କୋରାପୁଟ

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାରଠାରୁ…

ଜଗନ୍ନାଥ ଦର୍ଶନ କରି ବାହାରିଥିଲେ ଦମ୍ପତି, ବାଟରେ ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଆଉ ତା’ ପରେ…

ନନ୍ଦପୁର,୨୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ଜୟପୁର-ବିଶାଖାପାଟଣା ସଂଯୋଗୀ ପୂର୍ତ୍ତ ବିଭାଗ ଅଧୀନ ରାଜ୍ୟ ରାଜପଥର ସୁବୁଲାର ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଚଳନ୍ତା କାର୍‌ ଜଳି ପୋଡ଼ି ପାଉଁଶ ହୋଇଛି। କାର୍‌ରେ ଥିବା…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ନ୍ୟାୟ ପାଇଁ କୋରାପୁଟ ଟାଉନ ଥାନାର ଦ୍ଵାରସ୍ଥ ହୋଇଛନ୍ତି ପରିବାର…

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସତର୍କ କରିଛନ୍ତି। ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସେ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍‌ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍‌ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…

ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ହେଲେ ସାହେବ ଖିଲ, କହିଲେ ଦଳକୁ ମଜବୁତ କରିବାକୁ…

କୋରାପୁଟ, ୧୪।୪(ଅମିତାଭ ବେହେରା ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ ସାହେବ ଖିଲଙ୍କୁ ନିଯୁକ୍ତ କରିଛି। ଅନୁସୂଚିତ ଜାତି ମୋର୍ଚ୍ଚାର ସଭାପତି ଭାବେ ଚୟନ କରାଯାଇଥିବାରୁ ସେ କୋରାପୁଟ ବିଧାୟକ ରଘୁରାମ ମାଛ ଓ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା ବାଲିଆ ନିକଟ କୋଲାବ ନଦୀ ପାଖରେ। କୋଲାବ ନଦୀ ପଠାରୁ ବାଲି ଚାଲାଣ…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର ସକାଳୁ ଜଣେ ନାବାଳକଙ୍କ ଗୋଡ଼ହାତ ଅଲଗା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ ହୋଇଥିବା ବେଳେ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ ସଙ୍କଟ ଯୋଗୁ କୋରାପୁଟ ଜିଲାର ଛୋଟ ହୋଟେଲ ଏବଂ ଫାଷ୍ଟ ଫୁଡ୍‌ ବ୍ୟବସାୟୀମାନେ…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି। ମୃତକ ଯୁବକ ଜଣଙ୍କ କୋରାପୁଟ ପ୍ରତିଭା ନର୍ସିଂ କଲେଜର ଆକାଉଣ୍ଟାଣ୍ଟ ଭବାନୀ ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?