ଜିଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ପଟାଙ୍ଗୀ ଥାନାର ମାଳିମାର୍ଲା ଓ ବଡ ମାର୍ଲା ଆଦି ୨ ଟି ଗ୍ରାମରେ ବାଲ୍ୟ ବିବାହ ବନ୍ଦ
କୋରାପୁଟ,୨୧।୨(ଅମିତାଭ ବେହେରା ): ଶୁକ୍ରବାର କୋରାପୁଟ ଜିଲାପ୍ରଶାସନ ପକ୍ଷରୁ ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ସେମିଳିଗୁଡା ବ୍ଲକର ଖୁଡି ପଞ୍ଚାୟତର ଦୁଇଟି ସ୍ଥାନରେ ଆଜି ଜିଲା ପ୍ରଶାସନର ଶିଶୁ ସୁରକ୍ଷା ଅଧିକାରୀ, ଚାଇଲ୍ଡ ଲାଇନ ଏବଂ ପୋଲିସ ଟିମ ପହଞ୍ଚି ବାଲ୍ୟ ବିବାହ…
ବଡ଼ ବଡ଼ ଅଧିକାରୀଙ୍କ ୟୁଜର ଆଇଡି, ପାସଓ୍ବାର୍ଡ ହ୍ୟାକ କରି ହଡପ କରୁଥିଲେ ଟଙ୍କା: ଏବେ ଧରାପଡିବାରୁ…
କୋରାପୁଟ,୨୧ା୨(ଅମିତାଭ ବେହେରା): କୋରାପୁଟ ତହସିଲଦାରଙ୍କ ୟୁଜର ଆଇଡି ଓ ପାସୱାର୍ଡକୁ ହ୍ୟାକ କରି ଜାଲ ପ୍ରମାଣପତ୍ର ଦେଇ ବିଭିନ୍ନ ବ୍ୟକ୍ତିଙ୍କଠାରୁ ଟଙ୍କା ହଡପ ଘଟଣାରେ ଜଣେ ଅଭିଯୁକ୍ତଙ୍କୁ କୋରାପୁଟ ସାଇବର ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଜିଲା ଟାଙ୍ଗି…
ଶସ୍ତାରେ ବୋଲେରୋ ଦେବାକୁ କହି ଠକିନେଲେ ୬ ଲକ୍ଷ ୩୫ ହଜାର ଟଙ୍କା
କୋରାପୁଟ,୨୦।୨(ଅମିତାଭ ବେହେରା): ଶସ୍ତାରେ ବୋଲେରୋ ପିକଅପ୍ ଭ୍ୟାନ ଦେବାକୁ କହି ଅନ୍ଲାଇନ ଜରିଆରେ ୬ଲକ୍ଷ ୩୫ ହଜାର ଟଙ୍କା ଠକେଇ ଘଟଣାରେ ଗୁରବାର କୋରାପୁଟ ସାଇବର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ଅଭିଯୁକ୍ତଙ୍କଠାରୁ ୨ଲକ୍ଷ ଟଙ୍କା…
କୋଟିଆ ସୀମାନ୍ତ ଗ୍ରାମରେ ଆନ୍ଧ୍ରର ସିପିଆଇଏମ୍ ଦଳ, ଗ୍ରାମବାସୀଙ୍କୁ ନେଇ କରିଛି…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଗତ କିଛିଦିନ ହେଲା ପଡ଼ୋଶୀ ରାଜ୍ୟ ଆନ୍ଧ୍ରର ସିପିଆଇଏମ୍ ଦଳ ବାରମ୍ବାର ଅନୁପ୍ରବେଶ କରି ସୀମାନ୍ତ ଗ୍ରାମବାସୀଙ୍କୁ ବିଭିନ୍ନ ସ୍ଥାନରେ ଏକତ୍ରିତ କରି ବୈଠକ କରି…
ସମ୍ପରିକୀୟଙ୍କ ବାହାଘର ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଜଗିବସିଥିଲା …
ଜୟପୁର,୧୯।୨(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ବିସିଂହପୁର ଥାନା କେରାପୁଟ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତାଉପରେ ଅଟକିଥିବା ଏକ ଟ୍ରକ୍କୁ ବାଇକ୍ ପଛରୁ ପିଟି ଘଟଣାସ୍ଥଳରେ ହିଁ ବାଇକ୍ରେ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ…
ଶିବ ମୁଦୁଲି ହେଲେ କୋରାପୁଟ ଜିଲା ଭାଜପା ସଭାପତି
କୋରାପୁଟ,୧୭।୨(ଅମିତାଭ ବେହେରା): କୋରାପୁଟ ଜିଲାର ଦକ୍ଷ ଆଦିବାସୀ ନେତା ଶିବ ମୁଦୁଲି ଭାରତୀୟ ଜନତା ପାର୍ଟିର ଜିଲା ସଭାପତି ଭାବେ ଘୋଷଣା କରାଯାଇଛି। ରାଜ୍ୟ ଭାଜପାର ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଏକ ପ୍ରେସ ଇସ୍ତାହାରରେ ସୂଚନା ଦେଇଛନ୍ତି। ଶିବଙ୍କୁ…
ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ତାରା ବାହିନୀପତି, କହିଲେ ନିଅନ୍ତୁ ଏମିତି ପଦକ୍ଷେପ
ଭୁବନେଶ୍ୱର,୧୭।୨: ରାଜ୍ୟରେ ବର୍ତମାନ ଚର୍ଚ୍ଚାରେ ଥିବା ଗୀତ ‘ଛି ଛି ଛିରେ ନନୀ’ ପ୍ରସଙ୍ଗ ବିଧାନସଭାରେ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି। କୋରାପୁଟିଆ ଭାଷାକୁ ସ୍ବୀକୃତି ଦେବାକୁ ବାଚସ୍ପତିଙ୍କୁ ସେ ଅପିଲ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଗୀତ ବିଷୟରେ ଆଲୋଚନା…
କୋରାପୁଟ ଜୟପୁର ବ୍ରାହ୍ମଣୀ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା: ୩ ମୃତ
ଜୟପୁର,୧୭।୨: ସୋମବାର ସକାଳେ କୋରାପୁଟ ଜିଲାରେ ଏକ ସଡ଼କ ଦୁର୍ଘଟଣା ଘଟି ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କିଛି ଆହତ ହୋଇଛନ୍ତି। ଜିଲାର ଜୟପୁର ଅଞ୍ଚଳର ଥୁରୁଡିପୁଟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଆଜି ସକାଳେ…
ଆରପାରିରେ ପୂର୍ବତନ ଏମ୍ପି ଜୟରାମ ପାଙ୍ଗୀ ଝିଅ
ପଟ୍ଟାଙ୍ଗି,୧୪ା୨(ଶରତ କୁମାର ଧଳ):କୋରାପୁଟ ପୂର୍ବତନ ଏମ୍ପି ଜୟରାମ ପାଙ୍ଗୀଙ୍କ ତୃତୀୟ ଝିଅ ରାଜଲକ୍ଷ୍ମୀଙ୍କ ଗୁରୁବାର ବିଳମ୍ବିତ ରାତିରେ ବିଶାଖାପାଟଣାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ସେ ୩ ବର୍ଷ ହେବ କ୍ୟାନ୍ସର ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର…
ବାପା ଆଗରେ ଜଳଭଣ୍ଡାରକୁ ଡେଇଁପଡ଼ିଲେ ପୁଅ
ସୁନାବେଡ଼ା,୧୪ା୨(କୃତ୍ତିବାସ ପ୍ରଧାନ)-ସୁନାବେଡ଼ା ଥାନା ଅଧୀନ ୨୬ନଂ. ଜାତୀୟ ରାଜପଥ ଟିମ୍ବର ବ୍ରିଜ୍ ଉପରେ ସ୍କୁଟି ରଖି ବାପାଙ୍କ ଆଗରେ ନଦୀକୁ ଜଣେ ଯୁବକ ଡେଇଁ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜାନୀଗୁଡ଼ା ଗ୍ରାମର ପାକୁଳୁ ଜାନୀଙ୍କ ପୁଅ ମଦନ ଜାନୀ(୨୨) ୨ ମାସ…
ସ୍କୁଟି ରଖି ଜଳଭଣ୍ଡାରକୁ ଡେଇଁ ପଡ଼ିଲେ ଯୁବକ
କୋରାପୁଟ,୧୪।୨: ୨୬ ନମ୍ବର ଜାତୀୟ ରାଜପଥ ଟିମ୍ବର ବ୍ରିଜ୍ ଉପରୁ କୋଲାବ ଜଳଭଣ୍ଡାରକୁ ଡେଇଁ ପଡ଼ିଛନ୍ତି ଜଣେ ଯୁବକ। ଯୁବକ ଜଣକ ନିଖୋଜ ଥିବା ବେଳେ ତାଙ୍କୁ ଖୋଜାଖୋଜି କରାଯାଉଛି। ମିଳିଥିବା ସୂଚନା ମୁତାବକ, ଯୁବକ ଜଣକ ସୁନାବେଡ଼ାରୁ ଏକ ସ୍କୁଟି…
୧୫ ପ୍ଲଟ୍, କାଜୁ ପ୍ରୋସେସିଂ ୟୁନିଟ୍ ସହ ରହିଛି ଲକ୍ଷଲକ୍ଷ ଟଙ୍କାର ସମ୍ପତ୍ତି
କୋରାପୁଟ/କୋଟପାଡ଼,୧୩ା୨(ଅମିତାଭ ବେହେରା/କେ.ରାଜଶେଖର ରାଓ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ପକ୍ଷରୁ କୋଟପାଡ଼ ବ୍ଲକ୍ ବତାସନା ପଞ୍ଚାୟତ ଆକାଉଣ୍ଟାଣ୍ଟ ତଥା ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ପାର୍ଥସାରଥି ବିଷୋୟୀଙ୍କ ଚମ୍ପିଆସ୍ଥିତ ବାସଭବନ ସହ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ…
Archives


