ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି
ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି ବାଇକ୍ ଚୋରି ଘଟଣା ପରେ ମଙ୍ଗଳବାର…
୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ କମାଣ୍ଡର ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଥାନାଧିକାରୀ ରୁନୁ…
ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…
ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ
ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ, ବିକ୍ରି ପାଇଁ ଗଚ୍ଛିତ ଖାଦ୍ୟ ସାମଗ୍ରୀର ପ୍ରସ୍ତୁତି ଓ ସମାପ୍ତି ତାରିଖ ଯାଞ୍ଚ…
ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ
ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ ଗ୍ରାମରୁ ଚୋରି ହୋଇଥିବା ବୋଲେରୋ ଗାଡ଼ିକୁ ପଟାଙ୍ଗି ବ୍ଲକ୍ ସମ୍ବାଇ ପଞ୍ଚାୟତର ଘଞ୍ଚ…
ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…
କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି ।…
ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ
ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଜୟପୁର ଗଡିଆ ଧୋବା ସାହିର ଲାଲୁ ଖରା ଓ ପିତୁ ଜାନୀ…
ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…
କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କୋରାପୁଟ ଏସଡିଓ ସଞ୍ଜୟ ମଣ୍ଡଳ ସୂଚନା…
ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି
ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି। ଗତ ରବିବାର ରାତିରେ ନନ୍ଦପୁର ଥାନାରେ ପଞ୍ଜୀକୃତ ଗୋଟିଏ ବୋଲେରୋ ଓ ଗୋଟିଏ…
ଗଛରେ ପିଟିହୋଇ ଓଲଟିଲା କାର୍: ଆଖିବୁଜିଦେଲେ ,ଶଳା,ଭିଣୋଇ
ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ ଧକ୍କାଦେଇ ଓଲଟି ପଡ଼ିବାରୁ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗୋଲୁର…
ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…
ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ ଓଡ଼ିଶାର ଏକ ଘରୋଇ ଯାତ୍ରୀବାହୀ ବସରେ ନିଆଁ ଲାଗି ଯାଇଛି। ବସରେ ଭୁବନେଶ୍ୱରରୁ…
ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ
ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ ଓଆର୧୮ ଏ ୬୩୩୬ ନମ୍ବର୍ ବିଶିଷ୍ଟ ଏକ ଅଲ୍ଟୋ କାର ରାସ୍ତା ପାର୍ଶ୍ୱ…

