ଗଛରେ ପିଟିହୋଇ ଓଲଟିଲା କାର୍: ଆଖିବୁଜିଦେଲେ ,ଶଳା,ଭିଣୋଇ
ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ ଧକ୍କାଦେଇ ଓଲଟି ପଡ଼ିବାରୁ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗୋଲୁର…
ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…
ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ ଓଡ଼ିଶାର ଏକ ଘରୋଇ ଯାତ୍ରୀବାହୀ ବସରେ ନିଆଁ ଲାଗି ଯାଇଛି। ବସରେ ଭୁବନେଶ୍ୱରରୁ…
ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ
ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ ଓଆର୧୮ ଏ ୬୩୩୬ ନମ୍ବର୍ ବିଶିଷ୍ଟ ଏକ ଅଲ୍ଟୋ କାର ରାସ୍ତା ପାର୍ଶ୍ୱ…
କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର
କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା । ବିଦ୍ୟୁତ ସେବା ବ୍ୟାହତ ହୋଇଥିଲା ।…
ଏସ୍-ପୂଜାରୀପୁଟରେ ପୁସିଂ ବ୍ରିଜ୍ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର
ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ ବ୍ରିଜ ଓ ରେଳପଥ ବ୍ରିଜ ନଂ ୪୮୭ ତଳେ ଏକ କଲଭର୍ଟ ନିର୍ମାଣ…
ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ
ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କୋରାପୁଟ…
ଅଭିଯୋଗ ପରେ ଆସିଲା ଚାଉଳ
ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ ମାସିକ ଚାଉଳ ଡିଲର ବଣ୍ଟନ କରୁ ନ ଥିବା ମଙ୍ଗଳବାର ଅଭିଯୋଗ ଆଣିଥିଲେ।…
ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା
ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ ପାଇଁ ସୁନାବେଡା ଆରଡି ବିଭାଗ ମଙ୍ଗଳବାର ପ୍ରକ୍ରିୟା ଆରମ୍ଭ କରିଛି। ଯନ୍ତ୍ରୀ ଜୟନ୍ତ…
ରାସ୍ତା, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟା ସମାଧାନ ଦାବି
ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ ସାଜେନ୍ତୀ କିର୍ସାନୀ, ସମିତିସଭ୍ୟ ବିନୋଦିନୀ ସମାର୍ଡୀ, ସମସ୍ତ ୱାର୍ଡସଭ୍ୟ, ନାଏବ ସରପଞ୍ଚ ମନ…
ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍ଟିଆଇ ଆବେଦନ ପରେ …
ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ରେ ଏସ୍ଏମ୍ସି ବୈଠକ ହୋଇଥିବା ଜଣାପଡ଼ିଛି। ଅନିୟମିତତା ନେଇ…
ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି । ସୂଚନା ଅନୁସାରେ, ବ୍ଲକର…
ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା
ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଆସନ୍ନ ପ୍ରସବ ବେଦନାରେ ଛଟପଟ ହେଉଥିବା ଗର୍ଭବତୀ ଲିମ୍ବେ ମାରି (୪୦) ଙ୍କୁ…

