ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର
ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ ଓଡିଶା ସରକାରଙ୍କ ପ୍ରଶାସନ ପାଇଁ ସୃଷ୍ଟି କରିଛି ଚିନ୍ତାର ବିଷୟ। ଏହିପରି ଘଟଣା...
ଟ୍ରାକ୍ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍, ଟନେଲ୍ରୁ ଖସିଲା ପଥର, ଆଉ ତା’ ପରେ…
କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍ଡ ଇକ୍ୟୁପ୍ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ...
ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍, ଚାଲିଗଲା ଯୁବକଙ୍କ ଜୀବନ
କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେହିପରି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା...
କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ
ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବାଉରିସାହିର...
କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ
କୋରାପୁଟ,୪ା୧୦: କୋରାପୁଟ ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ଡାକରା ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ଯୋଗୁ ଜିଲାରେ ଗାଡ଼ି ଚଳାଚଳ ସମ୍ପୂର୍ଣ ଭାବେ ଠପ୍ ଓ ଦୋକାନ ବଜାର ବନ୍ଦ ରହିଛି। ଜିଲା କ୍ରିୟାନୁଷ୍ଠାନ କମିଟିର ରୂପକ କୁମାର...
କୋଟିଆରେ ଗ୍ରାମସଭା କରି ଫେରିଲା ଆନ୍ଧ୍ର, ଶୋଇଛି ଓଡ଼ିଶା ପ୍ରଶାସନ
ପଟ୍ଟାଙ୍ଗି,୨।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ରରେ ସରକାର ବଦଳିବା ପରେ ମଧ୍ୟ ଓଡ଼ିଶାର ସୀମାନ୍ତ ଗ୍ରାମ ମାନଙ୍କରେ ଅନୁପ୍ରବେଶ କରିବା ଜାରି ରହିଛି। ଏହିପରି କାର୍ଯ୍ୟ ପୁଣିଥରେ ଦେଖିବାକୁ ମିଳିଛି କୋରାପୁଟର ଚର୍ଚ୍ଚିତ କୋଟିଆ ପଞ୍ଚାୟତର ସୀମାନ୍ତ ଫଗୁଣସିନେରି ଗ୍ରାମରେ। ସାରା...
ବସ୍ ସହ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ
ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଏମ୍ଏସ୍ବି ବସ୍ ସହ ଏକ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଥିଲା।...
ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ, ଠିକାଦାରଙ୍କଠାରୁ ନେଉଥିଲେ…
କୁନ୍ଦୁରା,୨୭ା୯(ସନ୍ତୋଷ କୁମାର ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ କାର୍ଯ୍ୟରତ ମହିଳା ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭାନୁମତୀ ଶୁକ୍ରବାର ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଛି ଭିଜିଲାନ୍ସ। କୁନ୍ଦୁରା ବ୍ଲକ ଅଧୀନରେ...
ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ: ଟାଉନ ଥାନାରେ ଏତଲା
କୋରାପୁଟ,୨୫।୯(ଅମିତାଭ ବେହେରା): କୋରାପୁଟରେ ବୁଧବାର ସକାଳୁ କୋରାପୁଟ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ସମୁଖରେ ନବରଙ୍ଗପୁର ପୁର ଅଂଚଳରୁ ଆସୁଥିବା ବାଲି ବୋଝେଇ ଟିପ୍ସରଗୁଡିକୁ ଖଣି ଅଧିକାରୀ ଓ ଅତରିକ୍ତ ଖଣି ଅଧିକାରୀ ଗାଡିଗୁଡିକୁ ଅଟକାଇ ଯାଞ୍ଚ କରୁଥିବା ଖବର ପାଇ...
ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର
ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍ରେ ପିଟି ଜ୍ବାଇଁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ହେଲେ...
ବିଡିଓଙ୍କୁ ନାଲିଆଖି ଦେଖାଇଲେ ଭାଜପା ନେତା, କହିଲେ ଏକାବେଳେ କରିଦେବେ…
ଜୟପୁର,୧୮ା୯(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ବିଡିଓଙ୍କୁ ଧମକଚମକ ଦିଆଯିବା ନେଇ ଥାନାରେ ଏତଲା ଦିଆଯାଇଛି। ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଜୟପୁର ବିଡିଓ ଶକ୍ତିପ୍ରସାଦ ମହାପାତ୍ର। ଭାଜପା ନେତା ଗୌତମ ସାମନ୍ତରାୟଙ୍କ ନାଁରେ ସେ ଅଭିଯୋଗ କରିଛନ୍ତି।...
ଯାହା ପଢ଼ିବାକୁ ଦେବୁ ତାହା ନ ପଢ଼ିିଲେ ବିଧାୟକଙ୍କ ହାତଧରି ମଞ୍ଚରୁ ଓହ୍ଲାଇ ଦେବୁ: କାହିଁକି ଏମିତି କହିଲେ…
ମଙ୍ଗଳବାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କୋରାପୁଟ ଜିଲା ଜୟପୁର ସହରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଭାଷଣକୁ ନେଇ ଭାଜପାର ପୂର୍ବତନ ବିଧାୟକ ପ୍ରାର୍ଥୀ ଗୌତମ ସାମନ୍ତରାୟ ଓ କେତେଜଣ କର୍ମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାୟକ...
Archives


