କୋରାପୁଟ

ରାଜ୍ୟ ପରିବହନ ନିଗମର ଛାଟ: କାର୍ଯ୍ୟରେ ଅବହେଳା ଯୋଗୁ ୩ ଅଧିକାରୀଙ୍କ ଦରମା ବନ୍ଦ

ଜୟପୁର,୮।୧(ପବନ ପାଣିଗ୍ରାହୀ): ତିନି ଅଧିକାରୀଙ୍କୁ ରାଜ୍ୟ ପରିବହନ ନିଗମର ଛାଟ। କାର୍ଯ୍ୟରୁ ଅନ୍ତର ସହ ପୁନଃ କାର୍ଯ୍ୟରେ ଯୋଗ ଦେବା ଯାଏ ଦରମା ବନ୍ଦ ନେଇ ନିର୍ଦ୍ଦେଶ ରାଜ୍ୟ ପରିବହନ ନିଗମ ଏମଡି ନିର୍ଦ୍ଦେଶ ଦେଇଛନ୍ତି। ତିନି ଅଧିକାରୀ ହେଉଛନ୍ତି ଈଶ୍ୱର…

୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…

କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ: ଏକାବେଳେ ଆରପାରିକୁ ଚାଲିଗଲେ ମା’ ପୁଅ

ଜୟପୁର,୬।୧(ପବନ ପାଣିଗ୍ରାହୀ): ବିଧିର ବିଧାନ। ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍‌ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ। ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ। ଏଭଳି ଘଟଣା ଜୟପୁର ପରିଛା ସାହିରେ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଶୋକର…

ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କଲେ ବିଧାୟକ

କୁନ୍ଦୁରା,୫ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ବିଭିନ୍ନ ପଞ୍ଚାୟତରେ ନୂତନ ଭାବେ ନିର୍ମିତ ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍‌ଘାଟନ କରିଛନ୍ତି କୋଟପାଡ଼ ବିଧାୟକ ରୂପୁ ଭତ୍ରା। ବିକଶିତ ଗ୍ରାମ ବିକଶିତ ଓଡ଼ିଶା ଅଧୀନରେ ରହିଥିବା ଉନ୍ନୟନମୂଳକ ଶୁଭାରମ୍ଭ…

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ମୋଟର ସାଇକେଲର ତିନି ଆହତ…

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରି ଏହି ସଚେତନତା ରଥ…

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ ଚଢାଉ ସମୟରେ ବିପୁଳ ପରିମାଣର ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ କରିଥିଲେ…

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର ଓ ସେମିଳିଗୁଡ଼ାରେ ୭ଟି ଦାମୀ ପ୍ଲଟ୍ ରହିଛି। ଫରେଷ୍ଟରଙ୍କର ପ୍ରାୟ କେଜିଏ ସୁନା ଅଳଙ୍କାର…

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ ଦ୍ୱାରା…

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ ଧକ୍କା ଦେଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର। ସୂଚନା…

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର…

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର ଓଲଟି ପଡି ୫୦ରୁ ଉର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ହେଇଛନ୍ତି l ଖବର ପାଇ କୋଟପାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?