ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ
ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି ପନିପରିବା ବିକ୍ରି ପାଇଁ ନେଉଥିବା ବେଳେ (ଓଡି୦୧ ଏସି ୩୯୫୦) ନମ୍ବର୍ ବିଶିଷ୍ଟ…
ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା
କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…
ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…
ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର ସୀମାନ୍ତବାସୀ ହଇରାଣ ହେଉଥିବା ଜଣାପଡ଼ିଛି। କୋଟିଆ ପଞ୍ଚାୟତ ସୀମାନ୍ତ ନେରିଡିବାଲସା ଗ୍ରାମରେ ଆନ୍ଧ୍ର…
ଆନ୍ଧ୍ର ଆଧାର କାର୍ଡ ଅପଡେଡ୍ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…
ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…
ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ
ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ ଉଦ୍ଘାଟନ କରି ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ସମର୍ପିତ କରି ବିଭିନ୍ନ ଶିକ୍ଷା ଅନୁଷ୍ଠାନ…
ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…
ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା ଫାଟି ନିଆଁ ଲାଗି ଯାଇଥିଲା । ହେଲେ ସୌଭାଗ୍ୟବଶତଃ ବର୍ତ୍ତି ଯାଇଛନ୍ତି ଡ୍ରାଇଭର…
ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ
ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜୟପୁର ସହର ହାନାଗୁଡ଼ାର ସିମନ ନାଗ (୨୬)।…
ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…
ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା କୋଟିଆ…
ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ
ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍ର ୬ ପଞ୍ଚାୟତର ୮୬ ଗ୍ରାମରୁ କ୍ଷତିଗ୍ରସ୍ତ ଗ୍ରାମବାସୀ ଏକତ୍ର ହୋଇ ନାଲ୍କୋ, ବେଦାନ୍ତ ସମେତ…
କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍ ଦେଉଛି ଆନ୍ଧ୍ର
ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର ବୋଲି ଦାବି କରିଛି ସେହି ରାଜ୍ୟର ଜନସେନା ଦଳ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପବନ…
ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…
କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର ଘରୁ ଅଫିସକୁ ଅଧ କିଲୋମିଟର ଚାଲିଚାଲି ଯାଉଥିବା ଦେଖିବାକୁ ମିଳିଛି। ସମୟ ହୋଇଯାଇଥିଲେ…
କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ
କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ ସମର୍ଥନ ମିଳିଛି। ଏହି ବନ୍ଦ ଯୋଗୁ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଥିବାବେଳେ ବଡ଼…

