କୋରାପୁଟରେ ମୋକିମ୍: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…
କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ ନିମନ୍ତେ ଯୋଗଦେବାକୁ ସେ ଆସିଥିବା ଜଣାପଡ଼ିଛି। ମୋକିମଙ୍କ ସହଯୋଗୀ ନିକୁଞ୍ଜ ପ୍ରସାଦ, ଯୋଗଦେଇ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପଞ୍ଚାୟତ ଦେଇ ପରଜାବଦପଡ଼ା ଓ ହାତୀବାରି ଯାଉଥିବା ୨ ବସ୍ ରାସ୍ତାରେ ଅଟକି…
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା ୩୨୬ନମ୍ୱର ଜାତୀୟ ରାଜପଥ ବଙ୍ଗଳାଗୁଡା ନିକଟରେ ଏକ ବିରାଟକାୟ ଆମ୍ୱ ଗଛ ଉପୁଡି…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦ ଡବ୍ଲୁ ୧୪୮୦ ନମ୍ବର୍ ବିଶିଷ୍ଟ ଦୁଇ ଅଟୋ ମୁହାଁ ମୁହିଁ ଧକ୍କା ହୋଇଛି…
୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍ଏଚ୍-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ ଉପରେ ନିର୍ମିତ ନୂତନ ପୋଲ ଉତ୍କଳ ଦିବସ ଅବସରରେ ବୁଧବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦ ତମ ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ସମୟରେ ଜିଲା ସୂଚନା…
ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି
ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟ ମଝିରେ ଏକ ବିରାଟ ଆମ୍ବଗଛ ଭାଙ୍ଗି ପିଣ୍ଡି ଉପରେ…
୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ
ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ କୋରାପୁଟ ଅଞ୍ଚଳକୁ ଚାଲାଣ ହେଉଥିଲା। ଯୁବକ ଜଣକ କୋରାପୁଟ ବଡଦେଉଳା ଗ୍ରାମର ସମିୟ…
ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା
କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। କୋରାପୁଟ-ରାଣିଗଡ ରାସ୍ତା ନିକଟ ତଳ ଡାକରା ଗ୍ରାମରେ ରବିବାର ରାତିରେ ଏହି…
ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି
ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଜିଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମାଙ୍କ ନିର୍ଦ୍ଦେଶକ୍ରମେ…
କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର
ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ ୨ ବ୍ଲକ ଅଞ୍ଚଳରେ ଏକାଧିକ ବୃକ୍ଷ ଉପୁଡ଼ି ରାସ୍ତା ଅବରୋଧ ଓ ଘର…
ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା
ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ଲକ୍ଷ୍ମୀଙ୍କ ଆଧାର କାର୍ଡ, ଭୋଟର କାର୍ଡ ସହ…

