କୋରାପୁଟ

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ବିଜୁ ଜନତା ଦଳର ମୁଖିଆ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା ପରିଯୋଜନା ଅନ୍ତର୍ଗତ ନିର୍ମାଣାଧୀନ ଏହି ଛଅ-ଲେନ୍‌ ଗ୍ରୀନ୍‌ଫିଲ୍ଡ କରିଡର ଛତିଶଗଡ଼, ଓଡ଼ିଶା ଓ…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛତିଶଗଡ଼ ବସ୍ତର ଜିଲାର ଦିନେଶ ରାଜପୁତ୍‌। ସେ ଜଣେ ଗଣମାଧ୍ୟମ…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ପେଟୁରୁ…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର ୫୫ ରାସ୍ତା ଖିଲୁଆ ପେଟିଆବାଡ ପୋଲତଳୁ ଉଦ୍ଧାର କରିଛି। ମୃତକ ହେଲେ ହୋମଗାର୍ଡ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର ପଦବୀଙ୍କୁ ପଦୋନ୍ନତି ଦେଇଥିବା ପ୍ରଶାସନ ପକ୍ଷରୁ ଜଣାଯାଇଛି। କୋରାପୁଟ ଜିଲାପାଳଙ୍କ ପତ୍ରସଂଖ୍ୟା ୪୪୨/୨୦୨୬…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ ଏହି କ୍ରମରେ ଶୁକ୍ରବାର କୋରାପୁଟ ଜିଲାସ୍ତରୀୟ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର ଡୁମୁରିଗୁଡା ମଣ୍ଡଳ(ବ୍ଲକ) ସିପିଏମ୍‌ ସମ୍ପାଦକ ପାଙ୍ଗି ମୋହନ ଦାସ, ପୂର୍ବତନ ରାଙ୍ଗିଲିସିଙ୍ଗି ପଞ୍ଚାୟତ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି ପନିପରିବା ବିକ୍ରି ପାଇଁ ନେଉଥିବା ବେଳେ (ଓଡି୦୧ ଏସି ୩୯୫୦) ନମ୍ବର୍ ବିଶିଷ୍ଟ…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର ସୀମାନ୍ତବାସୀ ହଇରାଣ ହେଉଥିବା ଜଣାପଡ଼ିଛି। କୋଟିଆ ପଞ୍ଚାୟତ ସୀମାନ୍ତ ନେରିଡିବାଲସା ଗ୍ରାମରେ ଆନ୍ଧ୍ର…

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?