କୋରାପୁଟ

ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…

ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର ବ୍ଲକର ବାଲଡ଼ା ନାଗେଶ୍ୱରି ପାହାଡରେ ପହଞ୍ଚିଛି । ଦଳକୁ ନାଗେଶ୍ଵରୀ ମାଳି…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା ୫ ଟାଙ୍କି ଓ ୨ ଡିପୋରେ ଶନିବାର ପେଟ୍ରୋଲ,ଡିଜେଲ ଓ ଗ୍ୟାସ ନ…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପୋର୍ଟାଲରେ ଅଭିଯୋଗ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର ପିଠିରେ ନିଜର ଭାବନା ଲେଖି ବିଦାୟ ଜଣାଇଥିଲେ । ଏହି ସମୟରେ ବରସ୍ପର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର ନବୋଦୟ ବିଦ୍ୟାଳୟରେ ଅଟନ୍ତି। ଘଟଣା ଅପରାହ୍ନ ପ୍ରାୟ ୩ଟା ବେଳେ ଘଟଥିବା ଜଣାପଡ଼ିଛି।…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ମାଳିପୁଟ ପଞ୍ଚାୟତ ଏରାସାନ୍ତାଗୁଡା, ଶିଶାଗୁଡା ଏବଂ ମାଲକାରବନ୍ଧ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ ଭିତ୍ତିଭୂମି ରହିଥିବାରୁ ଏହି ଅନୁମତି ମିଳିଥିବା ନେଇ ବିଦ୍ୟାଳୟର ଅଧକ୍ଷା ତପସ୍ବିନୀ ମହାପାତ୍ର…

ହୀରାଖଣ୍ଡ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ, ଟ୍ରେନରେ ହୃଦଘାତ…..

କୋରାପୁଟ,୬।୩(ଅମିତାଭ ବେହେରା): ଭୁବେନେଶ୍ୱରରୁ କୋରାପୁଟ ଆସୁଥିବା ହୀରାଖଣ୍ଡ ଏକ୍ସପ୍ରେସରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କୋରାପୁଟ ରେଲୱେ ପୋଲିସ କୋରାପୁଟ ଷ୍ଟେସନ ଠାରେ ହୀରାଖଣ୍ଡ ଟ୍ରେନରୁ ମୃତଦେହ ଉଦ୍ଧାର କରିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।…

ଭୋଜି ଖାଇ ଫେରୁଥିବା ବେଳେ କଲଭର୍ଟ ତଳକୁ ଖସିଲା ବାଇକ୍, ୨……

ନନ୍ଦପୁର,୬।୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକରେ ସଡ଼କ ଦୁର୍ଘଟଣା । କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟର ମୋଡରେ ପୂର୍ତ୍ତବିଭାଗ ତରଫରୁ ନିର୍ମାଣଧିନ ଡ୍ରେନ ଓ କଲଭର୍ଟ ତଳକୁ ଏକ ବାଇକ୍ ଓଡି୧୦ ୟୁ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟାର କାରଣ ଜାଣିଲେ….

କୋରାପୁଟ,୫।୩(ଅମିତାଭ ବେହେରା ): କୋରାପୁଟ ସର୍କିଟ ହାଉସ ନିକଟରେ ଥିବା ରିଜର୍ଭ ଫରେଷ୍ଟ ପାହାଡ଼ରେ ମହିଳାଙ୍କ ଆତ୍ମହତ୍ୟା । ଗୁରୁବାର ଅପରାହ୍ନରେ ମହିଳା ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘଟଣା ସ୍ଥଳରେ କୋରାପୁଟ ଟାଉନ ଥାନା ପୋଲିସ…

ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ, ଡାକ୍ତର ଇଞ୍ଜେକ୍ସନ ଦେବା ପରେ ଦେହ କଳା…..

ବୌଦ୍ଧ,୫।୩( ଅଜିତ କୁମାର ବାରିକ): ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲାରୁ । ଏହି ଘଟଣାକୁ ନେଇ ହସ୍ପିଟାଲରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି ।…

ବିଜୁବାବୁଙ୍କ ୧୧୦ତମ ଜନ୍ମଜୟନ୍ତୀ ପାଳିତ, ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା….

ନନ୍ଦପୁର/ପାଡୁଆ, ୫ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କୂଲାବିର ପଞ୍ଚାୟତ ସ୍ଥିତ ଧବଳେଶ୍ଵର ମନ୍ଦିର ପରିସରରେ ଗୁରୁବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ପାଡୁଆ, ଚାଟୁଆ, ହାତୀବାରି, ଖିନବର୍,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?