ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ
ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ ଠାରୁ ଆରମ୍ଭ କରି ନିର୍ବାଚିତ ଜନପ୍ରତିନିଧି ଏବଂ ପ୍ରଶାସନ। କିନ୍ତୁ ନାରା ନାରାରେ…
କୋରାପୁଟ ଜିଲାରେ ୪୭୭ ମିମି ବର୍ଷା: କୁନ୍ଦ୍ରାରେ ସର୍ବାଧିକ ୫୯ ମିମି
କୋରାପୁଟ,୧୧ା୯(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବ୍ଲକ୍ରେ ଶୁକ୍ରବାର ୪୭୭ ମିମି ବର୍ଷା ରେକର୍ଡ ହୋଇଛି । ଜିଲାର କୁନ୍ଦ୍ରା ବ୍ଲକ୍ରେ ସର୍ବାଧିକ ୫୯ ମିମି ବର୍ଷା ରେକର୍ଡ ହୋଇଛି । ଜୟପୁରରେ ୫୪.୬, ଲମତାପୁଟରେ ୪୮, କୋଟପାଡ଼ ଓ ବୈପାରିଗୁଡ଼ାରେ…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ଜୟପୁରରେ ବାଘ ଛାଲ କାରବାର ହେଉଥିବା…
କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା
କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ କରିଥିଲେ।…
କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍-କିଷାନ ସହାୟତା
କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ…
୧୦ ଏକର ଜମିରେ ଗଞ୍ଜେଇ ଚାଷ : ୧୨ ହଜାର ଗଛ ନଷ୍ଟ; ୩ ଗିରଫ
କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା ନିକଟସ୍ଥ ପାହାଡ଼ିଆ ଅଞ୍ଚଳ ଓ ଲେଞ୍ଜିଗୁଡ଼ା ଜଙ୍ଗଲ ଅଞ୍ଚଳରେ ଚଢ଼ଉ କରି ବ୍ୟାପକ…
ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ
କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ସିଡିପିଓ ନଳିନୀ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁବ୍ୟବହାର କରୁଥିବା ନେଇ…
ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ
ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛନ୍ତି । ଏଥିରେ ଜଣେ ପୂର୍ବତନ ସରପଞ୍ଚଙ୍କ ସମେତ ୧୩…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେଓମାଳି ବୁଲିବାକୁ ଯାଇଥିବା ସୁନାବେଡ଼ା ୟୁନିଭର୍ସିଟିର ୫ ଜଣ ଛାତ୍ରଛାତ୍ରୀଙ୍କୁ କିଛି ମୁଖାପିନ୍ଧା…
ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା
ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍ ଗୁମୁଡ଼ା ଏସ୍ଏସ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ ଛାତ୍ର ଗୁରୁନାଥ ମୁଦୁଲିଙ୍କ ମୃତଦେହ ଜବତ ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ…
କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ
କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ ଶିକ୍ଷାର ମାନ ବୃଦ୍ଧି କରିବା ପାଇଁ ଆବାସିକ ସେବାଶ୍ରମ ନିର୍ମାଣ କରାଯାଉଛି। ହେଲେ…
ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….
ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ହସ୍ପିଟାଲରେ ଭର୍ତ୍ତି…

