Archives


