ଭିଜିଲାନ୍ସ ଜାଲରେ ଦଶମନ୍ତପୁର ସିଡିପିଓ
କୋରାପୁଟ,୨।୫(ଅମିତାଭ ବେହେରା): ଭିଜିଲାନ୍ସ ଜାଲରେ ସିଡିପିଓ। ଲାଞ୍ଚ ନେବା ବେଳେ କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଜଣେ ଅଙ୍ଗନଓ୍ବାଡ଼ି ସହାୟକାଙ୍କଠାରୁ ବକେୟା ଦରମା କରାଇଦେବା ପାଇଁ ୧୦ହଜାର ଟଙ୍କା…
କୋରାପୁଟ ଜିଲାରେ ପାସ ହାର ୯୨.୮୩%, ରାଜ୍ୟରେ ସର୍ବନିମ୍ନ
କୋରାପୁଟ,୨।୫(ଅମିତାଭ ବେହେରା): ରାଜ୍ୟରେ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଥିବାବେଳେ କୋରାପୁଟ ଜିଲାରେ ପାସ ହାର ୯୨.୮୩ ପ୍ରତିଶତ ରହିଛି। ଏହା ରାଜ୍ୟରେ ସର୍ବନିମ୍ନ ବୋଲି ଜଣାପଡ଼ିଛି। ତେବେ ଜିଲାରେ ଚଳିତ ବର୍ଷ ମୋଟ ୧୪ ହଜାର ୭୩୮ ଜଣ ପରୀକ୍ଷାର୍ଥୀ…
ହଷ୍ଟେଲରେ ୮ ବର୍ଷୀୟ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ
ନନ୍ଦପୁର/ଲମତାପୁଟ,୨ା୫(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ)-କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ଲମତାପୁଟ ବ୍ଲକ ଅଞ୍ଚଳର ଏକ ହଷ୍ଟେଲରେ ଜଣେ ୮ ବର୍ଷୀୟ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ହଷ୍ଟେଲ କର୍ତ୍ତୃପକ୍ଷ ଏ ସମ୍ପର୍କରେ କାହାରିକୁ କିଛି ନ ଜଣାଇ ଘଟଣାର…
ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲେ ମହୁମାଛି, ଚାଲିଗଲା ଯୁବକଙ୍କ ଜୀବନ
କୋରାପୁଟ,୨ା୫(ଅମିତାଭ ବେହେରା): ଶୁକ୍ରବାର ସକାଳେ କୋରାପୁଟ ସହରରେ ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ କୋରପୁଟ ସହରରେ ହାଉସିଂବୋର୍ଡ କଲୋନୀରେ ରହୁଥିବା ଅଜୁ ଚେଟୀ ନାମକ ଜଣେ ଯୁବକ ଏଲ୍ଆଇସି କଲୋନୀରେ ରହୁଥିବା ନିଜ ଭଉଣୀ ଘରକୁ ଅଟୋ ଆଣିବା ପାଇଁ…
ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍
ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ବସ୍ଟି ଭାରସାମ୍ୟ ହରାଇ ନାଳ ଭିତରକୁ ପସି ଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ…
ଚମ୍ପାପୁଟ ଘାଟରେ ବୁଡ଼ିଲା ଡଙ୍ଗା: ଜଣେ ନିଖୋଜ
ନନ୍ଦପୁର,୨୭।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାନ୍ଥଲୁଙ୍ଗ ପଞ୍ଚାୟତର ଚମ୍ପାପୁଟ ଘାଟରେ ରବିବାର ସକାଳୁ ଏକ ଅଘଟଣ ଘଟିଛି। ଘାଟରୁ ଏକ ଦେଶୀ ଡ଼ଙ୍ଗାରେ ଜୋଲାପୁଟ ରିଜର୍ଭର ମଧ୍ୟକୁ ମାଛଧରିବା ପାଇଁ ଯାଉଥିବା ବେଳେ ଡଙ୍ଗାବୁଡି ଚମ୍ପାପୁଟ…
ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ
ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା ମୁତାବକ, ୨୦୨୩ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଏ ନେଇ…
ହୋଇ ପାରିଲାନି ଗ୍ରାମସଭା: ନିରାଶ ହୋଇ ଫେରିଲା ବ୍ଲକ ପ୍ରଶାସନ, ପଞ୍ଚାୟତ ଅଫିସରେ ତାଲା ପକାଇ ପ୍ରତିବାଦ
ପଟ୍ଟାଙ୍ଗି,୨୬।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ପାଣି ପାଇଁ ବ୍ୟକ୍ତିଗତ ଜମି ଅଧିଗ୍ରହଣ ନିମନ୍ତେ ପୂର୍ବ ନିର୍ଦ୍ଧାରିତ ଗ୍ରାମସଭା ହୋଇପାରି ନାହିଁ। ଫଳରେ ନିରାଶ ହୋଇ ବ୍ଲକ ଓ ତହସିଲ ପ୍ରଶାସନ ଫେରିଛି।…
କୋଟିଆ ପରେ ଏବେ ରାଇପାହାଡ଼: ଆନ୍ଧ୍ରରେ ମିଶିବାକୁ ସୀମାନ୍ତବାସୀଙ୍କ ଇଚ୍ଛା
ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରର ଅନୁପ୍ରବେଶ ଓ ବିସ୍ତାରବାଦୀ ନୀତି ପାଇଁ ସମସ୍ତଙ୍କ ନଜର ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡ଼ିକ ଉପରେ ରହିଛି। ରାଜ୍ୟ ସରକାର କୋଟିଆ ପଞ୍ଚାୟତ ସମସ୍ୟାକୁ ଗୁରୁତ୍ୱ ଦେଇ ଆନ୍ଧ୍ର-ଓଡ଼ିଶା ମଧ୍ୟରେ ଥିବା ବିବାଦକୁ ସମାଧାନ…
ବର୍ଷେ ହେଲା ପମ୍ପ ହାଉସ୍ ଅଚଳ: ଝରଣା ପାଣି ପିଉଛନ୍ତି ଗ୍ରାମବାସୀ
ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ ସୁଦ୍ଧା ଲୋକେ ସେଥିରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ସୁନାବେଡ଼ା ପୌର ପରିଷଦ ସୀମାବର୍ତ୍ତୀ…
ପାକିସ୍ତାନ ବିରୋଧରେ ବାହାରିଲା ମୁସ୍ଲିମ୍ ଅଞ୍ଜୁମାନ କମିଟି, ନାରାରେ କମ୍ପୁଛି ଜୟପୁର
ଜୟପୁର,୨୫ା୪: ଜୟପୁର ବ୍ରହ୍ମାସାହି ନିକଟ ମସ୍ଜିଦ୍ରେ ଶୁକ୍ରବାର ଅବସରେ ନାମଜ ପରେ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ମୁସଲିମ ଅଞ୍ଜୁମାନ କମିଟିର ସଦସ୍ୟମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ହିନ୍ଦୁସ୍ତାନ ଜିନ୍ଦାବାଦ୍ ପାକିସ୍ତାନ ମୁର୍ଦ୍ଦାବାଦ୍ ନାରା ଦେଇଛି। ପହଲଗାମ୍ (କଶ୍ମୀର)ରେ…
ବିନା ଅନୁମତିରେ ଗଛ କଟାକୁ ନେଇ ଅସନ୍ତୋଷ
ନନ୍ଦପୁର,୨୪ା୪(ତୁଷାର କାନ୍ତ ମହାନ୍ତି)- ନନ୍ଦପୁର-ଲମତାପୁଟ ପୂର୍ତ୍ତବିଭାଗ ରାସ୍ତା କଡ଼ରୁ ବିନା ଅନୁମତିରେ ଗଛ କଟାକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ବନମାଳୀପୁଟ ଗ୍ରାମର କେତେକ ବ୍ୟକ୍ତି ନିଜ ପଟା ଜମିରେ ଥିବା ଦର୍ଶାଇ ଗରୁଡ ଓ ଅନ୍ୟ…
Archives


