କୋରାପୁଟ

କୋରାପୁଟରେ ରାଜ୍ୟପାଳ ଗଣେଶୀ ଲାଲ୍‌

କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ ସ୍ବତନ୍ତ୍ର ବଗିରେ ଆସି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ କୋରାପୁଟ ଜିଲାପାଳ ଅବଦାଲ...

ସମୀକ୍ଷା କଲେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ

ପଟ୍ଟାଙ୍ଗୀ,୭।୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ପଡୋଶୀ ଆନ୍ଧ୍ର ସୀମା କୁ ଲାଗି ରହିଥିବା କୋଟିଆ ପଞ୍ଚାୟତକୁ ମଙ୍ଗଳବାର ଉପଜିଲ୍ଲାପାଳ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଅଚାନକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପଜିଲାପାଳ...

ବସୁଧା ଯୋଜନା ଫେଲ୍‌

ଦଶମନ୍ତପୁର,୫ା୯ ( ଡି.ଏନ. ଏ.):ସରକାର ଦୁର୍ଗମ ଅଞ୍ଚଳରେ ରହୁଥିବା ଗ୍ରାମବାସୀଙ୍କ ପାନୀୟ ଜଳ ସମସ୍ୟା ଦୂର କରିବାକୁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ ଗ୍ରାମବାସୀଙ୍କ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟ ଥିଲା।...

ସ୍ତ୍ରୀଙ୍କୁ ମାରି ପାଇଖାନା ଟାଙ୍କିରେ ପକାଇଥିଲେ ସ୍ବାମୀ: ୪ ମାସ ପରେ ମିଳିଲା ମୃତଦେହ

କୋରାପୁଟ,୪।୯(ସ୍ବ.ପ୍ର.)ଷ କୋରାପୁଟ ଜିଲାର କାକିରିଗୁମ୍ମା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୪ ମାସ ତଳୁ ନିଖୋଜ ଥିବା ମହିଳାଙ୍କ ମୃତଦେହ ଏକ ପାଇଖାନା ଟାଙ୍କିରୁ ଉଦ୍ଧାର ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର...

ନଦୀ ପାରହୋଇ ଶ୍ମଶାନକୁ ମୃତଦେହ ନେଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର,୪ା୯(ଡି.ଏନ. ଏ.):ଗ୍ରାମର କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଲେ ମଶାଣିକୁ ମୃତଦେହ ସତ୍କାର ଲାଗି ନେବାକୁ ଗ୍ରାମବାସୀଙ୍କୁ ନଦୀପାର ହେବାକୁ ପଡୁଛି। ଜୀବନକୁ ବାଜି ଲଗାଇ ମୁରାନ ନଦୀ ପାରିହେବାକୁ ପଡୁଛି ସେମାନଙ୍କୁ। ବର୍ଷାଦିନେ ଏନେଇ ଗ୍ରାମବାସୀ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି।...

ବିପଦସଙ୍କୁଳ ଅବସ୍ଥାରେ ରହୁଛନ୍ତି ମୂକ ବଧିର ଛାତ୍ରୀଛାତ୍ର

ସୁନାବେଡ଼ା,୨ା୯(ସ୍ବ.ପ୍ର.):ସରକାର ଶାରୀରିକ ଓ ମାନସିକ ଅନଗ୍ରସରମାନଙ୍କ ବିକାଶ ଲାଗି ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ସେଥିରୁ ଲାଭ ନେଉଛନ୍ତି କେତେଜଣ ପ୍ରଶାସନିକ ଅଧିକାରୀ ଓ ଠିକାଦାର୍‌ । ସୁନାବେଡ଼ା ମହିଳା ମହାବିଦ୍ୟାଳୟ ପାର୍ଶ୍ୱରେ ଥିବା ମୂକ ଓ ବଧିର ଛାତ୍ରାବାସ...

ଭିଡିଓ ଭାଇରାଲ ପରେ ଜିଲାରେ ତୀବ୍ର ପ୍ରତିକ୍ରିୟା

ଜୟପୁର,୨ା୯(ନି.ପ୍ର.):ପଦ୍ମଶ୍ରୀ କମଳା ପୂଜାରୀ ଅବିଭକ୍ତ କୋରାପୁଟ ଜିଲାର ଗର୍ବ ଓ ଗୌରବ। ଗତ ୨୪ ତାରିଖରେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଜୟପୁର ଜିଲା ଚିକିତ୍ସାଳୟରୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଏକ ଡାକ୍ତରୀ ଟିମ୍‌...

୨ କୋଠରିରେ ପଢ଼ୁଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଦଶମନ୍ତପୁର, ୩୦।୮( ଡି.ଏନ୍‌.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଚିକମ୍‌ ପଞ୍ଚାୟତର ଉପର ଗୋଦଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୧୦୫ ଜଣ ଛାତ୍ରୀଛାତ୍ର ପଢ଼ନ୍ତି। ସେମାନଙ୍କ ପାଇଁ ୩ଜଣ ଶିକ୍ଷକ ଅଛନ୍ତି। କିନ୍ତୁ ଏଠାରେ...

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର,୨୯।୮(ଡି.ଏନ୍‌.ଏ): ପାରମ୍ପରିକ ଜୈବିକ ଚାଷର ପ୍ରଚାର ପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା ପଦ୍ମଶ୍ରୀ କମଳା ପୂଜାରୀ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରେ ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଅସୁସ୍ଥତା କାରଣରୁ ଗତ...

ଭାରରେ ବୁହାହେଲେ ଗର୍ଭବତୀ

ପଟ୍ଟାଙ୍ଗୀ,୨୯ା୮(ଡି.ଏନ.ଏ.): ଓଡିଶା ସରକାରଙ୍କ ଶିଶୁ ଓ ଜନନୀ ସୁରକ୍ଷା ନିମନ୍ତେ ଆମ୍ବୁଲାନ୍ସ ସେବାଭଳି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିଲେ ସୁଦ୍ଧା ଗ୍ରାମାଞ୍ଚଳରେ ଏହା ପହଞ୍ଚତ୍ ପାରିନାହିଁ। ଫଳରେ ଲୋକେ ବିଭିନ୍ନ ସମୟରେ ହଇରାଣ ହେଉଛନ୍ତି। ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଜଣେ...

ଦେବାନମୁଣ୍ଡା ପୋଖରୀରେ ପଶୁଛି ଏନ୍‌ଏଚ୍‌ ବିଭାଗ ଡ୍ରେନ୍‌ପାଣି

କୋଟପାଡ଼,୨୮ା୮(ଡି.ଏନ.ଏ.): କୋରାପୁଟ ଜ଼ିଲା କୋଟପାଡ଼ ସହରରେ ଥିବା ଦେବାନମୁଣ୍ଡା ପୋଖରୀରେ ଜାତୀୟ ରାଜପଥ(ଏନ୍‌ଏଚ୍‌) ବିଭାଗ ଡ୍ରେନ୍‌ପାଣି ସଂଯୋଗ କରିଥିବାରୁ ପୋଖରୀ ପାଣି ଦୂଷିତ ହେବାରେ ଲାଗିଛି। ଏହି ପୋଖରୀ ଉପରେ ସହରର ୪ଟି ୱାର୍ଡର ଜନସାଧାରଣ ନିର୍ଭର କରନ୍ତି। ପରବର୍ତ୍ତୀ...

ଫାଟୁସିନେରି ନିକଟରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୨୭ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ପଡ଼ୋଶୀ ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମ ନିକଟରେ ଆନ୍ଧ୍ର ସୀମାରେ ଥିବା ସ୍ଥାନରେ ଏକ ରାସ୍ତା ନିର୍ମାଣ ପାଇଁ ଶୁକ୍ରବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନ ଦୋରା...

Advertisement
Archives

Model This Week

Why Dharitri