ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ
ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ସୁଙ୍ଗେର ଗ୍ରାମ ପଞ୍ଚାୟତର କଣ୍ଟାମାଳ ଗ୍ରାମକୁ ପୋଲିସ ଘେରାଉ…
କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ
ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି । ଥାନା ଅଧିନ ହାତିବାରି ପଞ୍ଚାୟତର ଦେବତୀଗୁଡା ଗ୍ରାମ ପାର୍ଶ୍ଵ ଜଙ୍ଗଲରେ ଚଢ଼ାଉ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ ମାମଲାରେ କାର ଚାଳକ ଓ ସହଯାତ୍ରୀଙ୍କୁ ଗିରଫ କରି କୋର୍ଟ…
ପୁଶିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ
ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର ପରିଦର୍ଶନ କରାଯାଇଛି। ରେଳଧରଣାର ଅପରପାର୍ଶ୍ୱରେ ବାଲଡ଼ା ପଞ୍ଚାୟତ ଡାବାପୁଟ, ଅଟୁବ, ଲୁଲୁବୁର, ବଡହଞ୍ଜର,…
୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍: ଭିତରେ ଥିଲେ ଡ୍ରାଇଭର
ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର ଘାଟି ରାସ୍ତା ଆରମ୍ଭରେ ଥିବା ଗଙ୍ଗେଇସୁଣି ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର ଜିଲା ଉମରକୋଟରେ ଏକ ବ୍ରତ କାର୍ଯ୍ୟ ସାରି ନିଜ ଘର କୋରାପୁଟକୁ ଫେରୁଥିବା…
ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…
ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ୨୬ ନଂ ଜାତୀୟ ରାଜପଥରେ ଗାଡ଼ି…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ ବିଧାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ କୋରାପୁଟ ଜିଲାପାଳଙ୍କ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ ତାଲିକା ଘୋଷଣା କରିଛନ୍ତି। କୋରାପୁଟ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧକ୍ଷଭାବେ ନନ୍ଦପୁର…
କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ ଅନୁପ୍ରବେଶ କରିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ କାର୍ଯ୍ୟାଳୟରୁ ଜଗନ୍ନାଥ ମନ୍ଦିର, ଆଶ୍ରମ ବିଦ୍ୟାଳୟ,…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ ଲାଗି ରବିବାର ବ୍ୟାପକ କ୍ଷତି ହୋଇଛି। ପାର୍ଶ୍ୱରେ ବିଶାଖାପାଟଣା-କିରାଣ୍ଡୁଳ ରେଳପଥ ରହିଥିବାରୁ ନନ୍ଦପୁର…
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ରାତି ପ୍ରାୟ ୧୧ଟା ୩୧ ମିନିଟ ସମୟରେ ହଠାତ ପୃଥିବୀ ପୃଷ୍ଠ…

