ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…
କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି । ମିଳିଥିବା…
ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ
ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଜୟପୁର ଗଡିଆ ଧୋବା ସାହିର ଲାଲୁ ଖରା ଓ ପିତୁ ଜାନୀ…
ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…
କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କୋରାପୁଟ ଏସଡିଓ ସଞ୍ଜୟ ମଣ୍ଡଳ ସୂଚନା…
ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି
ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି। ଗତ ରବିବାର ରାତିରେ ନନ୍ଦପୁର ଥାନାରେ ପଞ୍ଜୀକୃତ ଗୋଟିଏ ବୋଲେରୋ ଓ ଗୋଟିଏ…
ଗଛରେ ପିଟିହୋଇ ଓଲଟିଲା କାର୍: ଆଖିବୁଜିଦେଲେ ,ଶଳା,ଭିଣୋଇ
ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ ଧକ୍କାଦେଇ ଓଲଟି ପଡ଼ିବାରୁ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗୋଲୁର…
ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…
ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ ଓଡ଼ିଶାର ଏକ ଘରୋଇ ଯାତ୍ରୀବାହୀ ବସରେ ନିଆଁ ଲାଗି ଯାଇଛି। ବସରେ ଭୁବନେଶ୍ୱରରୁ…
ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ
ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ ଓଆର୧୮ ଏ ୬୩୩୬ ନମ୍ବର୍ ବିଶିଷ୍ଟ ଏକ ଅଲ୍ଟୋ କାର ରାସ୍ତା ପାର୍ଶ୍ୱ…
କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର
କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା । ବିଦ୍ୟୁତ ସେବା ବ୍ୟାହତ ହୋଇଥିଲା ।…
ଏସ୍-ପୂଜାରୀପୁଟରେ ପୁସିଂ ବ୍ରିଜ୍ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର
ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ ବ୍ରିଜ ଓ ରେଳପଥ ବ୍ରିଜ ନଂ ୪୮୭ ତଳେ ଏକ କଲଭର୍ଟ ନିର୍ମାଣ…
ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ
ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କୋରାପୁଟ…
ଅଭିଯୋଗ ପରେ ଆସିଲା ଚାଉଳ
ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ ମାସିକ ଚାଉଳ ଡିଲର ବଣ୍ଟନ କରୁ ନ ଥିବା ମଙ୍ଗଳବାର ଅଭିଯୋଗ ଆଣିଥିଲେ।…
ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା
ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ ପାଇଁ ସୁନାବେଡା ଆରଡି ବିଭାଗ ମଙ୍ଗଳବାର ପ୍ରକ୍ରିୟା ଆରମ୍ଭ କରିଛି। ଯନ୍ତ୍ରୀ ଜୟନ୍ତ…
Archives


